ଖଡ଼ାଶାଗ ବିକିବାକୁ ‘ଅଡି’ କାର୍ ଚଢ଼ି ଯାଉଛନ୍ତି କେରଳ କୃଷକ
ରାସ୍ତାକଡ଼ ହାଟରେ ବିକିବା ପାଇଁ କେରଳର ଜଣେ କୃଷକ ‘ଅଡ଼ି ଏ୪’ କାର୍ରେ ଖଡ଼ା ବୋହି ନେବା ଦୃଶ୍ୟ ସମ୍ପ୍ରତି ସାମାଜିକ ଗଣମାଧ୍ୟମରେ ଚହଳ ପକାଇଛି।
Loading...
ବିଧାନସଭା ନିର୍ବାଚନ ପୂର୍ବରୁ ପଞ୍ଜାବରେ କଂଗ୍ରେସ ନେତୃତ୍ୱାଧୀନ ସରକାରଙ୍କୁ ବଡ଼ ଝଟ୍କା ଲାଗିଛି। ପଞ୍ଜାବ ମୁଖ୍ୟମନ୍ତ୍ରୀ ଚରଣଜିତ ଚନ୍ନୀଙ୍କ ପୁତୁରା ଭୂପିନ୍ଦର ସିଂ ହନୀଙ୍କୁ ଇଡି(ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ) ଗିରଫ କରିଛି।
ବିଧାନସଭା ନିର୍ବାଚନ ପୂର୍ବରୁ ପଞ୍ଜାବରେ କଂଗ୍ରେସ ନେତୃତ୍ୱାଧୀନ ସରକାରଙ୍କୁ ବଡ଼ ଝଟ୍କା ଲାଗିଛି। ପଞ୍ଜାବ ମୁଖ୍ୟମନ୍ତ୍ରୀ ଚରଣଜିତ ଚନ୍ନୀଙ୍କ ପୁତୁରା ଭୂପିନ୍ଦର ସିଂ ହନୀଙ୍କୁ ଇଡି(ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ) ଗିରଫ କରିଛି। ଗତକାଲି ଭୂପିନ୍ଦରଙ୍କୁ ଇଡି ଗିରଫ କରିଥିବା ସୂଚନା ମିଳିଛି। ଗିରଫ ପରେ ହସ୍ପିଟାଲ୍ରେ ତାଙ୍କର ସ୍ୱାସ୍ଥ୍ୟ ଯାଞ୍ଚ କରାଯାଇଥିଲା। ବେଆଇନ ଖଣି ଖନନ ଅଭିଯୋଗରେ ଭୂପିନ୍ଦର ଗିରଫ ହୋଇଛନ୍ତି।
Shakespeare, in the beautiful garden, among the party. Some of the hall: in fact she was ever to.
ରାସ୍ତାକଡ଼ ହାଟରେ ବିକିବା ପାଇଁ କେରଳର ଜଣେ କୃଷକ ‘ଅଡ଼ି ଏ୪’ କାର୍ରେ ଖଡ଼ା ବୋହି ନେବା ଦୃଶ୍ୟ ସମ୍ପ୍ରତି ସାମାଜିକ ଗଣମାଧ୍ୟମରେ ଚହଳ ପକାଇଛି।
ସିନେମା ‘ମାର୍କ ଆଣ୍ଟନୀ’ ସେପ୍ଟେମ୍ବର ୧୫ ତାରିଖରେ ରିଲିଜ ହୋଇଛି। ଏହି ସିନେମାକୁ ଦର୍ଶକ ଖୁବ ପସନ୍ଦ ବି କରୁଛନ୍ତି। ‘ମାର୍କ ଆଣ୍ଟନୀ’ର ହିନ୍ଦୀ ଭର୍ସନ ସେପ୍ଟେମ୍ବର ୨୮ରେ ରିଲିଜ ହେବ।
ମେ’ ୧୯ରେ ୨୦୦୦ ନୋଟ୍ ନୋଟ୍ ପ୍ରତ୍ୟାହାର ବାବଦରେ ଘୋଷଣା କରିଥିଲା ରିଜର୍ଭ ବ୍ୟାଙ୍କ । ଏହା ମେ’ ୨୩ରୁ ଆରମ୍ଭ ହୋଇଥିଲା ଓ ଆଜି ଏହାର ଶେଷ ଅବଧି ଥିଲା।