ଖଡ଼ାଶାଗ ବିକିବାକୁ ‘ଅଡି’ କାର୍ ଚଢ଼ି ଯାଉଛନ୍ତି କେରଳ କୃଷକ
ରାସ୍ତାକଡ଼ ହାଟରେ ବିକିବା ପାଇଁ କେରଳର ଜଣେ କୃଷକ ‘ଅଡ଼ି ଏ୪’ କାର୍ରେ ଖଡ଼ା ବୋହି ନେବା ଦୃଶ୍ୟ ସମ୍ପ୍ରତି ସାମାଜିକ ଗଣମାଧ୍ୟମରେ ଚହଳ ପକାଇଛି।
Loading...
ବହୁ ଚର୍ଚ୍ଚିତ ଲେଡି ବ୍ଲାକମେଲର ଅର୍ଚ୍ଚନା ନାଗ ମାମଲାରେ ଆଜି ଚାର୍ଜସିଟ୍ ଦାଖଲ କରିବ ଇଡି। ଆଜି ୧୩୦୦ ପୃଷ୍ଠାର ପ୍ରାଥମିକ ଚାର୍ଜସିଟ୍ ଦାଖଲ କରିବ ଇଡି ।
ବହୁ ଚର୍ଚ୍ଚିତ ଲେଡି ବ୍ଲାକମେଲର ଅର୍ଚ୍ଚନା ନାଗ ମାମଲାରେ ଆଜି ଚାର୍ଜସିଟ୍ ଦାଖଲ କରିବ ଇଡି। ଆଜି ୧୩୦୦ ପୃଷ୍ଠାର ପ୍ରାଥମିକ ଚାର୍ଜସିଟ୍ ଦାଖଲ କରିବ ଇଡି । ମୁଖ୍ୟତଃ ଏହି ଘଟଣାର ମୁଖ୍ୟ ଅଭିଯୁକ୍ତ ଅର୍ଚ୍ଚନା, ଜଗବନ୍ଧୁ ଓ ଖଗେଶ୍ୱରଙ୍କ ବିରୋଧରେ ଏହି ଚାର୍ଜସିଟ୍ ଦାଖଲ କରାଯିବ ।ଏହାବାଦ ଏହି ମାମଲାରେ ଜେରାର ସମ୍ମୁଖୀନ ସମସ୍ତଙ୍କର ଅଡିଓ, ଭିଡିଓ ରେକର୍ଡ ବି ଦାଖଲ କରାଯିବ ବୋଲି ସୂଚନା ମିଳିଛି । ଏହାପୂର୍ବରୁ ଅର୍ଚ୍ଚନା, ତାଙ୍କ ସ୍ବାମୀ ଜଗବନ୍ଧୁ ଚାନ୍ଦ ଏବଂ ସହଯୋଗୀ ଖଗେଶ୍ୱରର ସମ୍ପତ୍ତି ବାଜ୍ୟାପ୍ତି ପାଇଁ ତିନି ଜଣଙ୍କୁ ଇଡି ନୋଟିସ୍ କରିଛି । ଜବତ ହୋଇଥିବା ସମ୍ପତ୍ତି କାହିଁକି ବାଜ୍ୟାପ୍ତି ନହେବ ତାହା ଜଣାଇବାକୁ କାରଣ ଦର୍ଶାଅ ନୋଟିସ କରିଛି ED ।
Shakespeare, in the beautiful garden, among the party. Some of the hall: in fact she was ever to.
ରାସ୍ତାକଡ଼ ହାଟରେ ବିକିବା ପାଇଁ କେରଳର ଜଣେ କୃଷକ ‘ଅଡ଼ି ଏ୪’ କାର୍ରେ ଖଡ଼ା ବୋହି ନେବା ଦୃଶ୍ୟ ସମ୍ପ୍ରତି ସାମାଜିକ ଗଣମାଧ୍ୟମରେ ଚହଳ ପକାଇଛି।
ସିନେମା ‘ମାର୍କ ଆଣ୍ଟନୀ’ ସେପ୍ଟେମ୍ବର ୧୫ ତାରିଖରେ ରିଲିଜ ହୋଇଛି। ଏହି ସିନେମାକୁ ଦର୍ଶକ ଖୁବ ପସନ୍ଦ ବି କରୁଛନ୍ତି। ‘ମାର୍କ ଆଣ୍ଟନୀ’ର ହିନ୍ଦୀ ଭର୍ସନ ସେପ୍ଟେମ୍ବର ୨୮ରେ ରିଲିଜ ହେବ।
ମେ’ ୧୯ରେ ୨୦୦୦ ନୋଟ୍ ନୋଟ୍ ପ୍ରତ୍ୟାହାର ବାବଦରେ ଘୋଷଣା କରିଥିଲା ରିଜର୍ଭ ବ୍ୟାଙ୍କ । ଏହା ମେ’ ୨୩ରୁ ଆରମ୍ଭ ହୋଇଥିଲା ଓ ଆଜି ଏହାର ଶେଷ ଅବଧି ଥିଲା।