POLITICALS

ଜେ ପି ନଡ୍ଡା କିମ୍ବା ଧର୍ମେନ୍ଦ୍ର ପ୍ରଧାନଙ୍କୁ ମିଳିପାରେ ବିଜେପିର ନୂତନ ରାଷ୍ଟ୍ରୀୟ ଅଧ୍ୟକ୍ଷ ପଦ

Dd

ମୋଦିଙ୍କ ନୂଆ ସରକାରରେ ସାମିଲ ହେବେ ବିଜେପି ଅଧ୍ୟକ୍ଷ ଅମିତ ଶାହ । ଗୁରୁତ୍ୱପୂର୍ଣ୍ଣ ବିଭାଗର ବୋଝ ସମ୍ଭାଳିପାରନ୍ତି ବିଜେପିର ଏହି ଚାଣକ୍ୟ। ଯଦି ଏହା ହୁଏ, ତେବେ ଦଳର ନିୟମ ଗୋଟିଏ ଲୋକ, ଗୋଟିଏ ପଦବୀ ଆଧାରରେ ଅମିତ ଶାହଙ୍କୁ ଦଳର ଅଧ୍ୟକ୍ଷ ପଦ ଛାଡ଼ିବାକୁ ହେବ। ତେଣୁ ଏବେ କିଏ ହେବ ବିଜେପିର ରାଷ୍ଟ୍ରୀୟ ସଭାପତି ସେ ନେଇ ଆକଳନ ଆରମ୍ଭ ହୋଇଛି।  ଏହାପରେ କିଏ ହେବେ ବିଜେପିର ନୂତନ ରାଷ୍ଟ୍ରୀୟ ଅଧ୍ୟକ୍ଷ, ତାକୁନେଇ ବି ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା ଆରମ୍ଭ ହେଲାଣି।

ଜାତୀୟ ଗଣମାଧ୍ୟମର ରିପୋର୍ଟ ଅନୁଯାୟୀ ପ୍ରଧାନମନ୍ତ୍ରୀ ଓ ଅମିତ ଶାହଙ୍କର ନିକଟତମ ସହଯୋଗୀ ଦଳର ସଭାପତି ପଦବୀ ସମ୍ଭାଳି ପାରନ୍ତି। ଏହି ଆଧାରରେ ମୋଦି ସରକାରଙ୍କ ପ୍ରଥମ ସରକାରରେ ସ୍ୱାସ୍ଥ୍ୟମନ୍ତ୍ରୀ ଥିବା ଜେ.ପି ନଡ୍ଡା  ଏବଂ ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ  ବିଜେପି ସଭାପତି ହୋଇପାରନ୍ତି ବୋଲି ଚର୍ଚ୍ଚା ହେଉଛି।

ପଢନ୍ତୁ: ଗ୍ରାଣ୍ଡ ହେବ ନବୀନଙ୍କ ଶପଥ ଗ୍ରହଣ ଉତ୍ସବ

Related posts

ବୋମା ମାଡ ପରେ ବିଜେଡି ବିଧାୟକ ପ୍ରାର୍ଥୀ ଅନନ୍ତଙ୍କୁ ଦେଖା କରିବାକୁ କ୍ୟାପିଟାଲ ହସ୍ପିଟାଲରେ ମୁଖ୍ୟମନ୍ତ୍ରୀ

Ratnamani Moharana

ଆଜି କର୍ଣ୍ଣାଟକର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ କୁମାରସ୍ୱାମୀ!

ENO Beuro

ପଦ୍ମ ଧରିଲେ ସାଲେପୁର ବିଧାୟକ ପ୍ରକାଶ ବେହେରା

ENO Beuro

1 comment

Leave a Comment