Loading...

ଆରପାରିରେ ପୂର୍ବତନ ରାଷ୍ଟ୍ରପତି ପ୍ରତିଭା ପାଟିଲଙ୍କ ସ୍ବାମୀ ଦେବୀସିଂହ ଶେଖାୱତ

ଆରପାରିରେ ପୂର୍ବତନ ରାଷ୍ଟ୍ରପତି ପ୍ରତିଭା ପାଟିଲଙ୍କ ସ୍ବାମୀ ଦେବୀସିଂହ ଶେଖାୱତ

ଭାରତର ପୂର୍ବତନ ରାଷ୍ଟ୍ରପତି ପ୍ରତିଭା ପାଟିଲଙ୍କ ସ୍ବାମୀ ଦେବୀସିଂହ ଶେଖାୱତଙ୍କ ପରଲୋକ ଘଟିଛି। ଶୁକ୍ରବାର ପୁଣେରେ ୮୯ ବର୍ଷ ବୟସରେ ସେ ଶେଷ ନିଃଶ୍ବାସ ତ୍ୟାଗ କରିଛନ୍ତିି।

ଭାରତର ପୂର୍ବତନ ରାଷ୍ଟ୍ରପତି ପ୍ରତିଭା ପାଟିଲଙ୍କ ସ୍ବାମୀ ଦେବୀସିଂହ ଶେଖାୱତଙ୍କ ପରଲୋକ ଘଟିଛି। ଶୁକ୍ରବାର ପୁଣେରେ ୮୯ ବର୍ଷ ବୟସରେ ସେ ଶେଷ ନିଃଶ୍ବାସ ତ୍ୟାଗ କରିଛନ୍ତିି। ସୂଚନା ମୁତାବକ, ଅସୁସ୍ଥତା କାରଣରୁ ତାଙ୍କୁ କିଛି ଦିନ ପୂର୍ବରୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଗତକାଲି ସକାଳ ୯ଟା ସମୟରେ ହୃଦଘାତରେ ତାଙ୍କର ଦେହାନ୍ତ ହୋଇଛି। ଶୁକ୍ରବାର ପୁଣେରେ ଦେବୀସିଂହ ପାଟିଲଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଯାଇଛି। ତାଙ୍କ ପରିବାରରେ ପ୍ରତିଭା ପାଟିଲଙ୍କ ବ୍ୟତୀତ ଗୋଟିଏ ପୁଅ ଏବଂ ଗୋଟିଏ ଝିଅ ମଧ୍ୟ ଅଛନ୍ତି।

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.