ଆଜିଠୁ ଜୁନ ୬ ଯାଏଁ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
Loading...
ଆଜି ମେଲାଣି ନେବେ ଜଗତଜନନୀ ମା’ ଦୁର୍ଗା। ଦଶହରାରେ ମା’ଙ୍କ ଘଟ ବିସର୍ଜନ ସରିଛି । ଭସାଣୀ ପାଇଁ ଆରମ୍ଭ ହୋଇଛି ପ୍ରସ୍ତୁତି । ସେଥିପାଇଁ ଟ୍ବିନ ସିଟିରେ ବ୍ୟାପକ ଆୟୋଜନ । ଘଣ୍ଟ ଘଣ୍ଟା ସହ ପାରମ୍ପରିକ ବାଦ୍ୟରେ ଦୁଲୁକିବ ଟ୍ବିନ୍ ସିଟି ।
ଆଜି ମେଲାଣି ନେବେ ଜଗତଜନନୀ ମା’ ଦୁର୍ଗା। ଦଶହରାରେ ମା’ଙ୍କ ଘଟ ବିସର୍ଜନ ସରିଛି । ଭସାଣୀ ପାଇଁ ଆରମ୍ଭ ହୋଇଛି ପ୍ରସ୍ତୁତି । ସେଥିପାଇଁ ଟ୍ବିନ ସିଟିରେ ବ୍ୟାପକ ଆୟୋଜନ । ଘଣ୍ଟ ଘଣ୍ଟା ସହ ପାରମ୍ପରିକ ବାଦ୍ୟରେ ଦୁଲୁକିବ ଟ୍ବିନ୍ ସିଟି ।
ତେବେ ବିସର୍ଜନ ପାଇଁ ଅସ୍ଥାୟୀ ପୋଖରୀ ନିର୍ମାଣ କରାଯାଇଛି । ଭୁବନେଶ୍ବରରେ ୩ଟି ଭସାଣୀ କମିଟି ରହଛି । ସମସ୍ତ କମିଟି ପାଇଁ ସ୍ୱତନ୍ତ୍ର ରୁଟ ଲାଇନ ବ୍ୟବସ୍ଥା କରାଯାଇଛି । କମିଶନରେଟ ପୋଲିସ ପକ୍ଷରୁ ଭସାଣୀ ପାଇଁ ୧୭ ପ୍ଲାଟୁନ ଫୋର୍ସ ମୁତୟନ ହେବେ । ୩ ଜଣ ଅତିରିକ୍ତ ଡିସିପି ଭସାଣୀ ଦାୟିତ୍ୱ ରେ ରହିବେ ଏବଂ ଟ୍ରାଫିକ ସମସ୍ୟା ଯେପରି ନ ଉପୁଜେ ସେନେଇ ପୋଲିସ ପକ୍ଷରୁ ଗୁରୁତ୍ବ ଦିଆଯାଇଛି । ଭସାଣୀ ବେଳେ ୩୫ ଡିସିବେଲରୁ ଅଧିକ ଉଚ୍ଚ ଡିଜେ ନବଜାଇବା ପାଇଁ ସମସ୍ତ କମିଟିକୁ ତାଗିଦ୍ କରାଯାଇଛି ।
Shakespeare, in the beautiful garden, among the party. Some of the hall: in fact she was ever to.
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
ବରଯାତ୍ରୀ ସହ ବାଜା, ରୋଷଣି ନେଇ ବର ବେଶରେ ବାହାରିବେ ମହାପ୍ରଭୁ। କେଦାରଗୌରୀ ମନ୍ଦିରରେ ମା’ ପାର୍ବତୀଙ୍କ ସହ ପ୍ରଭୁ ଲିଙ୍ଗରାଜଙ୍କ ହାତଗଣ୍ଠି ପଡ଼ିବ। ଏନେଇ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ।
ପଞ୍ଚମ ଆଇପିଏଲ୍ ଟ୍ରଫିଠାରୁ ମହେନ୍ଦ୍ର ସିଂହ ଧୋନିଙ୍କ ଦଳ ଆଉ ମାତ୍ର ଗୋଟିଏ ବିଜୟ ଦୂରରେ ରହିଛି। ଗୁଜରାଟ ଟାଇଟନ୍ସକୁ ୧୫ ରନ୍ରେ ପରାସ୍ତ କରି ଚେନ୍ନାଇ ସୁପର୍ କିଙ୍ଗ୍ସ ସିଧାସଳଖ ଫାଇନାଲ୍ରେ ପ୍ରବେଶ କରିଛି ଧୋନୀ ବାହିନୀ।