Loading...

ବାତ୍ୟା ‘ମାଣ୍ଡୋସ୍’: ତାମିଲନାଡ଼ୁ ଓ ଆନ୍ଧ୍ର ଉପକୂଳରେ ପ୍ରବଳ ବର୍ଷା

ବାତ୍ୟା ‘ମାଣ୍ଡୋସ୍’: ତାମିଲନାଡ଼ୁ ଓ ଆନ୍ଧ୍ର ଉପକୂଳରେ ପ୍ରବଳ ବର୍ଷା

ବଙ୍ଗୋପସାଗରରେ ଲଘୁଚାପ ଘନୀଭୂତ ହୋଇ ତାମିଲନାଡ଼ୁ ଓ ଆନ୍ଧ୍ର ଉପକୂଳରେ ପ୍ରବଳ ବର୍ଷା ହେବାରେ ଲାଗିଛି। ଗୁରୁବାର ଏହା ଅଧିକ ଘନୀଭୂତ ହୋଇ ବାତ୍ୟାର ରୂପ ନେଇପାରେ ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ କୁହାଯାଇଛି।

ବଙ୍ଗୋପସାଗରରେ ଲଘୁଚାପ ଘନୀଭୂତ ହୋଇ ତାମିଲନାଡ଼ୁ ଓ ଆନ୍ଧ୍ର ଉପକୂଳରେ ପ୍ରବଳ ବର୍ଷା ହେବାରେ ଲାଗିଛି। ଗୁରୁବାର ଏହା ଅଧିକ ଘନୀଭୂତ ହୋଇ ବାତ୍ୟାର ରୂପ ନେଇପାରେ ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ କୁହାଯାଇଛି।ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ ଆଗାମୀ ତିନିଦିନ ଭିତରେ ଆନ୍ଧ୍ରପ୍ରଦେଶ ଦକ୍ଷିଣ ଉପକୂଳର କେତୋକାଂଶ, ତାମିଲନାଡ଼ୁ ଓ ପୁଡ଼ୁଚେରୀରେ ମଧ୍ୟମରୁ ଅତି ପ୍ରବଳ ବର୍ଷା ହେବ। ବୁଧବାର ରାତିରୁ ଲଘୁଚାପ ଅଧିକ ଘନୀଭୂତ ହେବ ଏବଂ ତାହା କ୍ରମେ ବାତ୍ୟାର ରୂପ ନେଇପାରେ। 

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.