ଆଜିଠୁ ଜୁନ ୬ ଯାଏଁ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
Loading...
ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ବାତ୍ୟା ସମ୍ଭାବନା । ଗତକାଲିର ଘୁର୍ଣ୍ଣିବଳୟ ଆଜି ସକାଳ ୮.୩୦ ପାଖାପାଖି ଉତ୍ତର-ଆଣ୍ଡାମାନ ସାଗର ଏବଂ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିବ ସହ ବାୟୁମଣ୍ଡଳର ୫.୮ କିମି ଯାଏଁ ବ୍ୟାପିଛି |
ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ବାତ୍ୟା ସମ୍ଭାବନା । ଗତକାଲିର ଘୁର୍ଣ୍ଣିବଳୟ ଆଜି ସକାଳ ୮.୩୦ ପାଖାପାଖି ଉତ୍ତର-ଆଣ୍ଡାମାନ ସାଗର ଏବଂ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିବ ସହ ବାୟୁମଣ୍ଡଳର ୫.୮ କିମି ଯାଏଁ ବ୍ୟାପିଛି | ଏହି ଘୁର୍ଣ୍ଣିବଳୟ ପ୍ରଭାବରେ ଆଗାମୀ ୪୮ ଘଣ୍ଟା ମଧ୍ୟରେ ଦକ୍ଷିଣ-ପୂର୍ବ ପାର୍ଶ୍ଵବର୍ତ୍ତୀ ପୁର୍ବକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟିହେବାର ସମ୍ଭାବନା ରହିଛି । ଏହା ପରବର୍ତ୍ତୀ ସମୟରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତିକରିବା ସହ ୨୨ ତାରିଖ ବେଳକୁ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଅବପାତ ରେ ପରିଣତ ହେବାର ସମ୍ଭାବନା ରହିଛି । ଏଥି ସହ ପରବର୍ତ୍ତୀ ସମୟରେ ଆହୁରି ଘନୀଭୂତ ହୋଇ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଗୋଟିଏ ବାତ୍ୟାର ରୂପ ନେବାର ସମ୍ଭାବନା ରହିଛି ।
Shakespeare, in the beautiful garden, among the party. Some of the hall: in fact she was ever to.
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
ବରଯାତ୍ରୀ ସହ ବାଜା, ରୋଷଣି ନେଇ ବର ବେଶରେ ବାହାରିବେ ମହାପ୍ରଭୁ। କେଦାରଗୌରୀ ମନ୍ଦିରରେ ମା’ ପାର୍ବତୀଙ୍କ ସହ ପ୍ରଭୁ ଲିଙ୍ଗରାଜଙ୍କ ହାତଗଣ୍ଠି ପଡ଼ିବ। ଏନେଇ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ।
ପଞ୍ଚମ ଆଇପିଏଲ୍ ଟ୍ରଫିଠାରୁ ମହେନ୍ଦ୍ର ସିଂହ ଧୋନିଙ୍କ ଦଳ ଆଉ ମାତ୍ର ଗୋଟିଏ ବିଜୟ ଦୂରରେ ରହିଛି। ଗୁଜରାଟ ଟାଇଟନ୍ସକୁ ୧୫ ରନ୍ରେ ପରାସ୍ତ କରି ଚେନ୍ନାଇ ସୁପର୍ କିଙ୍ଗ୍ସ ସିଧାସଳଖ ଫାଇନାଲ୍ରେ ପ୍ରବେଶ କରିଛି ଧୋନୀ ବାହିନୀ।