ଆଜିଠୁ ଜୁନ ୬ ଯାଏଁ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
Loading...
ଓଡ଼ିଶା ଦେଖିବ ଆଉ ଏକ ମହାବାତ୍ୟା । ଆସନ୍ତା ଅକ୍ଟୋବର ୨୫ ତାରିଖ ସୁଦ୍ଧା ବଙ୍ଗୋପସାଗରେ ମହାବାତ୍ୟା ସୃଷ୍ଟି ହେବାର ସମ୍ଭାବନା ଦେଖାଦେଇଛି । ଅକ୍ଟୋବର ୧୮ରୁ ୨୫ ତାରିଖ ମଧ୍ୟରେ ବଙ୍ଗୋପସାଗରେ ସୁପର ସାଇକ୍ଲୋନ ସୃଷ୍ଟି ହେବା ନେଇ ଆମେରିକାର ପାଣିପାଗ ପୂର୍ବାନୁମାନ ସଂସ୍ଥଶ ଗ୍ଲୋବାଲ ଫରକାଷ୍ଟ ସିଷ୍ଟମ ତଥା ଜିଏଫଏସର ପୂର୍ବାନୁମାନ କରିଛି ।
ଓଡ଼ିଶା ଦେଖିବ ଆଉ ଏକ ମହାବାତ୍ୟା । ଆସନ୍ତା ଅକ୍ଟୋବର ୨୫ ତାରିଖ ସୁଦ୍ଧା ବଙ୍ଗୋପସାଗରେ ମହାବାତ୍ୟା ସୃଷ୍ଟି ହେବାର ସମ୍ଭାବନା ଦେଖାଦେଇଛି । ଅକ୍ଟୋବର ୧୮ରୁ ୨୫ ତାରିଖ ମଧ୍ୟରେ ବଙ୍ଗୋପସାଗରେ ସୁପର ସାଇକ୍ଲୋନ ସୃଷ୍ଟି ହେବା ନେଇ ଆମେରିକାର ପାଣିପାଗ ପୂର୍ବାନୁମାନ ସଂସ୍ଥଶ ଗ୍ଲୋବାଲ ଫରକାଷ୍ଟ ସିଷ୍ଟମ ତଥା ଜିଏଫଏସର ପୂର୍ବାନୁମାନ କରିଛି । ଜିଏଫଏସର ସୂଚନା ମୁତାବକ ଆସନ୍ତା ଅକ୍ଟୋବର ୧୭ରେ ବଙ୍ଗୋପସାଗରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ଯାହା ୧୮ ତାରିଖ ସୁଦ୍ଧା ସାଇକ୍ଲୋନିକ୍ ଝଡ଼ ସୃଷ୍ଟି କରିବାର ସମ୍ଭାବନା ରହିଥିବା ନେଇ ଜଳବାୟୁ ଏବଂ ପାଣିପାଗ ଗବେଷକ ମୋସ୍ତାଫା କମଲ ପଲାସ କହିଛନ୍ତି ।ଆସୁଥିବା ଏହି ବାତ୍ୟାର ନାମ ‘ସିତାରଙ୍ଗ’ ରଖାଯାଇଛି । ଏହା ବାତ୍ୟା ମହାବତ୍ୟାର ରୂପ ନେଇପାରେ ବୋଲି ଗବେଷକ ପଲାସ କହିଛନ୍ତିି । ବାଙ୍ଗଲାଦେଶର ସୁନ୍ଦରବନ ଉପକୂଳ ଏବଂ ପଶ୍ଚିମ ପଶ୍ଚିମବଙ୍ଗର ଲ୍ୟାଣ୍ଡଫଲ କରିବା ନେଇ ପୂର୍ବାନୁମାନ କରାଯାଇଛି । ସମ୍ଭାବିତ ଶକ୍ତିଶାଳୀ ବ୍ୟାତ୍ୟା ଆନ୍ଧ୍ରପ୍ରଦେଶ ଉପକୂଳରୁ ବାଙ୍ଗଲାଦେଶ ଏବଂ ପଶ୍ଚିମବଙ୍ଗର ସୁନ୍ଦରବନ ଉପକୂଳ ମଧ୍ୟରେ ସ୍ଥଳଭାଗ ଛୁଇଁବ ବୋଲି ଆକଳନ କରାଯାଇଛି । ମହାବାତ୍ୟା ହେଲେ ଘଣ୍ଟା ପ୍ରତି ୨୨୦ରୁ ୨୫୦ କିଲୋମିଟର ବେଗରେ ପବନ ବହିବ ବୋଲି ଆକଳନ କରାଯାଇଛି । ତେବେ ସବୁଠୁ ବଡ଼ କଥା ହେଉଛି ବାତ୍ୟା ସମୟରେ ସମୁଦ୍ରରେ ୧୫ରୁ ୨୦ ଫୁଟ ଉଚ୍ଚତାର ଜୁଆର ଆସିବାର ସମ୍ଭାବନା ରହିଛି ।
Shakespeare, in the beautiful garden, among the party. Some of the hall: in fact she was ever to.
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
ବରଯାତ୍ରୀ ସହ ବାଜା, ରୋଷଣି ନେଇ ବର ବେଶରେ ବାହାରିବେ ମହାପ୍ରଭୁ। କେଦାରଗୌରୀ ମନ୍ଦିରରେ ମା’ ପାର୍ବତୀଙ୍କ ସହ ପ୍ରଭୁ ଲିଙ୍ଗରାଜଙ୍କ ହାତଗଣ୍ଠି ପଡ଼ିବ। ଏନେଇ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ।
ପଞ୍ଚମ ଆଇପିଏଲ୍ ଟ୍ରଫିଠାରୁ ମହେନ୍ଦ୍ର ସିଂହ ଧୋନିଙ୍କ ଦଳ ଆଉ ମାତ୍ର ଗୋଟିଏ ବିଜୟ ଦୂରରେ ରହିଛି। ଗୁଜରାଟ ଟାଇଟନ୍ସକୁ ୧୫ ରନ୍ରେ ପରାସ୍ତ କରି ଚେନ୍ନାଇ ସୁପର୍ କିଙ୍ଗ୍ସ ସିଧାସଳଖ ଫାଇନାଲ୍ରେ ପ୍ରବେଶ କରିଛି ଧୋନୀ ବାହିନୀ।