ଆଜିଠୁ ଜୁନ ୬ ଯାଏଁ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
Loading...
ଆସନ୍ତାକାଲି ସରୁଛି କଟକ ବାଲିଯାତ୍ରା । ଲୋକଙ୍କ ଆଗ୍ରହକୁ ଦେଖି ଆଉ ଦୁଇ ଦିନ ବଢାଇବାକୁ ରକାରଙ୍କୁ ପ୍ରସ୍ତାବ ଦେଇଛି ସିଏମସି । ଗତକାଲି ବାଲିଯାତ୍ରା ପଡିଆରେ ହୋଇଥିବା ସିଏମସି ବୈଠକରେ ଆଲୋଚନା ପରେ ବିଧିବଦ୍ଧ ଭାବେ ପ୍ରସ୍ତାବ ଦେଇ ଚିଠି ଲେଖାଯାଇଛି ।
ଆସନ୍ତାକାଲି ସରୁଛି କଟକ ବାଲିଯାତ୍ରା । ଲୋକଙ୍କ ଆଗ୍ରହକୁ ଦେଖି ଆଉ ଦୁଇ ଦିନ ବଢାଇବାକୁ ରକାରଙ୍କୁ ପ୍ରସ୍ତାବ ଦେଇଛି ସିଏମସି । ଗତକାଲି ବାଲିଯାତ୍ରା ପଡିଆରେ ହୋଇଥିବା ସିଏମସି ବୈଠକରେ ଆଲୋଚନା ପରେ ବିଧିବଦ୍ଧ ଭାବେ ପ୍ରସ୍ତାବ ଦେଇ ଚିଠି ଲେଖାଯାଇଛି । ଫଳରେ ବାଲିଯାତ୍ରା ଆଉ ଦୁଇଦିନ ବଢିବା ନେଇ ଆଶା ସଂଚାର ହୋଇଛି । ଯଦି ବାଲିଯାତ୍ରାର ଅବଦ୍ଧି ଆଉ ଦୁଇ ଦିନ ବୃଦ୍ଧି ହୁଏ ବୁଧବାର ବଦଳରେ ଶୁକ୍ରବାର ଯାଏଁ ମେଳା ଜମିବ ।ଏ ନେଇ ପ୍ରାଥମିକ ଆଲୋଚନା କରିଥିବା ସୂଚନା ଦେଇଛନ୍ତି ସିଏମସି ମେୟର ସୁବାସ ସିଂ । ରବିବାର ବାଲିଯାତ୍ରାରେ ସର୍ବକାଳୀନ ରେକର୍ଡ଼ ସଂଖ୍ୟକ ଦର୍ଶକଙ୍କ ଭିଡ଼ ଜମିଥିଲା । ୧୫ ଲକ୍ଷରୁ ଅଧିକ ଲୋକ ମେଳା ବୁଲିଥିଲେ । ସେହିପରି ସୋମବାର ପ୍ରାୟ ୫ ଲକ୍ଷ ଲୋକ ଯାତ୍ରା ବୁଲିଛନ୍ତି । ତେଣୁ ଲୋକଙ୍କ ଆଗ୍ରହକୁ ଦୃଷ୍ଟିରେ ରଖି ଆଉ ଦୁଇ ଦିନ ବୃଦ୍ଧି ପାଇଁ ଦାବି କରାଯାଉଛି । ଏହାଦ୍ୱାରା ବ୍ୟବସୟୀଙ୍କ ବ୍ୟବସାୟ ବଢିବା ସହ ଲୋକମାନେ ମଧ୍ୟ ଯାତ୍ରାର ମଜାନେଇପାରିବେ ।
Shakespeare, in the beautiful garden, among the party. Some of the hall: in fact she was ever to.
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
ବରଯାତ୍ରୀ ସହ ବାଜା, ରୋଷଣି ନେଇ ବର ବେଶରେ ବାହାରିବେ ମହାପ୍ରଭୁ। କେଦାରଗୌରୀ ମନ୍ଦିରରେ ମା’ ପାର୍ବତୀଙ୍କ ସହ ପ୍ରଭୁ ଲିଙ୍ଗରାଜଙ୍କ ହାତଗଣ୍ଠି ପଡ଼ିବ। ଏନେଇ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ।
ପଞ୍ଚମ ଆଇପିଏଲ୍ ଟ୍ରଫିଠାରୁ ମହେନ୍ଦ୍ର ସିଂହ ଧୋନିଙ୍କ ଦଳ ଆଉ ମାତ୍ର ଗୋଟିଏ ବିଜୟ ଦୂରରେ ରହିଛି। ଗୁଜରାଟ ଟାଇଟନ୍ସକୁ ୧୫ ରନ୍ରେ ପରାସ୍ତ କରି ଚେନ୍ନାଇ ସୁପର୍ କିଙ୍ଗ୍ସ ସିଧାସଳଖ ଫାଇନାଲ୍ରେ ପ୍ରବେଶ କରିଛି ଧୋନୀ ବାହିନୀ।