ଆଜିଠୁ ଜୁନ ୬ ଯାଏଁ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
Loading...
ଓଡ଼ିଆ ଚଳଚ୍ଚିତ୍ର ଜଗତରେ ଏକ ନୂଆ ରେକର୍ଡ଼ ସୃଷ୍ଟି କରିଥିବା ଚଳଚ୍ଚିତ୍ର ‘ଦମନ’କୁ ନେଇ ଚର୍ଚ୍ଚା ଥମିବାର ନାଁ ନେଉନି। ଓଡ଼ିଶା ସମେତ ଦେଶର ଅନ୍ୟ କେତେକ ସ୍ଥାନରେ ମୁକ୍ତିଲାଭ କରି ଦର୍ଶକଙ୍କ ଅଜସ୍ର ଭଲପାଇବା ସାଉଁଟିବା ପରେ ଏହାର ହିନ୍ଦୀ ଡବିଂ କରିବାକୁ ଘୋଷଣା କରାଯାଇଥିଲା।
ଓଡ଼ିଆ ଚଳଚ୍ଚିତ୍ର ଜଗତରେ ଏକ ନୂଆ ରେକର୍ଡ଼ ସୃଷ୍ଟି କରିଥିବା ଚଳଚ୍ଚିତ୍ର ‘ଦମନ’କୁ ନେଇ ଚର୍ଚ୍ଚା ଥମିବାର ନାଁ ନେଉନି। ଓଡ଼ିଶା ସମେତ ଦେଶର ଅନ୍ୟ କେତେକ ସ୍ଥାନରେ ମୁକ୍ତିଲାଭ କରି ଦର୍ଶକଙ୍କ ଅଜସ୍ର ଭଲପାଇବା ସାଉଁଟିବା ପରେ ଏହାର ହିନ୍ଦୀ ଡବିଂ କରିବାକୁ ଘୋଷଣା କରାଯାଇଥିଲା। ସେବେଠାରୁ ଏହାର ହିନ୍ଦୀ ଟ୍ରେଲରକୁ ଲୋକେ ଅପେକ୍ଷା କରିଥିଲେ। ତେବେ ସମସ୍ତ ଅପେକ୍ଷାର ଅନ୍ତ ଘଟାଇ ଶୁକ୍ରବାର ରିଲିଜ୍ ହୋଇଛି ‘ଦମନ’ର ହିନ୍ଦୀ ଟ୍ରେଲର। ପାନୋରାମା ଷ୍ଟୁଡିଓଜ୍ ‘ଦମନ’ର ଅଫିସିଆଲ୍ ଟ୍ରେଲର୍କୁ ନିଜ ୟୁଟ୍ୟୁବ୍ ପେଜ୍ରେ ଅପ୍ଲୋଡ଼୍ କରିଛି। ଫେବୃୟାରୀ ୩ ତାରିଖରେ ମୁକ୍ତିଲାଭ କରିବ ‘ଦମନ’ର ହିନ୍ଦୀ ଭର୍ସନ।ସତ୍ୟ ଘଟଣା ଉପରେ ଆଧାରିତ ତଥା ଓଡ଼ିଶା ସରକାରଙ୍କ ମ୍ୟାଲେରିଆ ନିରାକରଣ କାର୍ଯ୍ୟକ୍ରମ ଉପରେ ପର୍ଯ୍ୟବସିତ ଏହି ଚଳଚ୍ଚିତ୍ରଟି ସମସ୍ତଙ୍କ ମନ କିଣିଥିଲା। ଏଥିରେ ମୁଖ୍ୟ ଭୂମିକାରେ ଅଭିନୟ କରିଥିବା ଅଭିନେତା ବାବୁସାନ ମହାନ୍ତିଙ୍କ ନିଖୁଣ ଅଭିନୟକୁ ଦର୍ଶକ ଖୁବ୍ ପସନ୍ଦ କରିଥିଲେ। ଲୋକପ୍ରିୟତା ବଢ଼ିବା ପରେ ଏହି ଚଳଚ୍ଚିତ୍ରକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କରମୁକ୍ତ ଘୋଷଣା କରିଥିଲେ। ଭିଶାଲ ମୌର୍ଯ୍ୟ ଏବଂ ଦେବୀ ପ୍ରସାଦ ଲେଙ୍କା ନିର୍ଦେଶିକ ଏହି ଚଳଚ୍ଚିତ୍ର ଦୀପେନ୍ଦ୍ର ସାମଲ, କୁମାର ମଙ୍ଗତ ପାଠକ ଓ ଅଭିଷେକ ପାଠକଙ୍କ ପ୍ରଯୋଜନାରେ ନିର୍ମିତ।
Shakespeare, in the beautiful garden, among the party. Some of the hall: in fact she was ever to.
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
ବରଯାତ୍ରୀ ସହ ବାଜା, ରୋଷଣି ନେଇ ବର ବେଶରେ ବାହାରିବେ ମହାପ୍ରଭୁ। କେଦାରଗୌରୀ ମନ୍ଦିରରେ ମା’ ପାର୍ବତୀଙ୍କ ସହ ପ୍ରଭୁ ଲିଙ୍ଗରାଜଙ୍କ ହାତଗଣ୍ଠି ପଡ଼ିବ। ଏନେଇ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ।
ପଞ୍ଚମ ଆଇପିଏଲ୍ ଟ୍ରଫିଠାରୁ ମହେନ୍ଦ୍ର ସିଂହ ଧୋନିଙ୍କ ଦଳ ଆଉ ମାତ୍ର ଗୋଟିଏ ବିଜୟ ଦୂରରେ ରହିଛି। ଗୁଜରାଟ ଟାଇଟନ୍ସକୁ ୧୫ ରନ୍ରେ ପରାସ୍ତ କରି ଚେନ୍ନାଇ ସୁପର୍ କିଙ୍ଗ୍ସ ସିଧାସଳଖ ଫାଇନାଲ୍ରେ ପ୍ରବେଶ କରିଛି ଧୋନୀ ବାହିନୀ।