ଅଯୋଧ୍ୟାରେ ପହଞ୍ଚିଲା ପ୍ରଭୁ ରାମ ଓ ଦେବୀ ଜାନକୀଙ୍କ ପ୍ରତିମା ପ୍ରସ୍ତୁତି ପାଇଁ ଶାଳଗ୍ରାମ ଶିଳାଖଣ୍ଡ
ନେପାଳର ମୁସ୍ତାଙ୍ଗ ଜିଲ୍ଲା ଅନ୍ତର୍ଗତ ଶାଳିଗ୍ରାମ ଅଥବା ମୁକ୍ତିନାଥ ନିକଟରେ ପ୍ରବାହିତ ଗଣ୍ଡକୀ ନଦୀରୁ ଉକ୍ତ ଶିଳା ଦୁଇଟିକୁ ସଂଗ୍ରହ କରାଯାଇଛି ବୋଲି ସେମାନେ କହିଛନ୍ତି।
Loading...
ବଙ୍ଗୋପସାଗରରେ ଲଘୁଚାପ ଘନୀଭୂତ ହୋଇ ତାମିଲନାଡ଼ୁ ଓ ଆନ୍ଧ୍ର ଉପକୂଳରେ ପ୍ରବଳ ବର୍ଷା ହେବାରେ ଲାଗିଛି। ଗୁରୁବାର ଏହା ଅଧିକ ଘନୀଭୂତ ହୋଇ ବାତ୍ୟାର ରୂପ ନେଇପାରେ ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମ୍ଡି) ପକ୍ଷରୁ କୁହାଯାଇଛି।
ବଙ୍ଗୋପସାଗରରେ ଲଘୁଚାପ ଘନୀଭୂତ ହୋଇ ତାମିଲନାଡ଼ୁ ଓ ଆନ୍ଧ୍ର ଉପକୂଳରେ ପ୍ରବଳ ବର୍ଷା ହେବାରେ ଲାଗିଛି। ଗୁରୁବାର ଏହା ଅଧିକ ଘନୀଭୂତ ହୋଇ ବାତ୍ୟାର ରୂପ ନେଇପାରେ ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମ୍ଡି) ପକ୍ଷରୁ କୁହାଯାଇଛି।ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ ଆଗାମୀ ତିନିଦିନ ଭିତରେ ଆନ୍ଧ୍ରପ୍ରଦେଶ ଦକ୍ଷିଣ ଉପକୂଳର କେତୋକାଂଶ, ତାମିଲନାଡ଼ୁ ଓ ପୁଡ଼ୁଚେରୀରେ ମଧ୍ୟମରୁ ଅତି ପ୍ରବଳ ବର୍ଷା ହେବ। ବୁଧବାର ରାତିରୁ ଲଘୁଚାପ ଅଧିକ ଘନୀଭୂତ ହେବ ଏବଂ ତାହା କ୍ରମେ ବାତ୍ୟାର ରୂପ ନେଇପାରେ।
Shakespeare, in the beautiful garden, among the party. Some of the hall: in fact she was ever to.
ନେପାଳର ମୁସ୍ତାଙ୍ଗ ଜିଲ୍ଲା ଅନ୍ତର୍ଗତ ଶାଳିଗ୍ରାମ ଅଥବା ମୁକ୍ତିନାଥ ନିକଟରେ ପ୍ରବାହିତ ଗଣ୍ଡକୀ ନଦୀରୁ ଉକ୍ତ ଶିଳା ଦୁଇଟିକୁ ସଂଗ୍ରହ କରାଯାଇଛି ବୋଲି ସେମାନେ କହିଛନ୍ତି।
ଫେବ୍ରୁଆରୀ ୨୧ରୁ ଆରମ୍ଭ ହେବ ବିଧାନସଭାର ବଜେଟ୍ ଅଧିବେଶନ । ଯାହା ମାର୍ଚ୍ଚ ୧ ପ୍ରଥମ ପର୍ଯ୍ୟାୟ ଅଧିବେଶନ ଚାଲିବ ।
ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କେନ୍ଦ୍ର ବଜେଟ୍ ୨୦୨୩କୁ ନେଇ ନରେନ୍ଦ୍ର ମୋଦୀ ସରକାର ଉପରେ ଆକ୍ରମଣ କରିଛନ୍ତି। ଆଗାମୀ ଲୋକସଭା ନିର୍ବାଚନ ସହିତ ବଜେଟ୍ ୨୦୨୩କୁ ଯୋଡି ମମତା ସରକାରଙ୍କୁ ଟାର୍ଗେଟ କରିଛନ୍ତି।