ସିନେମା ସାର୍ଟିଫିକେଟ ପାଇଁ ତାମିଲ ଅଭିନେତା ବିଶାଳଙ୍କ ଠାରୁ ଲାଞ୍ଚ ନେଇଛି ସିବିଏଫସି
ସିନେମା ‘ମାର୍କ ଆଣ୍ଟନୀ’ ସେପ୍ଟେମ୍ବର ୧୫ ତାରିଖରେ ରିଲିଜ ହୋଇଛି। ଏହି ସିନେମାକୁ ଦର୍ଶକ ଖୁବ ପସନ୍ଦ ବି କରୁଛନ୍ତି। ‘ମାର୍କ ଆଣ୍ଟନୀ’ର ହିନ୍ଦୀ ଭର୍ସନ ସେପ୍ଟେମ୍ବର ୨୮ରେ ରିଲିଜ ହେବ।
Loading...
ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ଏବେ ରାଜନୀତି ସରଗରମ। ନବ ଦାସଙ୍କ ହତ୍ୟା ପରେ ଝାରସୁଗୁଡ଼ା ଆସନ ଖାଲି ପଡ଼ିଛି।
ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ଏବେ ରାଜନୀତି ସରଗରମ। ନବ ଦାସଙ୍କ ହତ୍ୟା ପରେ ଝାରସୁଗୁଡ଼ା ଆସନ ଖାଲି ପଡ଼ିଛି। ଆଉ ସେହି ଆସନରୁ ନବ ଦାସଙ୍କ ଝିଅ ଦୀପାଳିଙ୍କୁ ପ୍ରାର୍ଥୀ କରିଛି ବିଜେଡି। ଆଜି ନାମାଙ୍କନ ଦାଖଲ ପୂର୍ବରୁ ଦିନ 11ଟା ସମୟରେ କନକ ଦୁର୍ଗା ମନ୍ଦିରରେ ଆଳତୀ କରିବା ସହ ପୂଜାର୍ଚ୍ଚନା କରିବେ ଦୀପାଳି । ଏହାପରେ ସାଢ଼େ 11ଟା ସମୟରେ ମନମୋହନ ସ୍କୁଲ ପଡ଼ିଆରୁ ବିଜେଡିର ରାଜ୍ୟ ସ୍ତରୀୟ ନେତୃବର୍ଗ ଓ ଦଳୀୟ କର୍ମୀ ଏକାଠି ହୋଇ ସହରର ମୁଖ୍ୟ ରାସ୍ତାରେ ରାଲି କରିବେ । ମନମୋହନ ସ୍କୁଲ ପଡ଼ିଆରୁ ଏହି ରାଲି ବାହାରି ଝଣ୍ଡା ଛକ, ରେଲୱେ ଷ୍ଟେସନ ଛକ, ବସ୍ ଷ୍ଟେସନ ଛକ, ବେହେରାମାଲ ଛକ ଦେଇ ଉପଜିଲ୍ଲାପାଳଙ୍କ ଅଫିସରେ ପହଞ୍ଚିବେ । ସାରଦା ନାଏକଙ୍କ ଉପସ୍ଥିତିରେ ଏନେଇ ଗତକାଲି ସନ୍ଧ୍ୟାରେ ଏକ ପ୍ରସ୍ତୁତି ବୈଠକ ହୋଇଥିଲା ।
Shakespeare, in the beautiful garden, among the party. Some of the hall: in fact she was ever to.
ସିନେମା ‘ମାର୍କ ଆଣ୍ଟନୀ’ ସେପ୍ଟେମ୍ବର ୧୫ ତାରିଖରେ ରିଲିଜ ହୋଇଛି। ଏହି ସିନେମାକୁ ଦର୍ଶକ ଖୁବ ପସନ୍ଦ ବି କରୁଛନ୍ତି। ‘ମାର୍କ ଆଣ୍ଟନୀ’ର ହିନ୍ଦୀ ଭର୍ସନ ସେପ୍ଟେମ୍ବର ୨୮ରେ ରିଲିଜ ହେବ।
ମେ’ ୧୯ରେ ୨୦୦୦ ନୋଟ୍ ନୋଟ୍ ପ୍ରତ୍ୟାହାର ବାବଦରେ ଘୋଷଣା କରିଥିଲା ରିଜର୍ଭ ବ୍ୟାଙ୍କ । ଏହା ମେ’ ୨୩ରୁ ଆରମ୍ଭ ହୋଇଥିଲା ଓ ଆଜି ଏହାର ଶେଷ ଅବଧି ଥିଲା।
ଦେଶରେ ଏକକାଳୀନ ଲୋକସଭା ଓ ବିଧାନସଭା ନିର୍ବାଚନ ୨୦୨୪ରେ ସମ୍ଭବ ହୋଇପାରିବ ନାହିଁ।