Loading...

ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲା: ତିହାର ଜେଲରେ ଇଡି

ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲା: ତିହାର ଜେଲରେ ଇଡି

ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲାରେ ଗିରଫ ହୋଇ ତିହାର ଜେଲରେ ଅଛନ୍ତି ଦିଲ୍ଲୀର ପୂର୍ବତନ ଉପ ମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ । ଆଜି ଜେଲରେ ପହଞ୍ଚି ସିସୋଦିଆଙ୍କୁ ପଚରା ଉଚରା ଆରମ୍ଭ କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ।

ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲାରେ ଗିରଫ ହୋଇ ତିହାର ଜେଲରେ ଅଛନ୍ତି ଦିଲ୍ଲୀର ପୂର୍ବତନ ଉପ ମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ । ଆଜି ଜେଲରେ ପହଞ୍ଚି ସିସୋଦିଆଙ୍କୁ ପଚରା ଉଚରା ଆରମ୍ଭ କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ । ସିସୋଦିଆଙ୍କ ଜାମିନ ଆବେଦନ ଖାରଜ ହେବା ପରେ ବର୍ତ୍ତମାନ ସେ ତିହାର ଜେଲରେ ଅଛନ୍ତି । ଆସନ୍ତା 20 ତାରିଖ ପର୍ଯ୍ୟନ୍ତ ବିଚାର ବିଭାଗୀୟ ହାଜତରେ ରହିବେ ସିସୋଦିଆ । ତେବେ ଅବକାରୀ ଦୁର୍ନୀତି ନେଇ ସିସୋଦିଆଙ୍କୁ ଇଡି ଜେରା କରୁଛି ।

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.