ଆଜିଠୁ ଜୁନ ୬ ଯାଏଁ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
Loading...
ଦିଲ୍ଲୀ ମଦ ନୀତି ମାମଲାରେ ଗତକାଲି ସିସୋଦିଆଙ୍କୁ ୫ ଦିନିଆ ରିମାଣ୍ଡରେ ନେଇଥିଲା ସିବିଆଇ । ଅବକାରୀ ଦୁର୍ନୀତିରେ ନିଜ ଗିରଫଦାରୀ ବିରୋଧରେ ମଙ୍ଗଳବାର ସୁପ୍ରିମ୍କୋର୍ଟଙ୍କ ଦ୍ବାରସ୍ଥ ହୋଇଛନ୍ତି ।
ଦିଲ୍ଲୀ ମଦ ନୀତି ମାମଲାରେ ଗତକାଲି ସିସୋଦିଆଙ୍କୁ ୫ ଦିନିଆ ରିମାଣ୍ଡରେ ନେଇଥିଲା ସିବିଆଇ । ଅବକାରୀ ଦୁର୍ନୀତିରେ ନିଜ ଗିରଫଦାରୀ ବିରୋଧରେ ମଙ୍ଗଳବାର ସୁପ୍ରିମ୍କୋର୍ଟଙ୍କ ଦ୍ବାରସ୍ଥ ହୋଇଛନ୍ତି । ଆଜି ଅପରାହ୍ନ ୩.୫୦ ସମୟରେ ଏହି ମାମଲାର ଶୁଣାଣି କରିବାକୁ ଭାରତର ପ୍ରଧାନ ବିଚାରପତି ରାଜି ହୋଇଥିବା ସୂଚନା ମିଳିଛି। ସେପଟେ ସିସୋଦିଆଙ୍କୁ ଗିରଫ ପ୍ରତିବାଦରେ ଗତକାଲି ଦେଶର ଅଧିକାଂଶ ସ୍ଥାନରେ ଆପ୍ କର୍ମୀ ବିକ୍ଷୋଭ କରିଥିଲେ । ଗଣତନ୍ତ୍ରକୁ ହତ୍ୟା କରି କେନ୍ଦ୍ର ସରକାର ସିବିଆଇ ଓ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟକୁ ବ୍ୟବହାର କରୁଛି ବୋଲି ଆପ୍ ଅଭିଯୋଗ କରିଥିଲା ।
Shakespeare, in the beautiful garden, among the party. Some of the hall: in fact she was ever to.
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
ବରଯାତ୍ରୀ ସହ ବାଜା, ରୋଷଣି ନେଇ ବର ବେଶରେ ବାହାରିବେ ମହାପ୍ରଭୁ। କେଦାରଗୌରୀ ମନ୍ଦିରରେ ମା’ ପାର୍ବତୀଙ୍କ ସହ ପ୍ରଭୁ ଲିଙ୍ଗରାଜଙ୍କ ହାତଗଣ୍ଠି ପଡ଼ିବ। ଏନେଇ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ।
ପଞ୍ଚମ ଆଇପିଏଲ୍ ଟ୍ରଫିଠାରୁ ମହେନ୍ଦ୍ର ସିଂହ ଧୋନିଙ୍କ ଦଳ ଆଉ ମାତ୍ର ଗୋଟିଏ ବିଜୟ ଦୂରରେ ରହିଛି। ଗୁଜରାଟ ଟାଇଟନ୍ସକୁ ୧୫ ରନ୍ରେ ପରାସ୍ତ କରି ଚେନ୍ନାଇ ସୁପର୍ କିଙ୍ଗ୍ସ ସିଧାସଳଖ ଫାଇନାଲ୍ରେ ପ୍ରବେଶ କରିଛି ଧୋନୀ ବାହିନୀ।