ଯାତ୍ରା ଅଭିନେତ୍ରୀ ନିଶା ଅଳ୍ପ ସମୟ କଲେ ଷ୍ଟେଜ୍ ସୋ, ତାତିଲେ ଲୋକ
ଗତକାଲି କିଶୋରନଗର ବରପଡ଼ିଆରେ ଓଡ଼ିଶା ସମ୍ରାଟର ଯାତ୍ରା ଚାଲିଥିଲା। ଯାତ୍ରା ଦେଖିବା ପାଇଁ ଲୋକଙ୍କ ଖଚାଖଚ ଭିଡ଼ ଜମିଥିଲା।
Loading...
ବହୁ ଚର୍ଚ୍ଚିତ ଡିଜେ ଆଜେକ୍ସ ଓରଫ ଅକ୍ଷୟ କୁମାର ଆତ୍ମହତ୍ୟା ମାମଲାରେ ରଶ୍ମିରଞ୍ଜନ ବଳିୟାରସିଂଙ୍କ ଜାମିନ ଆବେଦନକୁ ହାଇକୋର୍ଟ ଆଜି ଖାରଜ କରିଛନ୍ତି।
ବହୁ ଚର୍ଚ୍ଚିତ ଡିଜେ ଆଜେକ୍ସ ଓରଫ ଅକ୍ଷୟ କୁମାର ଆତ୍ମହତ୍ୟା ମାମଲାରେ ରଶ୍ମିରଞ୍ଜନ ବଳିୟାରସିଂଙ୍କ ଜାମିନ ଆବେଦନକୁ ହାଇକୋର୍ଟ ଆଜି ଖାରଜ କରିଛନ୍ତି। ତ୍ରିକୋଣୀୟ ପ୍ରେମ କାରଣରୁ ଡିଜେ ଆଜେକ୍ସଙ୍କ ମୃତ୍ୟୁ ହୋଇଥିବା ପରିବାର ପକ୍ଷରୁ ଖାରବେଳନଗର ଥାନାରେ ମାମଲା ରୁଜୁ କରାଯାଇଥିଲା। କିନ୍ତୁ ପୁଲିସ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ କରିବାରୁ ପରିବାର ଲୋକେ ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ। ୧୦ ତାରିଖ ଦିନ ରଶ୍ମି ଜାମିନ ଆବେଦନ କରିଥିଲେ। ୭ ଦିନ ପାଇଁ ଅନ୍ତରୀଣ ସୁରକ୍ଷା ପ୍ରଦାନ କରିବା ପରେ ଆଜି ଜାମିନ ଆବେଦନ ଖାରକ କରିଛନ୍ତି ହାଇକୋର୍ଟ।
Shakespeare, in the beautiful garden, among the party. Some of the hall: in fact she was ever to.
ଗତକାଲି କିଶୋରନଗର ବରପଡ଼ିଆରେ ଓଡ଼ିଶା ସମ୍ରାଟର ଯାତ୍ରା ଚାଲିଥିଲା। ଯାତ୍ରା ଦେଖିବା ପାଇଁ ଲୋକଙ୍କ ଖଚାଖଚ ଭିଡ଼ ଜମିଥିଲା।
ସୌରୀନ ଦୀର୍ଘ ଦିନ ଧରି ଧରା ଛୁଆଁ ନେଦେବାରୁ ଏହି ପଦକ୍ଷେପ ଗ୍ରହଣ କଲା ପୁଲିସ ।
ନିଜ ପୋଷାକକୁ ନେଇ ସବୁବେଳେ ବିବାଦରେ ରହୁଥିବା ଉର୍ଫି ଏବେ ନିର୍ବନ୍ଧ କରିଥିବା ନେଇ ଚର୍ଚ୍ଚା ହେଉଛି।