ଆଜିଠାରୁ ସିବିଏସଇ ଦଶମ ଓ ଦ୍ୱାଦଶ ଟର୍ମ-୨ ପରୀକ୍ଷା
କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ, ସିବିଏସଇର ଦଶମ ଓ ଦ୍ୱାଦଶ ଟର୍ମ-୨ ପରୀକ୍ଷା ଆଜି ଠାରୁ ଆରମ୍ଭ ହେଉଛି । ଅଫଲାଇନ ମୋଡରେ ହେବାକୁ ଥିବା ଏହି ପରୀକ୍ଷା ପ୍ରାୟ ୫୦ ଦିନ ଚାଲିବ ।
Loading...
କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ, ସିବିଏସଇର ଦଶମ ଓ ଦ୍ୱାଦଶ ଟର୍ମ-୨ ପରୀକ୍ଷା ଆଜି ଠାରୁ ଆରମ୍ଭ ହେଉଛି । ଅଫଲାଇନ ମୋଡରେ ହେବାକୁ ଥିବା ଏହି ପରୀକ୍ଷା ପ୍ରାୟ ୫୦ ଦିନ ଚାଲିବ ।
କେନ୍ଦ୍ରୀୟ ଜୋନ୍ ସ୍କ୍ବାଡ୍ରେ ସର୍ବାଧିକ ୫୮ ଜଣ ସଦସ୍ୟ ରହିଥିବା ବେଳେ ସମ୍ବଲପୁର ଜୋନାଲ୍ ସ୍କ୍ବାଡ୍ରେ ୩୫, ବାରିପଦା ଓ ବ୍ରହ୍ମପୁର ଜୋନାଲ୍ ସ୍କ୍ବାଡ୍ରେ ୩୦ ଜଣ ଲେଖାଏ ସଦସ୍ୟ ରହିଛନ୍ତି।
ଜାରି ରହିଛି ଗ୍ରୀଷ୍ମ ପ୍ରବାହ । ଏହାରି ଭିତରେ ସ୍କୁଲମାନଙ୍କରେ ଜୁନରେ 11 ଦିନିଆ ଖରାଦିନ ଛୁଟି ଘୋଷଣା ହୋଇଛି । ଯାହାକୁ ଅଭିଭାବକ ଓ ଛାତ୍ରଛାତ୍ରୀ ଅସନ୍ତୋଷ ପ୍ରକାଶ କରିଛନ୍ତି ।
ଆସନ୍ତା ୨୯ ତାରିଖରୁ ମାଟ୍ରିକ ପରୀକ୍ଷା ଆରମ୍ଭ ହେବ। ଦଶମ ଶ୍ରେଣୀ ସମେଟିଭ୍ ଆସେସ୍ମେଣ୍ଟ୍-୨ ତଥା ମାଟ୍ରିକ ପରୀକ୍ଷା ସହ ମଧ୍ୟମା, ଷ୍ଟେଟ୍ ଓପନ୍ ସ୍କୁଲ୍ ସାର୍ଟିଫିକେଟ୍, କରେସପେଣ୍ଡେଣ୍ଟ୍ କୋର୍ସ ପରୀକ୍ଷା ମଧ୍ୟ ଅନୁଷ୍ଠିତ ହେବ।
କରୋନା ମହାମାରୀ ଦେଶରେ ପାଦ ଦେବା ପରେ ପରୀକ୍ଷା ପ୍ରଣାଳୀରେ କିଛିଟା ପରିବର୍ତ୍ତନ ଅଣାଯାଇଛି । ଏହି ମହାମାରୀ ଜାରି ହେବା ପରେ ପ୍ରଥମ ଥର ପାଇଁ ପରୀକ୍ଷା ଦୁଇ ଟର୍ମରେ ଆୟୋଜିତ କରାଯାଇଛି ।
ଜୁନ୍ ୬ରୁ ୧୬ ପର୍ଯ୍ୟନ୍ତ ସ୍କୁଲ୍ରେ ଖରାଛୁଟି ଘୋଷଣା ହୋଇଛି। ବର୍ତ୍ତମାନ ଭଳି ସକାଳୁଆ ସ୍କୁଲ୍ ଚାଲୁ ରହିବ ଓ ଏଥିପାଇଁ ସମୟ ସାରଣୀରେ ପରିବର୍ତ୍ତନ କରାଯାଇଛି। ମେ’ ପହିଲାରୁ ଜୁନ୍ ୫ ପର୍ଯ୍ୟନ୍ତ ସକାଳ ୬ଟାରୁ ୯ଟା ଯାଏ ସ୍କୁଲ୍ ଚାଲିବ।
ଏଥର ମାତ୍ର ୧୦ ଦିନ ଖରାଛୁଟି। ଅବଶିଷ୍ଟ ଦିନମାନଙ୍କରେ ବି ହେବ ପିଲାଙ୍କ ପାଠପଢ଼ା। ଶ୍ରେଣୀରେ ଛାତ୍ରଛାତ୍ରୀଙ୍କୁ ପଢ଼ାଇବେ ଶିକ୍ଷକ ଶିକ୍ଷୟିତ୍ରୀ।ଏହି ସମୟରେ ପିଲାମାନଙ୍କ ପାଠପଢ଼ା ଜାରି ରଖିବାକୁ ବିଭାଗ ଯୋଜନା ପ୍ରସ୍ତୁତ କରିଛି।
ରାଜ୍ୟର ସରକାରୀ ଓ ଘରୋଇ କଲେଜ, ବିଶ୍ବବିଦ୍ୟାଳୟଗୁଡ଼ିକର ବୈଷୟିକ ପାଠ୍ୟକ୍ରମରେ ନାମଲେଖା ଲାଗି ଜୁନ୍ରେ ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା(ଓଜେଇଇ) ଅନୁଷ୍ଠିତ ହେବ।