୩ ମାସ ବଢିଲା ମାଗଣାରେ ଆଧାର ବିବରଣୀ ଅପ୍ଡେଟ୍
ଯେଉଁମାନଙ୍କ ପାଖରେ ୧୦ ବର୍ଷରୁ ଅଧିକ ପୁରୁଣା ଆଧାର କାର୍ଡ ରହିଛି ତାହାର ବିବରଣୀକୁ ଅପ୍ଡେଟ୍ କରାଇବା ଲାଗି ୟୁଆଇଡିଏଆଇ ପକ୍ଷରୁ ଲୋକମାନଙ୍କୁ ଆହ୍ବାନ ଦିଆଯାଇଛି।
Loading...
ସୃଷ୍ଟି ହେଲା ଘୂର୍ଣ୍ଣିବଳୟ । ଆଜି ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି ।
ସୃଷ୍ଟି ହେଲା ଘୂର୍ଣ୍ଣିବଳୟ । ଆଜି ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ପ୍ରଭାବରେ ଦକ୍ଷିଣ-ପୂର୍ବ ପାର୍ଶ୍ଵବର୍ତ୍ତୀ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ୨୦ତାରିଖ ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ପଶ୍ଚିମକେନ୍ଦ୍ରୀୟ ଏବଂ ପାର୍ଶ୍ଵବର୍ତ୍ତୀ ଦକ୍ଷିଣପଶ୍ଚିମ ବଙ୍ଗୋପସାଗର ଆଡକୁ ଗତିକରିବା ସହ ଲଘୁଚାପ ସୃଷ୍ଟିର ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଛି। ତେବେ ଏହି ଲଘୁଚାପ ବାତ୍ୟାର ରୂପ ନେବ କି ନାହିଁ ସ୍ପଷ୍ଟ ହୋଇନି ।
Shakespeare, in the beautiful garden, among the party. Some of the hall: in fact she was ever to.
ଯେଉଁମାନଙ୍କ ପାଖରେ ୧୦ ବର୍ଷରୁ ଅଧିକ ପୁରୁଣା ଆଧାର କାର୍ଡ ରହିଛି ତାହାର ବିବରଣୀକୁ ଅପ୍ଡେଟ୍ କରାଇବା ଲାଗି ୟୁଆଇଡିଏଆଇ ପକ୍ଷରୁ ଲୋକମାନଙ୍କୁ ଆହ୍ବାନ ଦିଆଯାଇଛି।
‘ପ୍ରବର୍ତ୍ତନ ନିର୍ଦେଶାଳୟ’ ତରଫରୁ ‘ଇଣ୍ଟର୍ପୋଲ୍’ ଜାରି କରିଥିବା ‘ରେଡ୍ ନୋଟିସ୍’ ଆଧାରରେ ‘ମହାଦେବ ଅନ୍ଲାଇନ୍ ବେଟିଙ୍ଗ୍ ଆପ୍’ର ୨ଜଣ ମୁଖ୍ୟ ମାଲିକଙ୍କ ମଧ୍ୟରେ ଅନ୍ୟତମ ରବି ଉପ୍ପଲଙ୍କୁ ଦୁବାଇରେ ସ୍ଥାନୀୟ ପୁଲିସ ଅଟକ ରଖିଥିବା କଥା ଆଜି ସରକାରୀ ଅଧିକାରୀମାନେ କହିଛନ୍ତି।
ଧନୁ ସଂକ୍ରାନ୍ତିଠାରୁ ମକର ସଂକ୍ରାନ୍ତି ପର୍ଯ୍ୟନ୍ତ ପୌଷ ମାସ ଉପଲକ୍ଷେ ସର୍ବସାଧାରଣଙ୍କୁ ସକାଳୁ ମିଳିବ ଅବଢ଼ା। ଏହାସହ ମନ୍ଦିରରେ ଭୋର୍ ୫ଟାରେ ମଙ୍ଗଳ ଆଳତି, ସାଢ଼େ ୫ଟାରେ ହୋମ, ୬ଟାରେ ମହାସ୍ନାନ କରାଯାଇ ସକାଳ ୭ଟାରେ ସକାଳ ଧୂପ ସମାପନ ହେବାନେଇ ସୂଚନା ଦେଇଛି ପ୍ରଶାସନ।