ମଙ୍ଗଳବାର ଦାନ କରନ୍ତୁ ଏହି ଜିନିଷ, ପାଇବେ ହନୁମାନଙ୍କ ଆଶ୍ରିବାଦ
ହିନ୍ଦୁ ଧର୍ମରେ ‘ଦାନ’ କରିବାର ଖୁବ୍ ମହତ୍ୱ ରହିଛି । କୁହାଯାଏ ଗରିବ ଲୋକଙ୍କୁ ଦାନ କରିବା ଦ୍ୱାରା ଲାଭଦାୟକ ହୋଇଥାଏ । କିନ୍ତୁ ଆଜିକା ସମୟରେ ଲୋକେ ଏହା ଉପରେ ବିଶ୍ୱାସ କରୁ ନାହାନ୍ତି ।
Loading...
ପରିବାର ମଧ୍ୟରେ ଭଲ ପାଇବା ସୁଖମୟ ଜୀବନର ଆଧାର । ପ୍ରତ୍ୟେକ ଇଚ୍ଛା କରିଥାଆନ୍ତି ସେମାନଙ୍କ ପରିବାର ଏକାଠି ଓ ହସଖୁସିରେ ଜୀବନ ଅତିବାହିତ କରନ୍ତୁ। ବେଳେ ବେଳେ ଏପରି ଦେଖାଯାଏ ଯେ, ଛୋଟ ଛୋଟ କଥାରେ ଗୃହରେ କଳହ ହୋଇଥାଏ।
ପରିବାର ମଧ୍ୟରେ ଭଲ ପାଇବା ସୁଖମୟ ଜୀବନର ଆଧାର । ପ୍ରତ୍ୟେକ ଇଚ୍ଛା କରିଥାଆନ୍ତି ସେମାନଙ୍କ ପରିବାର ଏକାଠି ଓ ହସଖୁସିରେ ଜୀବନ ଅତିବାହିତ କରନ୍ତୁ। ବେଳେ ବେଳେ ଏପରି ଦେଖାଯାଏ ଯେ, ଛୋଟ ଛୋଟ କଥାରେ ଗୃହରେ କଳହ ହୋଇଥାଏ। ଏହି କଳହର ମାତ୍ରା ବଢିଲେ ଘରେ ଅଶାନ୍ତି ବଢିବା ସହ ଏହାର ପ୍ରଭାବ କର୍ମକ୍ଷେତ୍ରରେ ମଧ୍ୟ ପଡ଼ିଥାଏ। ବାସ୍ତୁ ଶାସ୍ତ୍ରରେ ଏପରି କେତେକ ଉପାୟ ବିଷୟରେ ବର୍ଣ୍ଣନା କରାଯାଇଛି , ଯାହାକୁ ଆପଣେଇବା ଦ୍ୱାରା ପରିବାରରେ ସର୍ବଦା ଖୁସି ବଜାୟ ରହିବ।
୧) ଘରେ ଥିବା ଗୁରୁଜନଙ୍କର ନିୟମିତ ସେବା କରନ୍ତୁ। ତାଙ୍କୁ ଉପଯୁକ୍ତ ସମ୍ମାନ ଦିଅନ୍ତୁ।
୨) ଘରର ବୈଠକ କକ୍ଷରେ ଭଗବାନ ବିଷ୍ଣୁ କିମ୍ବା ପ୍ରଭୁ ଶ୍ରୀକୃଷ୍ଣଙ୍କ ଫଟୋ ନିଶ୍ଚୟ ଲଗାନ୍ତୁ। ଏପରି କରିବା ଦ୍ୱାରା ସଦସ୍ୟଙ୍କ ମଧ୍ୟରେ ସ୍ନେହର ସମ୍ପର୍କ ସର୍ବଦା ରହିଥାଏ।
୩) ଶଙ୍ଖ କିମ୍ବା ଶାମୁକାରେ ନିର୍ମିତ ହୋଇଥିବା ପରଦା ଲଗାନ୍ତୁ। ଏପରି କରିବା ଦ୍ୱାରା ପାରିବାରିକ ମତଭେଦ ଦୂର ହୋଇଥାଏ।
ଅଦରକାରୀ ବସ୍ତୁ ଘରେ ରଖନ୍ତୁ ନାହିଁ।
୪) ଖଟ ତଳେ କୌଣସି ଅନାବଶ୍ୟକ ବସ୍ତୁ ରଖନ୍ତୁ ନାହିଁ।
୫) ଘରର ପ୍ରତ୍ୟେକ କକ୍ଷରେ ଫିଟକରି ଖଣ୍ଡ ରଖନ୍ତୁ। ଏପରି କରିବା ଦ୍ୱାରା ଘରେ ସକରାତ୍ମକ ଶକ୍ତି ରହିବା ସହ ବାସ୍ତୁ ଦୋଷ ଦୂର ହୋଇଥାଏ।
୬) ଗେଣ୍ଡୁ ଫୁଲରେ ସିନ୍ଦୂର ଲଗାଇ ମା’ବୃନ୍ଦାବତୀଙ୍କୁ ଅର୍ପଣ କରନ୍ତୁ। ଏପରି କରିବା ଦ୍ୱାରା ପରିବାର ମଧ୍ୟରେ ସୁଖଶାନ୍ତିର ବାତାବରଣ ନିଶ୍ଚୟ ରହିଥାଏ।
୭) ନିୟମିତ ପ୍ରଭୁ ଶ୍ରୀରାମ ଓ ମାତା ସୀତାଙ୍କୁ ପୂଜାର୍ଚ୍ଚନା କରନ୍ତୁ।
୮) ପିତପତ୍ନୀ ଏକତ୍ରିତ ଯେକୌଣସି ବ୍ରତ ପାଳନ କରନ୍ତୁ।
Shakespeare, in the beautiful garden, among the party. Some of the hall: in fact she was ever to.
ହିନ୍ଦୁ ଧର୍ମରେ ‘ଦାନ’ କରିବାର ଖୁବ୍ ମହତ୍ୱ ରହିଛି । କୁହାଯାଏ ଗରିବ ଲୋକଙ୍କୁ ଦାନ କରିବା ଦ୍ୱାରା ଲାଭଦାୟକ ହୋଇଥାଏ । କିନ୍ତୁ ଆଜିକା ସମୟରେ ଲୋକେ ଏହା ଉପରେ ବିଶ୍ୱାସ କରୁ ନାହାନ୍ତି ।
ଅନେକ ପୂଜା ସ୍ଥଳରେ ପତି-ପତ୍ନୀ ଏକାଠି ବସି ଭଗବାନଙ୍କୁ ପୂଜାର୍ଚ୍ଚନା କରିବାର ଦେଖିବାକୁ ମିଳିଥାଏ । ଏଭଳି କରିବା ଶୁଭ ବୋଲି ବିଶ୍ୱାସ ରହିଛି ।
ଆମ ଘର ଆମର ସୁଖର ବାସସ୍ଥାନ ଏବଂ ବାସ୍ତୁ ଶାସ୍ତ୍ରୀଙ୍କ ଅନୁଯାୟୀ, ଘର ଭିତରେ ରହୁଥିବା ଲୋକଙ୍କ ସୁସ୍ଥତା ଏବଂ ସୁଖ ପାଇଁ ଘର ଭିତରେ କୋଠରୀ ରେ କିଛି ଗୁରୁତ୍ୱପୂର୍ଣ୍ଣ ଜିନିଷ ରଖିବା।