Loading...

ଶିକ୍ଷା ଓ ନିଯୁକ୍ତି

ଏଣିକି ଓଡ଼ିଆ ଭାଷାରେ ଓଏଏସ୍‌ ପରୀକ୍ଷା ଦେବେ ପରୀକ୍ଷାର୍ଥୀ

ଏଣିକି ଓଡ଼ିଆ ଭାଷାରେ ଓଏଏସ୍‌ ପରୀକ୍ଷା ଦେବେ ପରୀକ୍ଷାର୍ଥୀ

ସର୍ବଭାରତୀୟ ପ୍ରଶାସନିକ ସେବାରେ ୧୯୮୦ରୁ ବହୁ ଭାଷାରେ ପରୀକ୍ଷା ହୋଇ ଆସୁଛି। ଯାହାକି ବର୍ତ୍ତମାନ ୨୨ରେ ପହଞ୍ଚିଛି। ମାତ୍ର ଓଏଏସ ପରୀକ୍ଷା ଓଡ଼ିଆ ଭାଷାରେ ହୋଇ ପାରୁ ନଥିବାରୁ ଭାଷାପ୍ରେମୀଙ୍କ ମଧ୍ୟରେ ବିଭିନ୍ନ ସମୟରେ ଅସନ୍ତୋଷ ପ୍ରକାଶ ପାଇଥିଲା।

କାଲିଠୁ ଆରମ୍ଭ ହେବ ଯୁକ୍ତ ଦୁଇ ପ୍ରଥମ ବର୍ଷ ପାଠପଢା

କାଲିଠୁ ଆରମ୍ଭ ହେବ ଯୁକ୍ତ ଦୁଇ ପ୍ରଥମ ବର୍ଷ ପାଠପଢା

ଆସନ୍ତା ସେପ୍ଟେମ୍ବର ୨୨ରୁ ଆରମ୍ଭ ହେବ ସାରା ରାଜ୍ୟରେ ପ୍ରଥମ ପର୍ଯ୍ୟାୟରେ ଏକାଦଶ ପାଠପଢା (Plus two class) । ଏନେଇ ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ (School and mass education minister Samir Dash ।

ପୂଜା ଛୁଟି ପରେ ପିଲାଏ ପଢ଼ିବେ ପୁରୁଣା ପାଠ, ଘରୋଇ ସଂସ୍ଥା ଦ୍ୱାରା ପିଲାଏ ପଢ଼ିବେ ପାଠ

ପୂଜା ଛୁଟି ପରେ ପିଲାଏ ପଢ଼ିବେ ପୁରୁଣା ପାଠ, ଘରୋଇ ସଂସ୍ଥା ଦ୍ୱାରା ପିଲାଏ ପଢ଼ିବେ ପାଠ

ପୂଜା ଛୁଟି ପରେ ପିଲାଏ ପଢ଼ିବେ ପୁରୁଣା ପାଠ । ଏନେଇ ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ ହୋଇସାରିଛି । କୋଭିଡ ପାଇଁ ଦୁଇ ବର୍ଷର ଶିକ୍ଷାରେ ହୋଇଥିବା କ୍ଷତି ଭରଣା ପାଇଁ ଲର୍ଣ୍ଣି ରିକଭରି ପ୍ରୋଗ୍ରାମ ଜରିଆରେ ଏକ୍ସଟ୍ରା କ୍ଲାସରେ ପାଠ ପଢିବେ ଛାତ୍ରଛାତ୍ରୀ ।

ଆଜିଠୁ ଆରମ୍ଭ ହେଲା ଯୁକ୍ତ୨ ଇନ୍‌ଷ୍ଟାଣ୍ଟ ପରୀକ୍ଷା

ଆଜିଠୁ ଆରମ୍ଭ ହେଲା ଯୁକ୍ତ୨ ଇନ୍‌ଷ୍ଟାଣ୍ଟ ପରୀକ୍ଷା

ଯୁକ୍ତ୨ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ବିଭାଗର ଇନ୍‌ଷ୍ଟାଣ୍ଟ ପରୀକ୍ଷା ମଙ୍ଗଳବାରଠାରୁ ଆରମ୍ଭ ହେବ। ଦୁଇ ଦିନ ଧରି ଅନୁଷ୍ଠିତ ହେବାକୁ ଥିବା ଏହି ପରୀକ୍ଷାର ପ୍ରଥମ ଦିନ ଅର୍ଥାତ୍‌ ସେପ୍ଟେମ୍ବର ୧୩ରେ କଳା, ବିଜ୍ଞାନ, ବାଣିଜ୍ୟ, ଧନ୍ଦାମୂଳକ ଓ ଡିଷ୍ଟାନ୍ସ ଏଜୁକେସନ୍‌ ବିଭାଗର ରେଗୁଲାର ଏବଂ ଏକ୍ସ-ରେଗୁଲାର ଛାତ୍ରଛାତ୍ରୀଙ୍କ ଥିଓରି ପରୀକ୍ଷା ଅନୁଷ୍ଠିତ ହେବ।

ଗ୍ରୀଷ୍ମ ପ୍ରବାହ ପାଇଁ କାଲିଠାରୁ ମଇ ୨ ଯାଏ ମହାବିଦ୍ୟାଳୟ ଓ ବିଶ୍ବବିଦ୍ୟାଳୟରେ କ୍ଲାସ୍ ବନ୍ଦ

ଗ୍ରୀଷ୍ମ ପ୍ରବାହ ପାଇଁ କାଲିଠାରୁ ମଇ ୨ ଯାଏ ମହାବିଦ୍ୟାଳୟ ଓ ବିଶ୍ବବିଦ୍ୟାଳୟରେ କ୍ଲାସ୍ ବନ୍ଦ

ଆସନ୍ତାକାଲିଠାରୁ ମଇ ୨ ତାରିଖ ଯାଏ ମହାବିଦ୍ୟାଳୟ ଓ ବିଶ୍ବବିଦ୍ୟାଳୟରେ କ୍ଲାସ୍ ବନ୍ଦ ରହିବ। ଏନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି।ରାଜ୍ୟରେ ପ୍ରବଳ ଗ୍ରୀଷ୍ମପ୍ରବାହ ଦୃଷ୍ଟିରୁ କାଲିଠାରୁ ୟୁଜି/ପିଜି କ୍ଲାସ ବନ୍ଦ ରହିବ। ତେବେ ପରୀକ୍ଷା, ମୂଲ୍ୟାୟନ ଆଦି ଜାରି ରହିବ।

ଯୁକ୍ତ ଦୁଇ ପରୀକ୍ଷା ପାଇଁ ଖୋଲିଲା ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍

ଯୁକ୍ତ ଦୁଇ ପରୀକ୍ଷା ପାଇଁ ଖୋଲିଲା ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍

ଏପ୍ରିଲ୍ ୨୮ ତାରିଖରୁ ଆରମ୍ଭ ହେବାକୁ ଯାଉଛି ଦ୍ୱାଦଶ ଶ୍ରେଣୀ ପରୀକ୍ଷା। ମେ’ ୩୧ ତାରିଖ ପର୍ଯ୍ୟନ୍ତ ଚାଲିବ। ଏଥିପାଇଁ ସବୁ ପ୍ରକାର ପ୍ରସ୍ତୁତି ପ୍ରାୟତଃ ଶେଷ ହୋଇଛି। ପରୀକ୍ଷାକୁ ଦୃଷ୍ଟିରେ ରଖି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(CHSE) ପକ୍ଷରୁ ଆଜିଠାରୁ ଖୋଲିଛି ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍‌।

ଆଜିଠାରୁ ସିବିଏସଇ ଦଶମ ଓ ଦ୍ୱାଦଶ ଟର୍ମ-୨ ପରୀକ୍ଷା

ଆଜିଠାରୁ ସିବିଏସଇ ଦଶମ ଓ ଦ୍ୱାଦଶ ଟର୍ମ-୨ ପରୀକ୍ଷା

କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ, ସିବିଏସଇର ଦଶମ ଓ ଦ୍ୱାଦଶ ଟର୍ମ-୨ ପରୀକ୍ଷା ଆଜି ଠାରୁ ଆରମ୍ଭ ହେଉଛି । ଅଫଲାଇନ ମୋଡରେ ହେବାକୁ ଥିବା ଏହି ପରୀକ୍ଷା ପ୍ରାୟ ୫୦ ଦିନ ଚାଲିବ ।

ଯୁକ୍ତ୨ ପରୀକ୍ଷା ପରିଚାଳନା ପାଇଁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସ୍କ୍ବାଡ୍‌ ଗଠିତ

ଯୁକ୍ତ୨ ପରୀକ୍ଷା ପରିଚାଳନା ପାଇଁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସ୍କ୍ବାଡ୍‌ ଗଠିତ

କେନ୍ଦ୍ରୀୟ ଜୋ‌ନ୍‌ ସ୍କ୍ବାଡ୍‌ରେ ସର୍ବାଧିକ ୫୮ ଜଣ ସଦସ୍ୟ ରହିଥିବା ବେଳେ ସମ୍ବଲପୁର ଜୋନାଲ୍‌ ସ୍କ୍ବାଡ୍‌ରେ ୩୫, ବାରିପଦା ଓ ବ୍ରହ୍ମପୁର ଜୋନାଲ୍‌ ସ୍କ୍ବାଡ୍‌ରେ ୩୦ ଜଣ ଲେଖାଏ ସଦସ୍ୟ ରହିଛନ୍ତି।

>