ଚର୍ଚ୍ଚାରେ ଅଭିନେତା ତଥା ନିର୍ଦ୍ଦେଶକ ରିଷଭ ସେଟ୍ଟୀଙ୍କ କାନ୍ତାରା ଚାପ୍ଟର ୱାନର ପ୍ରଥମ ଟିଜର ରିଲିଜ
ଗତ ବର୍ଷ ସାଉଥ ସିନେମାର ଅନେକ ଚଳଚ୍ଚିତ୍ର ରେକର୍ଡ କରିଥିଲା। ଏଥିମଧ୍ୟରୁ ସୁପରଷ୍ଟାର ରିଷଭ ଶେଟ୍ଟୀଙ୍କ ବ୍ଲକ୍ବ୍ଲଷ୍ଟର ଫିଲ୍ମ ‘କାନ୍ତାରା’ ମଧ୍ୟ ରହିଛି।
Loading...
ଦାଦା ସାହେବ ଫାଲକେ ଇଣ୍ଟରନ୍ୟାସନାଲ ଫିଲ୍ମ ଫେଷ୍ଟିଭଲ ଆଓ୍ଵାର୍ଡ ଗତକାଲି ମାୟାନଗରୀ ମୁମ୍ବାଇରେ ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ଆଶା ପାରେଖ, ଲାରା ଦତ୍ତା, ରଣବୀର ସିଂ ସିଦ୍ଧାର୍ଥ ମାଲହୋତ୍ରା ଓ କିଆରା ଆଡଭାନୀଙ୍କ ସମେତ ବହୁ କଳାକାର ଯୋଗ ଦେଇଥିଲେ ।
ଦାଦା ସାହେବ ଫାଲକେ ଇଣ୍ଟରନ୍ୟାସନାଲ ଫିଲ୍ମ ଫେଷ୍ଟିଭଲ ଆଓ୍ଵାର୍ଡ ଗତକାଲି ମାୟାନଗରୀ ମୁମ୍ବାଇରେ ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ଆଶା ପାରେଖ, ଲାରା ଦତ୍ତା, ରଣବୀର ସିଂ ସିଦ୍ଧାର୍ଥ ମାଲହୋତ୍ରା ଓ କିଆରା ଆଡଭାନୀଙ୍କ ସମେତ ବହୁ କଳାକାର ଯୋଗ ଦେଇଥିଲେ । ଫିଲ୍ମ ଉତ୍ସବରେ ପୁଷ୍ପାର ଜଲୱା ମଧ୍ୟ ଦେଖିବାକୁ ମିଳିଥିଲା ।ଚଳିତବର୍ଷ ଦାଦାସାହେବ ଫାଲକେ ଇଣ୍ଟରନ୍ୟାସନାଲ ଫିଲ୍ମ ଫେଷ୍ଟିଭାଲ ଆଓ୍ଵାର୍ଡସ ୨୦୨୨ ବର୍ଷ ପାଇଁ ଭାରତୀୟ ସିନେମାରେ ସମୃଦ୍ଧି ଉତ୍ସବ ପାଳନ ଏବଂ ସ୍ୱାଧୀନତା ୭୫ ବର୍ଷ ପାଳନ କରାଯାଇଥିଲା। ଏହି ଆୱାର୍ଡରେ ଶେରସାହାକୁ ସର୍ବଶ୍ରେଷ୍ଠ ଫିଲ୍ମ ଆୱାର୍ଡ ମିଳିଥିବା ବେଳେ ରଣବୀର ସିଂଙ୍କୁ ଶ୍ରେଷ୍ଠ ଅଭିନେତା ଓ କ୍ରିତି ସାନନଙ୍କୁ ଶ୍ରେଷ୍ଠ ଅଭିନେତ୍ରୀ ଆୱାର୍ଡ ମିଳିଛି । ଶ୍ରେଷ୍ଠ ଫିଲ୍ମରେ ସର୍ଦ୍ଦାର ଉଦ୍ଧମକୁ ଆୱାର୍ଡ ମିଳିଛି ।
ମୁମ୍ବାଇର ତାଜ ଲ୍ୟାଡସ୍ ଏଣ୍ଡରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଅଭିନେତା ଆହନ ସେଟ୍ଟି, ସତିଶ କୌଶିକ ଓ ସନ୍ୟା ମାଲହୋତ୍ରା ବି ସାମିଲ ହୋଇଥିଲେ । ଲକି ଅଲି ତାଙ୍କର ସଦାବାହାର ଗୀତ ‘ଓ ସନମ’ରେ ଚମତ୍କାର ପରଫରମାନ୍ସ ଦେଇଥିଲେ । ଆଶା ପାରେଖଙ୍କୁ ଫିଲ୍ମ ଉଦ୍ଦ୍ୟୋଗରେ ସର୍ବୋତ୍କୃଷ୍ଟ ଅବଦାନ ପାଇଁ ଦାଦା ସାହେବ ଫାଲକେ ଆୱାର୍ଡରେ ସମ୍ମାନିତ କରାଯାଇଛି । ସେହିପରି ରଣବୀର ସିଂଙ୍କୁ ଫିଲ୍ମ ‘୮୩’ ପାଇଁ ଶ୍ରେଷ୍ଠ ଅଭିନେତା ଓ କ୍ରିତି ସାନନଙ୍କୁ ଫିଲ୍ମ ‘ମିମି’ ପାଇଁ ଶ୍ରେଷ୍ଠ ଅଭିନେତ୍ରୀ ଆୱାର୍ଡ ମିଳିଛି । ଶେରଶାହ ପାଇଁ କିଆରାକୁ ଶ୍ରେଷ୍ଠ କ୍ରିଟିକ୍ସ ପାଇଁ ଆୱାର୍ଡ ମଧ୍ୟ ମିଳିଛି । ଏହା ବ୍ୟତୀତ ସୁନୀଲ୍ ସେଟ୍ଟୀଙ୍କ ପୁଅ ଆହାନ ସେଟ୍ଟିଙ୍କୁ ଡେବ୍ୟୁ ପାଇଁ ମିଳିଛି ଆୱାର୍ଡ ।
Shakespeare, in the beautiful garden, among the party. Some of the hall: in fact she was ever to.
ଗତ ବର୍ଷ ସାଉଥ ସିନେମାର ଅନେକ ଚଳଚ୍ଚିତ୍ର ରେକର୍ଡ କରିଥିଲା। ଏଥିମଧ୍ୟରୁ ସୁପରଷ୍ଟାର ରିଷଭ ଶେଟ୍ଟୀଙ୍କ ବ୍ଲକ୍ବ୍ଲଷ୍ଟର ଫିଲ୍ମ ‘କାନ୍ତାରା’ ମଧ୍ୟ ରହିଛି।
ଡିସେମ୍ବର ୩୧ ସୁଦ୍ଧା ସରିବ ଟର୍ମିନାଲ କାମ। ନୂଆବର୍ଷରେ ନୂଆ ବସ ଟର୍ମିନାଲକୁ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଶୁକ୍ରବାର ଗ୍ରାଉଣ୍ଡକୁ ଯାଇ ନିର୍ମାଣ କାର୍ଯ୍ୟର ସ୍ଥିତି ପରଖିଛନ୍ତି 5T ଓ ନବୀନ ଓଡ଼ିଶା ଅଧ୍ୟକ୍ଷ ଭି. କେ ପାଣ୍ଡିଆନ ।
ଡିସେମ୍ବର ୧ ସୁଦ୍ଧା ପ୍ରାୟ ୯୭.୨୬% ୨ ହଜାର ଟଙ୍କିଆ ନୋଟ୍ ଫେରସ୍ତ ଆସିଯାଇଛି ।ଲୋକଙ୍କ ପାଖରେ ଏବେ ବି ୨୦୦୦ ଟଙ୍କିଆ ନୋଟ୍ ରହିଛି। ୨୦୨୩ ମେ ୧୯ ସୁଦ୍ଧା ପ୍ରଚଳନରେ ଥିବା ୨୦୦୦ ଟଙ୍କିଆ ନୋଟ୍ ମଧ୍ୟରୁ ୯୭.୨୬% ଫେରାଇ ଦିଆଯାଇଛି ବୋଲି ରିଜର୍ଭ ବ୍ୟାଙ୍କ ପକ୍ଷରୁ କୁହାଯାଇଛି।