Loading...

ଶିକ୍ଷା ଓ ନିଯୁକ୍ତି

ଯୁକ୍ତ ଦୁଇ ପରୀକ୍ଷା ବାତିଲ ଦାବିରେ ଛାତ୍ରଛାତ୍ରୀଙ୍କ ବିକ୍ଷୋଭ

ଯୁକ୍ତ ଦୁଇ ପରୀକ୍ଷା ବାତିଲ ଦାବିରେ ଛାତ୍ରଛାତ୍ରୀଙ୍କ ବିକ୍ଷୋଭ

ସଂକ୍ରମଣକୁ ଦୃଷ୍ଟିରେ ରଖି ଅନ୍ଲାଇନ୍ରେ ପାଠ ପଢ଼ାଯାଉଛି, କିନ୍ତୁ ଅଫ୍‌ଲାଇନ୍‌ରେ ପରୀକ୍ଷା କରାଯିବା ପାଇଁ ପ୍ରସ୍ତୁତି ଚାଲିଛି । ଏହାପଛର ଥିବା ଯୁକ୍ତି ସେମାନେ ଜାଣିପାରୁନାହାନ୍ତି ।

ଆଜିଠୁ ୟୁଟ୍ୟୁବ୍‌ରେ ପାଠ ପଢିବେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀ

ଆଜିଠୁ ୟୁଟ୍ୟୁବ୍‌ରେ ପାଠ ପଢିବେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀ

ସୋମବାରଠାରୁ ଶୁକ୍ରବାର ପର୍ଯ୍ୟନ୍ତ ନିୟମିତ ଭାବେ କ୍ଳାସ କରାଯିବ ।ରାଜ୍ୟରେ ପ୍ରଥମ ପର୍ଯ୍ୟାୟରେ ଆଜିଠୁ ଫେବୃଆରୀ ୧୧ ତାରିଖ ପର୍ଯ୍ୟନ୍ତ କ୍ଳାସର ତଥ୍ୟ ଦିଆଯିବ।

ସଠିକ ସମୟରେ ହେବ ମାଟ୍ରିକ୍ ଓ ଯୁକ୍ତ ଦୁଇ ପରୀକ୍ଷା

ସଠିକ ସମୟରେ ହେବ ମାଟ୍ରିକ୍ ଓ ଯୁକ୍ତ ଦୁଇ ପରୀକ୍ଷା

ମାଟ୍ରିକ୍ ଓ ଯୁକ୍ତ ଦୁଇ ପରୀକ୍ଷା ଯଥା ସମୟରେ ହେବ। ରାଜ୍ୟରେ କରୋନା ସଂକ୍ରମଣ ତଳମୁହାଁ ହୋଇଥିବାରୁ ପରୀକ୍ଷା ଘୁଞ୍ଚାଇବାର ଆବଶ୍ୟକତା ପଡ଼ି ନପାରେ।

୨୭ରୁ ଅନଲାଇନରେ ପାଠପଢିବେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀ

୨୭ରୁ ଅନଲାଇନରେ ପାଠପଢିବେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀ

ପ୍ରଥମରୁ ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ଲାଗି ପୁଣିଥରେ ୟୁ-ଟ୍ୟୁବ୍‌ ପାଠପଢ଼ା ଆରମ୍ଭ ହେବ। ଆସନ୍ତା ୨୭ ତାରିଖଠାରୁ ଛାତ୍ରଛାତ୍ରୀ ପୂର୍ବଭଳି ୟୁ-ଟ୍ୟୁବ୍‌ରେ କ୍ଲାସ କରିପାରିବେ।

କୋଭିଡ କଟକଣାରେ ହେବ ସିଭିଲ ସର୍ଭିସ ପରୀକ୍ଷା

କୋଭିଡ କଟକଣାରେ ହେବ ସିଭିଲ ସର୍ଭିସ ପରୀକ୍ଷା

କୋଭିଡ କଟକଣା ଭିତରେ ହେବ ସିଭିଲ ସର୍ଭିସ ପରୀକ୍ଷା । ଚଳିତ ମାସ ୨୦ ତାରିଖରୁ ସିଭିଲ୍ ସର୍ଭିସ୍ ପରୀକ୍ଷା ଆରମ୍ଭ ହେବାକୁ ଥିବାବେଳେ ୨୩ ତାରିଖ ଦିନ ଆସିଷ୍ଟାଣ୍ଟ ସର୍ଜନ ପଦବୀ ନିମନ୍ତେ ପରୀକ୍ଷା ଅନୁଷ୍ଠିତ ହେବ ।

ଜାନୁଆରୀ ୧୦ରୁ ବନ୍ଦ ରହିବ ସମସ୍ତ କଲେଜ ଓ ବିଶ୍ୱବିଦ୍ୟାଳୟ

ଜାନୁଆରୀ ୧୦ରୁ ବନ୍ଦ ରହିବ ସମସ୍ତ କଲେଜ ଓ ବିଶ୍ୱବିଦ୍ୟାଳୟ

କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରୁ ରାଜ୍ୟ ସରକାର କଟକଣାକୁ ବଢ଼ାଇ ଦେଇଛନ୍ତି। ଆସନ୍ତା ୧୦ ତାରିଖ ଠାରୁ ରାଜ୍ୟର ସମସ୍ତ ମହାବିଦ୍ୟାଳୟ, ବିଶ୍ବବିଦ୍ୟାଳୟ ଓ ବୈଷୟିକ ଶିକ୍ଷାନୁଷ୍ଠାନ ଗୁଡ଼ିକ ବନ୍ଦ ରହିବ।

ଆରମ୍ଭ ହେଲା ମାଟ୍ରିକ୍ ସମେଟିଭ ଆସେସମେଣ୍ଟ ୧- ପରୀକ୍ଷା

ଆରମ୍ଭ ହେଲା ମାଟ୍ରିକ୍ ସମେଟିଭ ଆସେସମେଣ୍ଟ ୧- ପରୀକ୍ଷା

ଆରମ୍ଭ ହେଲା ମାଟ୍ରିକ ସମେଟିଭ ଆସେସମେଣ୍ଟ ୧- ପରୀକ୍ଷା। ୮ ହଜାର ୯୩୧ ସ୍କୁଲରେ ପରୀକ୍ଷା ଦେଉଛନ୍ତି ୫ଲକ୍ଷ ୭୬ହଜାର ୨୨୩ ପରୀକ୍ଷାର୍ଥୀ। ୩ହଜାର ୯୩ କେନ୍ଦ୍ରରେ ହେଉଛି ପରୀକ୍ଷା ।

>