ଆଜିଠୁ ଜୁନ ୬ ଯାଏଁ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
Loading...
ଆଜି କୋଲକାତାରୁ ଭୁବନେଶ୍ୱର ବାହାରିବ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରିୟ ଡାକୋଟା ବିମାନ । ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି । ଦୁଇଟି କଣ୍ଟେନରରେ ଲଦା ହୋଇ ଆସିବ ଡାକୋଟା ବିମାନର ବିଭିନ୍ନ ଯନ୍ତ୍ରାଂଶ । ବିମାନର ବିଭିନ୍ ଅଂଶକୁ କାଟି ଭଲ ଭାବରେ ପ୍ୟାକିଂ କରାଯାଇଛି ।
ଆଜି କୋଲକାତାରୁ ଭୁବନେଶ୍ୱର ବାହାରିବ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରିୟ ଡାକୋଟା ବିମାନ । ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି । ଦୁଇଟି କଣ୍ଟେନରରେ ଲଦା ହୋଇ ଆସିବ ଡାକୋଟା ବିମାନର ବିଭିନ୍ନ ଯନ୍ତ୍ରାଂଶ । ବିମାନର ବିଭିନ୍ ଅଂଶକୁ କାଟି ଭଲ ଭାବରେ ପ୍ୟାକିଂ କରାଯାଇଛି । ଅତି ପୁରୁଣା ବିମାନ ହୋଇଥିବାରୁ ଏହାର ସୁରକ୍ଷା ପାଇଁ ବିଶେଷ ଧ୍ୟାନ ଦିଆଯାଉଛି । କଣ୍ଟେନର ଜାତୀୟ ରାଜପଥରେ ଯେଭଳି ସୁରକ୍ଷିକ ଭାବରେ ଭୁବନେଶ୍ୱର ପହଞ୍ଚିବ ସେଥିପାଇଁ ବିଭିନ୍ନ ପ୍ରଶାସନ ପକ୍ଷରୁ ପଦକ୍ଷେପ ଗ୍ରହଣ କରାଯିବ । ରାଜ୍ୟ ସରକାର ବିଜୁ ବାବୁଙ୍କ ଡାକୋଟାକୁ ଭୁବନେଶ୍ୱର ବିମାନବନ୍ଦର ନିକଟରେ ସଂରକ୍ଷଣ କରିବେ । ୧୯୪୭ ମସିହା ଜୁଲାଇ ୨୧ ତାରିଖରେ ବିଜୁ ବାବୁ ଏହି ଡାକୋଟା ବିମାନରେ ଯାତ୍ରା କରି ତତ୍କାଳୀନ ଇଣ୍ଡୋନେସିଆ ପ୍ରଧାନମନ୍ତ୍ରୀ ବାହାରିନ୍ ଓ ଉପରାଷ୍ଟ୍ରପତି ମହମ୍ମଦ ହଟ୍ଟାଙ୍କୁ ଉଦ୍ଧରା କରି ଭାରତ ଆଣିଥିଲେ । ସେହି ସ୍ମୃତିକୁ ରଖିବା ପାଇଁ ଡାକୋଟା ବିମାନ ଭୁବନେଶ୍ୱର ବିମାନବନ୍ଦରରେ ସଂରକ୍ଷିତ ରହିବ । ଏଥିପାଇଁ ଭାରତୀୟ ବିମାନବନ୍ଦର ପ୍ରାଧିକରଣ ପକ୍ଷରୁ ଜମି ଯୋଗାଇ ଦିଆଯାଇଛି ।
Shakespeare, in the beautiful garden, among the party. Some of the hall: in fact she was ever to.
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
ବରଯାତ୍ରୀ ସହ ବାଜା, ରୋଷଣି ନେଇ ବର ବେଶରେ ବାହାରିବେ ମହାପ୍ରଭୁ। କେଦାରଗୌରୀ ମନ୍ଦିରରେ ମା’ ପାର୍ବତୀଙ୍କ ସହ ପ୍ରଭୁ ଲିଙ୍ଗରାଜଙ୍କ ହାତଗଣ୍ଠି ପଡ଼ିବ। ଏନେଇ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ।
ପଞ୍ଚମ ଆଇପିଏଲ୍ ଟ୍ରଫିଠାରୁ ମହେନ୍ଦ୍ର ସିଂହ ଧୋନିଙ୍କ ଦଳ ଆଉ ମାତ୍ର ଗୋଟିଏ ବିଜୟ ଦୂରରେ ରହିଛି। ଗୁଜରାଟ ଟାଇଟନ୍ସକୁ ୧୫ ରନ୍ରେ ପରାସ୍ତ କରି ଚେନ୍ନାଇ ସୁପର୍ କିଙ୍ଗ୍ସ ସିଧାସଳଖ ଫାଇନାଲ୍ରେ ପ୍ରବେଶ କରିଛି ଧୋନୀ ବାହିନୀ।