ଅଯୋଧ୍ୟାରେ ପହଞ୍ଚିଲା ପ୍ରଭୁ ରାମ ଓ ଦେବୀ ଜାନକୀଙ୍କ ପ୍ରତିମା ପ୍ରସ୍ତୁତି ପାଇଁ ଶାଳଗ୍ରାମ ଶିଳାଖଣ୍ଡ
ନେପାଳର ମୁସ୍ତାଙ୍ଗ ଜିଲ୍ଲା ଅନ୍ତର୍ଗତ ଶାଳିଗ୍ରାମ ଅଥବା ମୁକ୍ତିନାଥ ନିକଟରେ ପ୍ରବାହିତ ଗଣ୍ଡକୀ ନଦୀରୁ ଉକ୍ତ ଶିଳା ଦୁଇଟିକୁ ସଂଗ୍ରହ କରାଯାଇଛି ବୋଲି ସେମାନେ କହିଛନ୍ତି।
Loading...
୨୦୨୪ରେ ନିର୍ବାଚନ ଲଢ଼ିବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏକ ଜାତୀୟ ଗଣମାଧ୍ୟମକୁ ସୂଚନା ପରେ ଚର୍ଚ୍ଚା ଜୋର ଧରିଛି । ଏକ ଜାତୀୟ ଗଣମାଧ୍ୟମକୁ ଧର୍ମେନ୍ଦ୍ର ନିର୍ବାଚନ ଲଢ଼ିବେ ବୋଲି କହିଛନ୍ତି ।
୨୦୨୪ରେ ନିର୍ବାଚନ ଲଢ଼ିବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏକ ଜାତୀୟ ଗଣମାଧ୍ୟମକୁ ସୂଚନା ପରେ ଚର୍ଚ୍ଚା ଜୋର ଧରିଛି । ଏକ ଜାତୀୟ ଗଣମାଧ୍ୟମକୁ ଧର୍ମେନ୍ଦ୍ର ନିର୍ବାଚନ ଲଢ଼ିବେ ବୋଲି କହିଛନ୍ତି । ସେ କହିଛନ୍ତି, ଏ ବାବଦରେ ପାର୍ଟିକୁ ଅନୁରୋଧ କରିଛନ୍ତିି । ଏବେ ପ୍ରଶ୍ନ ଉଠୁଛି,୨୦୨୪ ସାଧାରଣ ନିର୍ବାଚନରେ ଧର୍ମେନ୍ଦ୍ର ଯଦି ଲଢିବେ ତେବେ କେଉଁ ଆସନରୁ ଲଢିବେ ? ଢେଙ୍କାନାଳ କିମ୍ବା ସମ୍ବଲପୁର ଲୋକସଭା ଆସନରୁ ପ୍ରାର୍ଥୀ ହେବା ନେଇ ରାଜନୈତିକ ମହଲରେ ଚର୍ଚ୍ଚା ଆରମ୍ଭ ହୋଇଛି । ଧର୍ମେନ୍ଦ୍ର ଏବେ ମଧ୍ୟପ୍ରଦେଶରୁ ରାଜ୍ୟସଭା ସାଂସଦ ଅଛନ୍ତି ।
Shakespeare, in the beautiful garden, among the party. Some of the hall: in fact she was ever to.
ନେପାଳର ମୁସ୍ତାଙ୍ଗ ଜିଲ୍ଲା ଅନ୍ତର୍ଗତ ଶାଳିଗ୍ରାମ ଅଥବା ମୁକ୍ତିନାଥ ନିକଟରେ ପ୍ରବାହିତ ଗଣ୍ଡକୀ ନଦୀରୁ ଉକ୍ତ ଶିଳା ଦୁଇଟିକୁ ସଂଗ୍ରହ କରାଯାଇଛି ବୋଲି ସେମାନେ କହିଛନ୍ତି।
ଫେବ୍ରୁଆରୀ ୨୧ରୁ ଆରମ୍ଭ ହେବ ବିଧାନସଭାର ବଜେଟ୍ ଅଧିବେଶନ । ଯାହା ମାର୍ଚ୍ଚ ୧ ପ୍ରଥମ ପର୍ଯ୍ୟାୟ ଅଧିବେଶନ ଚାଲିବ ।
ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କେନ୍ଦ୍ର ବଜେଟ୍ ୨୦୨୩କୁ ନେଇ ନରେନ୍ଦ୍ର ମୋଦୀ ସରକାର ଉପରେ ଆକ୍ରମଣ କରିଛନ୍ତି। ଆଗାମୀ ଲୋକସଭା ନିର୍ବାଚନ ସହିତ ବଜେଟ୍ ୨୦୨୩କୁ ଯୋଡି ମମତା ସରକାରଙ୍କୁ ଟାର୍ଗେଟ କରିଛନ୍ତି।