Loading...

ଶ୍ରୀତମ ଦାସ ହେଲେ ବିଜେପିର କଟକ ମେୟର ପ୍ରାର୍ଥୀ

ମହାନଗର ନିର୍ବାଚନକୁ ଓହ୍ଲାଇବେ ଅଭିନେତା । ଶ୍ରୀତମ ଦାସ ହେଲେ ମେୟର ପ୍ରାର୍ଥୀ । କଟକ ମହାନଗର ନିଗମ ପାଇଁ ଶ୍ରୀତମ ଦାସଙ୍କୁ ମେୟର ଭାବେ ପ୍ରାର୍ଥୀ ଘୋଷଣା କରିଛି ଭାରତୀୟ ଜନତା ପାର୍ଟି । କଟକ ନଗର ବିଜେପି ସଭାପତି ଲଲାଟେନ୍ଦୁ ବଡୁଙ୍କ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.