ଆଜିଠୁ ଜୁନ ୬ ଯାଏଁ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
Loading...
ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲ କରୋନା ପଜିଟିଭ । ପଜିଟିଭ ଚିହ୍ନଟ ନେଇ କେଜ୍ରିଓ୍ଵାଲ ଟ୍ଵିଟ୍ କରି ସୂଚନା ଦେଇଛନ୍ତି । ତାଙ୍କ ପାଖରେ କରୋନାର ସମାନ୍ୟ ଲକ୍ଷଣ ଦେଖାଦେଇଛି ।
ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲ କରୋନା ପଜିଟିଭ । ପଜିଟିଭ ଚିହ୍ନଟ ନେଇ କେଜ୍ରିଓ୍ଵାଲ ଟ୍ଵିଟ୍ କରି ସୂଚନା ଦେଇଛନ୍ତି । ତାଙ୍କ ପାଖରେ କରୋନାର ସମାନ୍ୟ ଲକ୍ଷଣ ଦେଖାଦେଇଛି । ସେ ଏବେ ହୋମ କ୍ୱାରେଣ୍ଟାଇନରେ ଅଛନ୍ତି। ତାଙ୍କ ସଂଶ୍ପର୍ଶରେ ଆସିଥିବା ଲୋକଙ୍କୁ ଟେଷ୍ଟ କରିବାକୁ ପରାମର୍ଶ ଦେଇଛନ୍ତି କେଜ୍ରିଓ୍ଵାଲ । ୨ ତାରିଖରେ ଲକ୍ଷ୍ନୌରେ ଓ ୩ରେ ଡେରାଡୁନରେ ନିର୍ବାଚନୀ ରାଲି କରିଥିଲେ କେଜ୍ରିଓ୍ଵାଲ।
Shakespeare, in the beautiful garden, among the party. Some of the hall: in fact she was ever to.
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
ବରଯାତ୍ରୀ ସହ ବାଜା, ରୋଷଣି ନେଇ ବର ବେଶରେ ବାହାରିବେ ମହାପ୍ରଭୁ। କେଦାରଗୌରୀ ମନ୍ଦିରରେ ମା’ ପାର୍ବତୀଙ୍କ ସହ ପ୍ରଭୁ ଲିଙ୍ଗରାଜଙ୍କ ହାତଗଣ୍ଠି ପଡ଼ିବ। ଏନେଇ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ।
ପଞ୍ଚମ ଆଇପିଏଲ୍ ଟ୍ରଫିଠାରୁ ମହେନ୍ଦ୍ର ସିଂହ ଧୋନିଙ୍କ ଦଳ ଆଉ ମାତ୍ର ଗୋଟିଏ ବିଜୟ ଦୂରରେ ରହିଛି। ଗୁଜରାଟ ଟାଇଟନ୍ସକୁ ୧୫ ରନ୍ରେ ପରାସ୍ତ କରି ଚେନ୍ନାଇ ସୁପର୍ କିଙ୍ଗ୍ସ ସିଧାସଳଖ ଫାଇନାଲ୍ରେ ପ୍ରବେଶ କରିଛି ଧୋନୀ ବାହିନୀ।