ଖଡ଼ାଶାଗ ବିକିବାକୁ ‘ଅଡି’ କାର୍ ଚଢ଼ି ଯାଉଛନ୍ତି କେରଳ କୃଷକ
ରାସ୍ତାକଡ଼ ହାଟରେ ବିକିବା ପାଇଁ କେରଳର ଜଣେ କୃଷକ ‘ଅଡ଼ି ଏ୪’ କାର୍ରେ ଖଡ଼ା ବୋହି ନେବା ଦୃଶ୍ୟ ସମ୍ପ୍ରତି ସାମାଜିକ ଗଣମାଧ୍ୟମରେ ଚହଳ ପକାଇଛି।
Loading...
ଧାମନଗର ଉପନିର୍ବାଚନ ପାଇଁ ତିନି ଦଳ ଜାରି କରିଛନ୍ତି ଷ୍ଟାର ପ୍ରଚାରକ ତାଲିକା । ବିଜେଡି ପ୍ରାର୍ଥୀ ଅବନ୍ତୀ ଦାସଙ୍କ ପାଇଁ ମୈଦାନଙ୍କୁ ଓହ୍ଲାଇବେ ମୁଖ୍ୟମନ୍ତ୍ରୀଙ୍କ ସମେତ ୮ ମନ୍ତ୍ରୀ ।
ଧାମନଗର ଉପନିର୍ବାଚନ ପାଇଁ ତିନି ଦଳ ଜାରି କରିଛନ୍ତି ଷ୍ଟାର ପ୍ରଚାରକ ତାଲିକା । ବିଜେଡି ପ୍ରାର୍ଥୀ ଅବନ୍ତୀ ଦାସଙ୍କ ପାଇଁ ମୈଦାନଙ୍କୁ ଓହ୍ଲାଇବେ ମୁଖ୍ୟମନ୍ତ୍ରୀଙ୍କ ସମେତ ୮ ମନ୍ତ୍ରୀ । ଏହାବାଦ ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ସମେତ ୪ ସାଂସଦ, ୪ ଅଭିନେତା ଅବନ୍ତୀ ଦାସଙ୍କ ପାଇଁ ପ୍ରଚାର କରିବେ । ତେବେ ପ୍ରଚାର ତାଲିକାରୁ ବାଦ୍ ପଡିଛନ୍ତି ସଂଜୟ ଦାସ ବର୍ମା ।ସେହିପରି ବିଜେପି ମଧ୍ୟ ପ୍ରଚାର ତାଲିକା ଜାରି କରିଛି । ଯେଉଁଥିରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସମେତ ୩ ମନ୍ତ୍ରୀ ରହିଥିବା ବେଳେ ପ୍ରଭାରୀ ପୁରେନ୍ଦେଶ୍ୱରୀ ଓ କ୍ଷେତ୍ରୀୟ ପ୍ରଭାରୀ ସୁନୀଲ ବଂଶଲ ପ୍ରଚାର କରିବେ । କଂଗ୍ରେସ ମଧ୍ୟ ପଛରେ ପଡିନି । ପ୍ରଚାର ତାଲିକାରେ କେନ୍ଦ୍ରୀୟ କଂଗ୍ରେସ ନେତାଙ୍କୁ ସାମିଲ କରିଛି । ଯେଉଁଥିରେ ପ୍ରଭାରୀ ଚେଲ୍ଲା କୁମାରଙ୍କ ସମେତ ପିସିସି ସଭାପତି ଶରତ ପଟ୍ଟନାୟକ ଏବଂ ପୂର୍ବତନ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ରହିଛନ୍ତି ।
Shakespeare, in the beautiful garden, among the party. Some of the hall: in fact she was ever to.
ରାସ୍ତାକଡ଼ ହାଟରେ ବିକିବା ପାଇଁ କେରଳର ଜଣେ କୃଷକ ‘ଅଡ଼ି ଏ୪’ କାର୍ରେ ଖଡ଼ା ବୋହି ନେବା ଦୃଶ୍ୟ ସମ୍ପ୍ରତି ସାମାଜିକ ଗଣମାଧ୍ୟମରେ ଚହଳ ପକାଇଛି।
ସିନେମା ‘ମାର୍କ ଆଣ୍ଟନୀ’ ସେପ୍ଟେମ୍ବର ୧୫ ତାରିଖରେ ରିଲିଜ ହୋଇଛି। ଏହି ସିନେମାକୁ ଦର୍ଶକ ଖୁବ ପସନ୍ଦ ବି କରୁଛନ୍ତି। ‘ମାର୍କ ଆଣ୍ଟନୀ’ର ହିନ୍ଦୀ ଭର୍ସନ ସେପ୍ଟେମ୍ବର ୨୮ରେ ରିଲିଜ ହେବ।
ମେ’ ୧୯ରେ ୨୦୦୦ ନୋଟ୍ ନୋଟ୍ ପ୍ରତ୍ୟାହାର ବାବଦରେ ଘୋଷଣା କରିଥିଲା ରିଜର୍ଭ ବ୍ୟାଙ୍କ । ଏହା ମେ’ ୨୩ରୁ ଆରମ୍ଭ ହୋଇଥିଲା ଓ ଆଜି ଏହାର ଶେଷ ଅବଧି ଥିଲା।