POLITICALS

ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କଲେ ଧର୍ମେନ୍ଦ୍ର ପ୍ରଧାନ ଓ ପ୍ରତାପ ଷଡ଼ଙ୍ଗୀ

K

ଆଜି ଓଡ଼ିଶା ଗସ୍ତରେ ଆସିଛନ୍ତି ଦୁଇ ଓଡିଆ କେନ୍ଦ୍ରମନ୍ତ୍ରୀ  ଧର୍ମେନ୍ଦ୍ର ପ୍ରଧାନ ଓ ପ୍ରତାପ ଷଡଙ୍ଗୀ । ଦ୍ବିତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କେନ୍ଦ୍ରରେ ସରକାର ଗଠନ କରିବା ପରେ ତାଙ୍କ ମନ୍ତ୍ରିମଣ୍ଡଳରେ ଓଡ଼ିଶାରୁ ସ୍ଥାନ ପାଇଥିବା ଏହି ଦୁଇଜଣ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରତାପ ଷଡ଼ଙ୍ଗୀ  ଆଜି ପ୍ରଥମ ଥର ପାଇଁ ଓଡ଼ିଶା ଆସିଛନ୍ତି । ପୂର୍ବାହ୍ନ ସାଢ଼େ ଏଗାରଟା ପରେ ଦୁଇ ଓଡ଼ିଆ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ପ୍ରତାପ ଷଡ଼ଙ୍ଗୀ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି।

ଦୁଇ କେନ୍ଦ୍ରମନ୍ତ୍ରୀଙ୍କ ସହ  ବିଜେପିର ସମସ୍ତ ନବନିର୍ବାଚିତ ସାଂସଦ ଓ ବିଧାୟକ ମଧ୍ୟ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି।। ଭାରତର ଷ୍ଟିଲ ହବ୍ ହେବ ଓଡିଶା । କ୍ଷୁଦ୍ର ଓ କୁଟୀର ଶିଳ୍ପର ପୁନରୁଦ୍ଧାର ହେବ । ଇସ୍ପାତ ଶିଳ୍ପ କ୍ଷେତ୍ରରେ ଓଡ଼ିଶା ଅଗ୍ରଣୀ ଭୂମିକା ଗ୍ରହଣ କରିବ ଏବଂ ଓଡ଼ିଶାକୁ ଷ୍ଟିଲ୍‌ ହବ୍‌ କରାଯିବା ଲକ୍ଷ୍ୟ ରଖି କାମ ଆଗେଇ ଚାଲିଛି ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସମବେତ ଗଣମାଧ୍ୟମ ପ୍ରତିନିଧିମାନଙ୍କୁ କହିଛନ୍ତି।

ପଢନ୍ତୁ: କେରଳର ଗୁରୁବାୟୁରପ୍ପନ ମନ୍ଦିରରେ ପୂଜା କଲେ ମୋଦି

Related posts

ରାଜ୍ୟରେ ‘ଆୟୁଷ୍ମାନ’କୁ ମିଳିପାରେ ଗ୍ରୀନ ସିଗନାଲ

Ratnamani Moharana

ରାହୁଲଙ୍କୁ ପଛରେ ପକାଇ ପ୍ରଧାନମନ୍ତ୍ରୀ ମୋଦି ପାଇଲେ ଲୋକପ୍ରିୟ ରାଜନେତାର ମାନ୍ୟତା

ENO Beuro

ବିଜେପି ନିର୍ମାଣ କରିବ ବିଦ୍ୟାସାଗରଙ୍କ ବିଶାଳ ପ୍ରତିମୂର୍ତ୍ତି

Ratnamani Moharana

Leave a Comment