ଆଜିଠୁ ଜୁନ ୬ ଯାଏଁ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
Loading...
ଏପ୍ରିଲ୍ ୨୮ ତାରିଖରୁ ଆରମ୍ଭ ହେବାକୁ ଯାଉଛି ଦ୍ୱାଦଶ ଶ୍ରେଣୀ ପରୀକ୍ଷା। ମେ’ ୩୧ ତାରିଖ ପର୍ଯ୍ୟନ୍ତ ଚାଲିବ। ଏଥିପାଇଁ ସବୁ ପ୍ରକାର ପ୍ରସ୍ତୁତି ପ୍ରାୟତଃ ଶେଷ ହୋଇଛି। ପରୀକ୍ଷାକୁ ଦୃଷ୍ଟିରେ ରଖି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(CHSE) ପକ୍ଷରୁ ଆଜିଠାରୁ ଖୋଲିଛି ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍।
ଏପ୍ରିଲ୍ ୨୮ ତାରିଖରୁ ଆରମ୍ଭ ହେବାକୁ ଯାଉଛି ଦ୍ୱାଦଶ ଶ୍ରେଣୀ ପରୀକ୍ଷା। ମେ’ ୩୧ ତାରିଖ ପର୍ଯ୍ୟନ୍ତ ଚାଲିବ। ଏଥିପାଇଁ ସବୁ ପ୍ରକାର ପ୍ରସ୍ତୁତି ପ୍ରାୟତଃ ଶେଷ ହୋଇଛି। ପରୀକ୍ଷାକୁ ଦୃଷ୍ଟିରେ ରଖି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(CHSE) ପକ୍ଷରୁ ଆଜିଠାରୁ ଖୋଲିଛି ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍। ଏହି ସେବା ଆଜିଠାରୁ ମେ’ ୩୧ ତାରିଖ ଯାଏ କାର୍ଯ୍ୟକ୍ଷମ କରିବ। ୦୬୭୪-୨୩୦୩୮୦୩ (0674-2303803)ରେ ଯୋଗାଯୋଗ କରି ଯେ କୌଣସି ଅଭିଯୋଗ ଓ ସନ୍ଦେହ ଥିରେ ଦୂର କରିପାରିବେ।ଚଳିତବର୍ଷ ୩ ଲକ୍ଷ ୨୧ ହଜାର ୫୦୮ ଛାତ୍ରଛାତ୍ରୀ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଦେବେ। ଏଥିପାଇଁ ୧୧ ଶହ ୩୩ଟି ପରୀକ୍ଷା କେନ୍ଦ୍ର ଓ ୨୦୨ଟି ନୋଡାଲ୍ ସେଣ୍ଟର ପ୍ରତିଷ୍ଠା କରାଯାଇଛି। ନୋଡାଲ୍ ସେଣ୍ଟର ଓ ଦ୍ୱାଦଶର ସବୁ ପରୀକ୍ଷା କେନ୍ଦ୍ରରେ ସିସିଟିଭି ଲଗାଯାଇଛି।
ପ୍ରବଳ ଗ୍ରୀଷ୍ମ ପ୍ରବାହ ସାଙ୍ଗକୁ କରୋନା ସଂକ୍ରମଣ ପୁଣି ବଢୁଥିବାରୁ ପରୀକ୍ଷା ପରିଚାଳନା ଚାଲେଞ୍ଜ ହେବାକୁ ଯାଉଛି। ସେପଟେ ଉପାନ୍ତ ଓ ନକ୍ସଲ ପ୍ରବଣ ଅଞ୍ଚଳରେ ପ୍ରଶ୍ନପତ୍ର ସୁରକ୍ଷା ଓ ଶୃଙ୍ଖଳିତ ପରୀକ୍ଷା ପରିଚାଳନା ଚିନ୍ତା ବଢାଇଛି କାଉନ୍ସିଲ୍।
Shakespeare, in the beautiful garden, among the party. Some of the hall: in fact she was ever to.
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
ବରଯାତ୍ରୀ ସହ ବାଜା, ରୋଷଣି ନେଇ ବର ବେଶରେ ବାହାରିବେ ମହାପ୍ରଭୁ। କେଦାରଗୌରୀ ମନ୍ଦିରରେ ମା’ ପାର୍ବତୀଙ୍କ ସହ ପ୍ରଭୁ ଲିଙ୍ଗରାଜଙ୍କ ହାତଗଣ୍ଠି ପଡ଼ିବ। ଏନେଇ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ।
ପଞ୍ଚମ ଆଇପିଏଲ୍ ଟ୍ରଫିଠାରୁ ମହେନ୍ଦ୍ର ସିଂହ ଧୋନିଙ୍କ ଦଳ ଆଉ ମାତ୍ର ଗୋଟିଏ ବିଜୟ ଦୂରରେ ରହିଛି। ଗୁଜରାଟ ଟାଇଟନ୍ସକୁ ୧୫ ରନ୍ରେ ପରାସ୍ତ କରି ଚେନ୍ନାଇ ସୁପର୍ କିଙ୍ଗ୍ସ ସିଧାସଳଖ ଫାଇନାଲ୍ରେ ପ୍ରବେଶ କରିଛି ଧୋନୀ ବାହିନୀ।