ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକ ଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ଦର୍ଶନ
ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବନକଲାଗି ନୀତି । ଆଶ୍ବିନ କୃଷ୍ଣ ପକ୍ଷ ଷଷ୍ଠୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ ।
Loading...
ଆଲୋକ ମାଳାରେ ସଜେଇ ହୋଇଛି କଟକ ନେତାଜୀ ବସ ଟର୍ମିନାଲ । ଆଜି ଅପରାହ୍ନରେ ୯୦ କୋଟି ଟଙ୍କା ବ୍ୟୟରେ ନିର୍ମିତ ରାଜ୍ୟର ଏହି ଅତ୍ୟାଧୁନିକ ବସ୍ ଟର୍ମିନାଲକୁ ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ଲୋକାର୍ପିତ କରିବେମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ.
ଆଲୋକ ମାଳାରେ ସଜେଇ ହୋଇଛି କଟକ ନେତାଜୀ ବସ ଟର୍ମିନାଲ । ଆଜି ଅପରାହ୍ନରେ ୯୦ କୋଟି ଟଙ୍କା ବ୍ୟୟରେ ନିର୍ମିତ ରାଜ୍ୟର ଏହି ଅତ୍ୟାଧୁନିକ ବସ୍ ଟର୍ମିନାଲକୁ ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ଲୋକାର୍ପିତ କରିବେମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ. ଉଦଘାଟନୀ ଉତ୍ସବ ପାଇଁ ବସ ଟର୍ମିନାଲ ପରିସରରେ ସବୁ ପ୍ରକାର ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି । ମୋଟ ୧୬ ଏକର ଜମିରେ ୮୪ କୋଟିରୁ ଅଧିକ ଟଙ୍କା ବ୍ୟୟରେ ନିର୍ମାଣ ହୋଇଛି ନେତାଜୀ ବସ ଟର୍ମିନାଲ । ଏଥିରେ ବସ ରହଣୀସ୍ଥଳଠୁ ଆରମ୍ଭ କରି ଯାତ୍ରୀଙ୍କ ବିଶ୍ରାମସ୍ଥଳୀ ଯାଏଁ ଅତ୍ୟାଧୁନିକ ସୁବିଧା ସୁଯୋଗ ରହିଛି ।ଗତ ୫୧ ବର୍ଷ ଧରି ରାଜ୍ୟରେ ଯାତ୍ରୀ ପରିବହନ କ୍ଷେତ୍ରର କେନ୍ଦ୍ରରେ ରହିଆସିଥିବା ବାଦାମବାଡ଼ି ବସ୍ଷ୍ଟାଣ୍ଡ ଇତିହାସ ହୋଇଯିବ ।
ସୂଚନାନୁସାରେ, ନୂଆ ବସ୍ ଟର୍ମିନାଲର ଆହୁରି ଅନେକ କାମ ବାକି ଥିବା ବେଳେ ଏହାକୁ ସଂଯୋଗ କରୁଥିବା ରାସ୍ତା କାମ ମଧ୍ୟ ସମ୍ପୂର୍ଣ୍ଣ ଭାବେ ଶେଷ ହୋଇନି। ତେଣୁ ସମ୍ପୂର୍ଣ୍ଣ କାର୍ଯ୍ୟକ୍ଷମ ହେବାକୁ ଆହୁରି ସମୟ ଲାଗିବ ବୋଲି ସୂଚନା ରହିଛି । ବସ ଟର୍ମିନାଲ ସହ ସହରରେ ନିର୍ମିତ ହୋଇଥିବା ଓ ହେବାକୁ ଯାଉଥିବା ୧୨ଟି ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ।
Shakespeare, in the beautiful garden, among the party. Some of the hall: in fact she was ever to.
ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବନକଲାଗି ନୀତି । ଆଶ୍ବିନ କୃଷ୍ଣ ପକ୍ଷ ଷଷ୍ଠୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ ।
ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲାରେ ଆମ ଆଦମୀ ପାର୍ଟି ସାଂସଦ ସଞ୍ଜୟ ସିଂଙ୍କୁ ପ୍ରବର୍ତନ ନିର୍ଦ୍ଦେଶାଳୟ ଗିରଫ କରିଛି। ଗିରଫ ପୂର୍ବରୁ ଆପ ସାଂସଦଙ୍କ ସହ ଘନିଷ୍ଟ ଅନ୍ୟମାନଙ୍କ ବାସଭବନରେ ମଧ୍ୟ ଚଢାଉ କରିଥିଲା ।
ଆଗକୁ ବିଧାନସଭା ନିର୍ବାଚନ। ଏଥିପାଇଁ ପ୍ରସ୍ତୁତି ତିନି ଦଳ। କିଏ କାହା ଉପରେ ଦୋଷାରୋପ କରୁଛି ତ କିଏ କାହା କାମର ବାହାବାନେଇ ଏ ନିର୍ବାଚନ ପାରି ହେବାକୁ ନିଜକୁ ପ୍ରସ୍ତୁତ କରୁଛି ତେବେ ଏଥିମଧ୍ୟରେ ପୁଣି ଦୁଇ ବିଜେଡ଼ି ନେତାଙ୍କୁ ଦଳରୁ ବହିଷ୍କାର କଲେ ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ।