30.1 C
Bhubaneswar
October 22, 2021
EnewsOdia.Com
ନ୍ୟୁଜ୍ ରାଜନୀତି

ଆଜିଠାରୁ ତିନିଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜିଠାରୁ ତିନିଦିନିଆ ଦିଲ୍ଲୀ ଗସ୍ତରେ ଯାଉଛନ୍ତି । ନକ୍ସଲ ମୁକାବିଲା ଲାଗି କେନ୍ଦ୍ର ଗୃହମନ୍ତ୍ରୀଙ୍କ ଦ୍ବାରା ଡକାଯାଇଥିବା ବୈଠକରେ ଯୋଗଦେବାକୁ ସେ ଦିଲ୍ଲୀ ଯାଇଛନ୍ତି । ଏହି ବୈଠକ ସେପ୍ଟେମ୍ବର ୨୬ ଅର୍ଥାତ ଆସନ୍ତା ରବିବାର ଦିନ ଅନୁଷ୍ଠିତ ହେବ । ଏହି ବୈଠକ ପାଇଁ ଦେଶର ସବୁ ନକ୍ସଲ ପ୍ରଭାବିତ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କୁ ଆମନ୍ତ୍ରଣ କରାଯାଇଛି ।

ମୁଖ୍ୟମନ୍ତ୍ରୀ ଦିଲ୍ଲୀ ଗସ୍ତରେ ଯାଉଥିବାରୁ ପିପିଲି ନିର୍ବାଚନ ପ୍ରଚାରରେ ଯୋଗ ଦେବାର ସମ୍ଭାବନା କମ ବୋଲି କୁହାଯାଉଛି । ପିପିଲିରେ ଆସନ୍ତା ୩୦ ତାରିଖରେ ଭୋଟ ଗ୍ରହଣ ହେବ ଓ ଅକ୍ଟୋବର ୩ରେ ଭୋଟ ଗଣତି ହେବ । ଏଥିପାଇଁ ବିଭିନ୍ନ ଦଳର ପ୍ରାର୍ଥୀମାନେ କରୁଥିବା ନିର୍ବାଚନ ପ୍ରଚାର ଜାରି ରହିଛି ।

ପଢନ୍ତୁ: ୩ ଦିନ ପାଇଁ ସିଲ୍‌ ହେଲା ଭୁବନେଶ୍ୱର ଜୁଡିସିଆଲ୍‌ କମ୍ପ୍ଲେକ୍ସ

Related posts

ଆସନ୍ତାକାଲି ପ୍ରକାଶ ପାଇଲା ମାଟ୍ରିକ ଅଫଲାଇନ୍ ପରୀକ୍ଷା ରେଜଲ୍ଟ

Ratnamani Maharana

ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ହେବେ ପୁଷ୍କର ସିଂହ ଧାମି

Ratnamani Maharana

ସ୍ଵାଧୀନତା ଦିବସରେ ପ୍ଲାଷ୍ଟିକ୍‌ ତ୍ରିରଙ୍ଗା ବ୍ୟବହାର ନକରିବାକୁ କେନ୍ଦ୍ର ସରକାରଙ୍କ କଡ଼ା ନିର୍ଦ୍ଦେଶ

Ratnamani Maharana

Leave a Comment

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More