Loading...

ଅର୍ଚ୍ଚନା ନାଗ ମାମଲାରେ ଶ୍ରଦ୍ଧାଞ୍ଜଳିଙ୍କୁ ମିଳିବନି ଅନ୍ତରୀଣ ସୁରକ୍ଷା

ଅର୍ଚ୍ଚନା ନାଗ ମାମଲାରେ ଶ୍ରଦ୍ଧାଞ୍ଜଳିଙ୍କୁ ମିଳିବନି ଅନ୍ତରୀଣ ସୁରକ୍ଷା

ଶ୍ରଦ୍ଧାଞ୍ଜଳିଙ୍କୁ ହାଇକୋର୍ଟରୁ ଝଟକା । ଅନ୍ତରୀଣ ସୁରକ୍ଷା ଦେବାକୁ ମନାକଲେ କୋର୍ଟ । କୋର୍ଟରେ ଆଗୁଆ ଜାମିନ ଆବେଦନ କରିଥିଲେ ଶ୍ରଦ୍ଧାଞ୍ଜଳି ।

ଶ୍ରଦ୍ଧାଞ୍ଜଳିଙ୍କୁ ହାଇକୋର୍ଟରୁ ଝଟକା । ଅନ୍ତରୀଣ ସୁରକ୍ଷା ଦେବାକୁ ମନାକଲେ କୋର୍ଟ । କୋର୍ଟରେ ଆଗୁଆ ଜାମିନ ଆବେଦନ କରିଥିଲେ ଶ୍ରଦ୍ଧାଞ୍ଜଳି । ସେପଟେ ତଦନ୍ତରେ ଇଡିକୁ ସହଯୋଗ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ । ଇଡି ପକ୍ଷରୁ କୁହାଯାଇଥିଲା ଯେ ସେ ତଦନ୍ତରେ ସହଯୋଗ କରୁନାହାନ୍ତି ।  

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.