ଖଡ଼ାଶାଗ ବିକିବାକୁ ‘ଅଡି’ କାର୍ ଚଢ଼ି ଯାଉଛନ୍ତି କେରଳ କୃଷକ
ରାସ୍ତାକଡ଼ ହାଟରେ ବିକିବା ପାଇଁ କେରଳର ଜଣେ କୃଷକ ‘ଅଡ଼ି ଏ୪’ କାର୍ରେ ଖଡ଼ା ବୋହି ନେବା ଦୃଶ୍ୟ ସମ୍ପ୍ରତି ସାମାଜିକ ଗଣମାଧ୍ୟମରେ ଚହଳ ପକାଇଛି।
Loading...
ଅସହ୍ୟ ଶୀତରେ ଥରୁଛି ରାଜ୍ୟ। ରାଜ୍ୟର ସବୁଠାରୁ ଥଣ୍ଡା ସହର ପାଲଟିଛି ଫୁଲବାଣୀ। ୫ଡିଗ୍ରୀ ତାପମାତ୍ରା ସହ ହୋଇଛି ତୁଷାରପାତ।
ଅସହ୍ୟ ଶୀତରେ ଥରୁଛି ରାଜ୍ୟ। ରାଜ୍ୟର ସବୁଠାରୁ ଥଣ୍ଡା ସହର ପାଲଟିଛି ଫୁଲବାଣୀ। ୫ଡିଗ୍ରୀ ତାପମାତ୍ରା ସହ ହୋଇଛି ତୁଷାରପାତ। ୮ଡିଗ୍ରୀ ତଳେ ରହିଛି ୬ଟି ସହରର ପାରଦ। ରାତିରେ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ହୋଇଛି।ପାଖାପାଖି ୧୨ଟି ସ୍ଥାନର ତାପମାତ୍ରା ୧୦ ଡିଗ୍ରୀ ତଳେ ରେକର୍ଡ ହୋଇଛି। ରାଜ୍ୟକୁ ଉତ୍ତର ତଥା ଉତ୍ତର ପଶ୍ଚିମ ଦିଗରୁ ଥଣ୍ଡା ଓ ଶୁଷ୍କ ବାୟୁ ଧୀରେ ଧୀରେ ଦୁର୍ବଳ ହେଉଛି। ତଥାପି ଆଗାମୀ ୨୪ ଘଣ୍ଟାରେ ଶୀତ ଲହରୀ ପାଇଁ ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ପାରଦ ଯେତିକି ଖସୁଛି, ଯେତିକି ବଢୁଛି ଶୀତର ପ୍ରକୋପ। ଆଗାମୀ ୫ଦିନ ଯାଏ ପାଗ ଶୁଖିଲା ରହିବ ବୋଲି ଆକଳନ କରିଛି ପାଣିପାଗ ବିଭାଗ।
ତେବେ ଏଥିମଧ୍ୟରେ ଆସିଛି ଏକ ଆଶ୍ବସ୍ତିକର ଖବର ଆଜିଠାରୁ ରାଜ୍ୟର ବିଭିନ୍ନ ସ୍ଥାନରେ ରାତି ତାପମାତ୍ରା ସାମାନ୍ୟ ବୃଦ୍ଧି ପାଇବ। ଦୁଇ ଦିନ ମଧ୍ୟରେ ୨ରୁ ୪ ଡିଗ୍ରି ପର୍ଯ୍ୟନ୍ତ ବଢ଼ିବ। ପରବର୍ତ୍ତୀ ସମୟରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।
Shakespeare, in the beautiful garden, among the party. Some of the hall: in fact she was ever to.
ରାସ୍ତାକଡ଼ ହାଟରେ ବିକିବା ପାଇଁ କେରଳର ଜଣେ କୃଷକ ‘ଅଡ଼ି ଏ୪’ କାର୍ରେ ଖଡ଼ା ବୋହି ନେବା ଦୃଶ୍ୟ ସମ୍ପ୍ରତି ସାମାଜିକ ଗଣମାଧ୍ୟମରେ ଚହଳ ପକାଇଛି।
ସିନେମା ‘ମାର୍କ ଆଣ୍ଟନୀ’ ସେପ୍ଟେମ୍ବର ୧୫ ତାରିଖରେ ରିଲିଜ ହୋଇଛି। ଏହି ସିନେମାକୁ ଦର୍ଶକ ଖୁବ ପସନ୍ଦ ବି କରୁଛନ୍ତି। ‘ମାର୍କ ଆଣ୍ଟନୀ’ର ହିନ୍ଦୀ ଭର୍ସନ ସେପ୍ଟେମ୍ବର ୨୮ରେ ରିଲିଜ ହେବ।
ମେ’ ୧୯ରେ ୨୦୦୦ ନୋଟ୍ ନୋଟ୍ ପ୍ରତ୍ୟାହାର ବାବଦରେ ଘୋଷଣା କରିଥିଲା ରିଜର୍ଭ ବ୍ୟାଙ୍କ । ଏହା ମେ’ ୨୩ରୁ ଆରମ୍ଭ ହୋଇଥିଲା ଓ ଆଜି ଏହାର ଶେଷ ଅବଧି ଥିଲା।