News

କେନ୍ଦ୍ର ଆଇନମନ୍ତ୍ରୀ ରବିଶଙ୍କର ପ୍ରସାଦଙ୍କୁ ନବୀନଙ୍କ ଚିଠି

ପଶ୍ଚିମ ଓ ଦକ୍ଷିଣ ଓଡିଶାରେ ହାଇକୋର୍ଟ ବେଞ୍ଚ ଖୋଲ

କେନ୍ଦ୍ର ଆଇନମନ୍ତ୍ରୀ ରବିଶଙ୍ଗର ପ୍ରସାଦଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଚିଠି । ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ନେଇ କେନ୍ଦ୍ର ଆଇନମନ୍ତ୍ରୀଙ୍କୁ ନବୀନଙ୍କ ଚିଠି । ତୁରନ୍ତ ଏ ସମ୍ପର୍କରେ ତ୍ୱରିତ ପଦକ୍ଷେପ ନେବା ପାଇଁ ଚିଠିରେ ରବିଶଙ୍କରଙ୍କୁ ଅନୁରୋଧ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

naveen

ଚିଠିରେ ମୁଖ୍ୟମନ୍ତ୍ରୀ ଦର୍ଶାଇଛନ୍ତି, ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ନେଇ ପୂର୍ବରୁ କେନ୍ଦ୍ରକୁ ୨୦୧୩ ମସିହା ସେପ୍ଟେମ୍ବର ୨୮ ତାରିଖ,୨୦୧୪ ଫେବ୍ରୁଆରି ୧୩ ଓ ୨୦୧୮ ମସିହା ସେପ୍ଟେମ୍ବର ୫ ତାରିଖରେ ତିନୋଟି ଚିଠି ଲେଖିସାରିଛନ୍ତି। ଅଥଚ କେନ୍ଦ୍ର ସରକାର କୌଣସି ପଦକ୍ଷେପ ନେଇନଥିବା ନେଇ ସିଧାସଳଖ ନକହିଲେ ବି ଏ ଦିଗରେ କେନ୍ଦ୍ର ସରକାରଙ୍କ ସ୍ଥାଣୁତା ନେଇ ଇସାରା କରିଛନ୍ତି ମୁଖ୍ୟମନ୍ତ୍ରୀ

ସେପଟେ ବେଞ୍ଚ୍ ପ୍ରତିଷ୍ଠା ହେଲେ ରାଜ୍ୟ ସରକାର ସମସ୍ତ ପ୍ରକାର ସହଯୋଗ କରିବେ ବୋଲି ନବୀନ ଜଣାଇଛନ୍ତି।

ପଢନ୍ତୁ;  ସିବିଆଇ ଅନ୍ତିରୀଣ ନିର୍ଦ୍ଦେଶକ ଭାବେ ଦାୟିତ୍ଵ ନେଲେ ନାଗେଶ୍ୱର ରାଓ

Related posts

ଖୁବ୍‌ ଶୀଘ୍ର ଲସ୍କର ଇ ତୋଇବା ସୟିଦ ହାଫିଜ୍‌ କୁ ଆତଙ୍କବାଦୀ ବୋଲି ଘୋଷଣା କରିପାରେ

ENO Beuro

ପୁରୁଣା ଭୁବନେଶ୍ଵର ସ୍ଥିତ ବିଏମ୍‌ସି ଡାକ୍ତରଖାନାର ବିଭିନ୍ନ ସମସ୍ୟା ସମାଧାନ ପାଇଁ ସ୍ଥାନୀୟ ଲୋକଙ୍କ ଧାରଣା

ENO Beuro

ପ୍ରଧାନମନ୍ତ୍ରୀଙ୍କୁ ନବୀନଙ୍କ ଚିଠି: ସଂସଦ,ବିଧାନସଭାରେ ମହିଳାଙ୍କ ପାଇଁ ସ୍ଥାନ ସଂରକ୍ଷଣ କର

ENO Beuro

Leave a Comment

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More