News

ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣମୀ: ରତ୍ନବେଦୀ ଛାଡ଼ି ସ୍ନାନବେଦୀରେ ଚତୁର୍ଦ୍ଧାମୂର୍ତ୍ତି

Untitled 1

ସ୍ନାନ ମଣ୍ଡପରେ ଚତୁର୍ଦ୍ଧାମୂର୍ତ୍ତି, ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିବେ ମହାପ୍ରଭୁ

 

ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣମୀ। ରତ୍ନବେଦୀ ଛାଡ଼ି ଧାଡ଼ି ପହଣ୍ଡିରେ ଆସି ସ୍ନାନବେଦୀରେ ବିଜେ କରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି । ଅନ୍ୟାନ୍ୟ ରୀତିନୀତି ପରେ ୧୦୮ ଗରା ସୁବାସିତ ଜଳରେ ସ୍ନାନ କରି ଗଜାନନ ବେଶରେ ଦର୍ଶନ ଦେବେ ଶ୍ରୀଜିଉ।  ମଙ୍ଗଳଆଳତି ପରେ ପ୍ରଥମେ ଧାଡ଼ି ପହଣ୍ଡିରେ ବିଜେ କରିଥିଲେ ମହାପ୍ରଭୁ ବଳଭଦ୍ର ଓ ଚକ୍ରରାଜ ସୁଦର୍ଶନ। ପରେ ଧାଡ଼ି ପହଣ୍ଡିରେ ବିଜେ କରିଥିଲେ ମହାପ୍ରଭୁ ବଳଭଦ୍ର ଓ ଚକ୍ରରାଜ ସୁଦର୍ଶନ।

  • ୧୦୮ ଗରା ସୁବାସିତ ଜଳରେ ସ୍ନାନ ପରେ ହାତୀ ବେଶରେ ଦର୍ଶନ ଦେବେ ଶ୍ରୀଜିଉ । ଧାଡି ପହଣ୍ଡିରେ ପ୍ରଥମେ ସୁଦର୍ଶନ ସ୍ନାନ ମଣ୍ଡପରେ ବିଜେ କରିଥିଲେ । ଏହାପରେ ବଳଭଦ୍ର, ଜଗନ୍ନାଥ ଓ ସୁଭଦ୍ରା ଧାଡି ପହଣ୍ଡିରେ ଆସିଥିଲେ । ବିଭିନ୍ନ ନୀତି କାନ୍ତି ପରେ ଶ୍ରୀଜିଉମାନେ ସ୍ନାନ କରିବେ । ଅନ୍ୟାନ୍ୟ ପୂଜାନୀତି ପରେ ଠାକୁର ମାନଙ୍କୁ ହାତୀ ବେଶରେ ସଜ୍ଜିତ କରାଯିବ । ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ପାଇଁ ପୋଲିଲ ଓ ପ୍ରଶାସନ ପକ୍ଷରୁ ବ୍ୟାପକ ସୁରକ୍ଷା ବନ୍ଦୋବସ୍ତ କରାଯାଇଛି ।

ପଢନ୍ତୁ:  ପୁଲୱାମା ଭଳି ପୁଣି ଭାରତରେ ଘଟିପାରେ ଆଉ ଏକ ଭୟାନକ ଆକ୍ରମଣ: ପାକିସ୍ତାନ

Related posts

ସର୍ବସାଧାରଣଙ୍କ ପାଇଁ ଖୋଲିଲା ରାଷ୍ଟ୍ରପତି ଭବନର ପ୍ରସିଦ୍ଧ ମୋଗଲ ଗାର୍ଡେନ୍

ENO Beuro

ପୂରା ଦେଶ ପାଳନ କରୁଛି ନେତାଜୀ ଜୟନ୍ତୀ,୨୩ ଜାନୁଆରୀକୁ ‘ଦେଶପ୍ରେମ’ ଦିବସ ଭାବେ ଘୋଷଣା କରାଯାଉ।

ENO Beuro

ଆନନ୍ଦ ବଜାରରେ ଶୃଙ୍ଖଳା, ମହାପ୍ରଭୁଙ୍କ ମହାପ୍ରସାଦରେ ବ୍ୟବହାର ହେବ ଖାଂଟି ଗୁଆ ଘିଅ

ENO Beuro

Leave a Comment