Loading...

ଆଜିଠୁ ୧୨ରୁ ୧୪ ବର୍ଷର ପିଲାଙ୍କୁ ଟିକାକରଣ, ଅନଲାଇନ୍ ଓ ଅଫ୍ ଲାଇନ୍‌ରେ କରିପାରିବେ ରେଜିଷ୍ଟ୍ରେସନ

ଆଜିଠୁ ୧୨ରୁ ୧୪ ବର୍ଷର ପିଲାଙ୍କୁ ଟିକାକରଣ, ଅନଲାଇନ୍ ଓ ଅଫ୍ ଲାଇନ୍‌ରେ କରିପାରିବେ ରେଜିଷ୍ଟ୍ରେସନ

ଆଜିଠୁ ୧୨ରୁ ୧୪ ବର୍ଷର ପିଲାଙ୍କୁ ଦିଆଯିବ କରୋନା ଟିକା। ଯେଉଁ ପିଲାମାନେ ୨୦୧୦ ମାର୍ଚ୍ଚ ୧୫ ପୂର୍ବରୁ ଜନ୍ମ ହୋଇଥିବେ ସେମାନଙ୍କୁ ହିଁ ଟିକା ଦିଆଯିବ ।

ଆଜିଠୁ ୧୨ରୁ ୧୪ ବର୍ଷର ପିଲାଙ୍କୁ ଦିଆଯିବ କରୋନା ଟିକା। ଯେଉଁ ପିଲାମାନେ ୨୦୧୦ ମାର୍ଚ୍ଚ ୧୫ ପୂର୍ବରୁ ଜନ୍ମ ହୋଇଥିବେ ସେମାନଙ୍କୁ ହିଁ ଟିକା ଦିଆଯିବ । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ସଚିବ ରାଜେଶ ଭୂଷଣ ସମସ୍ତ ରାଜ୍ୟର ମୁଖ୍ୟ ଶାସନ ସଚିବଙ୍କୁ ଚିଠି ଲେଖିଛନ୍ତି।

ତେବେ ଟିକା ନେବା ଲାଗି ଜନ୍ମ ପ୍ରମାଣପତ୍ର ଦେଖାଇବାକୁ ପଡ଼ିବ । ୧୨ରୁ ୧୪ ବର୍ଷର ପିଲାମାନଙ୍କୁ କେବଳ କୋର୍ବେଭାକ୍ସ ଟିକା ଦିଆଯିବ । ୨୮ ଦିନ ବ୍ୟବଧାନରେ ଦୁଇଟି ଡୋଜ ଦିଆଯିବ । ପୂର୍ବରୁ ଯେଉଁ ନିୟମାବଳୀ ଆଧାରରେ ଟିକାକରଣ ହେଉଥିଲା, ଏ ବର୍ଗଙ୍କ ଲାଗି ମଧ୍ୟ ସମାନ ନିୟମ ରହିବ । ଉଭୟ ଅନଲାଇନ ଓ ଅଫଲାଇନ ପଞ୍ଜିକରଣ ଜରିଆରେ ଟିକା ଦିଆଯିବ । ସ୍କୁଲଗୁଡ଼ିକରେ ଟିକାକରଣକୁ ତ୍ୱରାନ୍ୱିତ କରାଯିବ । ଟିକାକରଣରେ ଶିକ୍ଷକମାନେ ସହଯୋଗ କରିବେ ।

 

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.