ଆଜିଠୁ ଜୁନ ୬ ଯାଏଁ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
Loading...
କଳାହାଣ୍ଡିରେ ଅମ୍ବୁଲାନ୍ସ ସେବାର ଉଦ୍ଘାଟନ କରିଛନ୍ତି ଦାନ ମାଝୀ। ଦିନେ ଆମ୍ବୁଲାନ୍ସ ନ ପାଇ ନିଜ ପତ୍ନୀଙ୍କ ଶବକୁ କାନ୍ଧରେ ବୋହି ସାରା ବିଶ୍ୱରେ ଚର୍ଚ୍ଚାକୁ ଆସିଥିଲେ। ସେହି ଦାନ ମାଝୀ ଆଜି ଏକ ଆମ୍ବୁଲାନ୍ସ ସେବାର ଉଦ୍ଘାଟନ କରିଛନ୍ତି।
କଳାହାଣ୍ଡିରେ ଅମ୍ବୁଲାନ୍ସ ସେବାର ଉଦ୍ଘାଟନ କରିଛନ୍ତି ଦାନ ମାଝୀ। ଦିନେ ଆମ୍ବୁଲାନ୍ସ ନ ପାଇ ନିଜ ପତ୍ନୀଙ୍କ ଶବକୁ କାନ୍ଧରେ ବୋହି ସାରା ବିଶ୍ୱରେ ଚର୍ଚ୍ଚାକୁ ଆସିଥିଲେ। ସେହି ଦାନ ମାଝୀ ଆଜି ଏକ ଆମ୍ବୁଲାନ୍ସ ସେବାର ଉଦ୍ଘାଟନ କରିଛନ୍ତି।କଳାହାଣ୍ଡି ଜିଲ୍ଲା ଅଟୋ ସଂଘ ପକ୍ଷରୁ BR ଆମ୍ବେଦକର ଜୟନ୍ତୀ ଅବସରରେ ରୋଗୀଙ୍କ ପାଇଁ ଏହି ଆମ୍ବୁଲାନ୍ସ ସେବା ଆରମ୍ଭ କରାଯାଇଛି। ତେବେ କାର୍ଯ୍ୟକ୍ରମରେ ଅନ୍ୟ କେହି ଭିଆଇପିଙ୍କୁ ଆମନ୍ତ୍ରଣ କରିବା ଅପେକ୍ଷା ଅଟୋ ସଂଘ କର୍ମକର୍ତ୍ତା ଦାନ ମାଝିଙ୍କୁ ମୁଖ୍ୟ ଅତିଥି ଭାବେ ଡାକିଥିଲେ। ସେ ତାଙ୍କ କରକମଳରେ ନୂଆ ଆମ୍ବୁଲାନ୍ସ ସେବାର ଉଦ୍ଘାଟନ କରିଥିବାରୁ ଏହି ଘଟଣା ଏବେ ଚର୍ଚ୍ଚାରେ।
Shakespeare, in the beautiful garden, among the party. Some of the hall: in fact she was ever to.
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
ବରଯାତ୍ରୀ ସହ ବାଜା, ରୋଷଣି ନେଇ ବର ବେଶରେ ବାହାରିବେ ମହାପ୍ରଭୁ। କେଦାରଗୌରୀ ମନ୍ଦିରରେ ମା’ ପାର୍ବତୀଙ୍କ ସହ ପ୍ରଭୁ ଲିଙ୍ଗରାଜଙ୍କ ହାତଗଣ୍ଠି ପଡ଼ିବ। ଏନେଇ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ।
ପଞ୍ଚମ ଆଇପିଏଲ୍ ଟ୍ରଫିଠାରୁ ମହେନ୍ଦ୍ର ସିଂହ ଧୋନିଙ୍କ ଦଳ ଆଉ ମାତ୍ର ଗୋଟିଏ ବିଜୟ ଦୂରରେ ରହିଛି। ଗୁଜରାଟ ଟାଇଟନ୍ସକୁ ୧୫ ରନ୍ରେ ପରାସ୍ତ କରି ଚେନ୍ନାଇ ସୁପର୍ କିଙ୍ଗ୍ସ ସିଧାସଳଖ ଫାଇନାଲ୍ରେ ପ୍ରବେଶ କରିଛି ଧୋନୀ ବାହିନୀ।