ଦିଲ୍ଲୀ ଅବକାରୀ ନୀତି ଦୁର୍ନୀତି ମାମଲାରେ ଆମ୍ ଆଦମୀ ପାର୍ଟି ସାଂସଦ ସଞ୍ଜୟ ସିଂ ଗିରଫ
ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲାରେ ଆମ ଆଦମୀ ପାର୍ଟି ସାଂସଦ ସଞ୍ଜୟ ସିଂଙ୍କୁ ପ୍ରବର୍ତନ ନିର୍ଦ୍ଦେଶାଳୟ ଗିରଫ କରିଛି। ଗିରଫ ପୂର୍ବରୁ ଆପ ସାଂସଦଙ୍କ ସହ ଘନିଷ୍ଟ ଅନ୍ୟମାନଙ୍କ ବାସଭବନରେ ମଧ୍ୟ ଚଢାଉ କରିଥିଲା ।
Loading...
ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ (ଡବ୍ଲ୍ୟୁଏଚ୍ଓ) ଶୁକ୍ରବାର କୋଭିଡ୍-୧୯କୁ ବିଶ୍ୱ ମହାମାରୀ ତାଲିକାରୁ ହଟାଇଦେଇଛି। କୋଭିଡ୍ ସଂକ୍ରମିତ ରୋଗୀଙ୍କ ମୃତ୍ୟୁ ସଂଖ୍ୟା ଲଗାତର କମିବା ଯୋଗୁ ଡବ୍ଲ୍ୟୁଏଚ୍ଓ ଏହି ନିଷ୍ପତ୍ତି ନେଇଛି।
ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ (ଡବ୍ଲ୍ୟୁଏଚ୍ଓ) ଶୁକ୍ରବାର କୋଭିଡ୍-୧୯କୁ ବିଶ୍ୱ ମହାମାରୀ ତାଲିକାରୁ ହଟାଇଦେଇଛି। କୋଭିଡ୍ ସଂକ୍ରମିତ ରୋଗୀଙ୍କ ମୃତ୍ୟୁ ସଂଖ୍ୟା ଲଗାତର କମିବା ଯୋଗୁ ଡବ୍ଲ୍ୟୁଏଚ୍ଓ ଏହି ନିଷ୍ପତ୍ତି ନେଇଛି।ଡବ୍ଲୁଏଚଓ କହିଛି ଯେ ୩୦ ଜାନୁଆରୀ ୨୦୨୦ରେ କରୋନାକୁ ବିଶ୍ୱ ମହାମାରୀ ବୋଲି ଘୋଷଣା କରାଯାଇଥିଲା । ଅବଶ୍ୟ ଡବ୍ଲୁଏଚଓ ସ୍ପଷ୍ଟ କରିଛି ଯେ କରୋନା ଏବେ ବି ଏକ ସ୍ୱାସ୍ଥ୍ୟ ସମସ୍ୟା ହୋଇ ରହିଛି । ଏଥିସହିତ ଡବ୍ଲୁଏଚଓ କହିଛି, କୋଭିଡ ଆମକୁ ବଡ଼ ଶିକ୍ଷା ଦେଇଛି । କୋଭିଡ ପୂର୍ବ ଜୀନବଶାଳୀକୁ ଫେରିପାରିବା ଅସମ୍ଭବ । ତେଣୁ ଏବେ ବି ସାବଧାନ ରହିବାର ଆବଶ୍ୟକତା ଅଛି ।
୨୦୨୦ ଜାନୁୟାରୀରେ ଡବ୍ଲ୍ୟୁଏଚ୍ଓ କୋଭିଡ୍-୧୯କୁ ବୈଶ୍ୱିକ ମହାମାରୀ ଭାବେ ଘୋଷଣା କରିଥିଲା। କରୋନା ମୁକାବିଲା ପାଇଁ ଟିକା ଏକମାତ୍ର ଅସ୍ତ୍ର ପାଲଟିଛି। କାରଣ ଏହାକୁ ସମ୍ପୂର୍ଣ୍ଣ ଭଲ କରିବାର ଉପାୟ ଏବେ ସୁଦ୍ଧା ବୈଜ୍ଞାନିକମାନେ ଖୋଜି ବାହାର କରିପାରି ନାହାନ୍ତି। ଆମେରିକା,ବ୍ରିଟେନ୍ ଭଳି ଅନେକ ଦେଶ ବର୍ତ୍ତମାନ କୋଭିଡ୍ ସହିତ ଜିଇବା ଆରମ୍ଭ କରିଦେଇଛନ୍ତି। ଅନ୍ୟପକ୍ଷେ ଗୁଡ଼ିଏ ଦେଶରେ କରୋନା ଟିକା ଅଦ୍ୟାବଧି ଉପଲବ୍ଧ ହୋଇପାରି ନାହିଁ। କରୋନାକୁ ସଂକ୍ରମଣକୁ ସମ୍ପୂର୍ଣ୍ଣ ଦୂର କରିବା ପାଇଁ ୧୦ ବର୍ଷରୁ ଊର୍ଦ୍ଧ୍ୱ ସମୟ ଲାଗିବ। ଅନେକ ସମୟରେ ନୂଆ ମହାମାରୀର ଆଗମନରେ ହିଁ ପୂର୍ବ ମହାମାରୀ ଶେଷ ହୋଇଯାଏ ବୋଲି ଡବ୍ଲ୍ୟୁଏଚ୍ଓ ପକ୍ଷରୁ କୁହାଯାଇଛି।
Shakespeare, in the beautiful garden, among the party. Some of the hall: in fact she was ever to.
ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲାରେ ଆମ ଆଦମୀ ପାର୍ଟି ସାଂସଦ ସଞ୍ଜୟ ସିଂଙ୍କୁ ପ୍ରବର୍ତନ ନିର୍ଦ୍ଦେଶାଳୟ ଗିରଫ କରିଛି। ଗିରଫ ପୂର୍ବରୁ ଆପ ସାଂସଦଙ୍କ ସହ ଘନିଷ୍ଟ ଅନ୍ୟମାନଙ୍କ ବାସଭବନରେ ମଧ୍ୟ ଚଢାଉ କରିଥିଲା ।
ଆଗକୁ ବିଧାନସଭା ନିର୍ବାଚନ। ଏଥିପାଇଁ ପ୍ରସ୍ତୁତି ତିନି ଦଳ। କିଏ କାହା ଉପରେ ଦୋଷାରୋପ କରୁଛି ତ କିଏ କାହା କାମର ବାହାବାନେଇ ଏ ନିର୍ବାଚନ ପାରି ହେବାକୁ ନିଜକୁ ପ୍ରସ୍ତୁତ କରୁଛି ତେବେ ଏଥିମଧ୍ୟରେ ପୁଣି ଦୁଇ ବିଜେଡ଼ି ନେତାଙ୍କୁ ଦଳରୁ ବହିଷ୍କାର କଲେ ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ।
ପଶ୍ଚିମବଙ୍ଗର ପଶ୍ଚିମ ଭାଗରେ ସକ୍ରିୟ ରହିଥିବା ଲଘୁଚାପର ପ୍ରଭାବ ରାଜ୍ୟ ଉପରୁ କମୁଥିବାରୁ ବର୍ଷାର ପରିମାଣ ଧୀରେ ଧୀରେ କମିବ।