Loading...

ଶିକ୍ଷା ଓ ନିଯୁକ୍ତି

ନବମ ଏବଂ ଦଶମ ଶ୍ରେଣୀ ପିଲାଙ୍କ ପାଇଁ ନୂଆ ପାଠ୍ୟକ୍ରମ, ୪ ବାଧ୍ୟତା ମୂଳକ ବିଷୟ

ନବମ ଏବଂ ଦଶମ ଶ୍ରେଣୀ ପିଲାଙ୍କ ପାଇଁ ନୂଆ ପାଠ୍ୟକ୍ରମ, ୪ ବାଧ୍ୟତା ମୂଳକ ବିଷୟ

ବୋର୍ଡ ଇତିହାସରେ ପ୍ରଥମ ଥର ପାଇଁ ପାଠ୍ୟକ୍ରମରେ ଆସିଲା ସଂସ୍କାର । ନବମ ଓ ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ ସାମିଲ୍ ହେଲା ଆଉ ଚାରିଟି ବିଷୟ । ଯାହାକି ବାଧ୍ୟତା ମୂଳକ ରହିବ ।

ଏଣିକି ଷ୍ଟାଫ୍‌ ସିଲେକ୍ସନ କମିସନ କରିବ ଶିକ୍ଷକ ନିଯୁକ୍ତି

ଏଣିକି ଷ୍ଟାଫ୍‌ ସିଲେକ୍ସନ କମିସନ କରିବ ଶିକ୍ଷକ ନିଯୁକ୍ତି

ଏବେ ଓଡ଼ିଶା ଷ୍ଟାଫ୍‌ ସିଲେକ୍ସନ କମିସନ ଦ୍ବାରା ଚୟନ ହେବେ ସରକାରୀ ମାଧ୍ୟମିକ ବିଦ୍ୟାଳୟର ଶିକ୍ଷକ ଶିକ୍ଷୟିତ୍ରୀ। ଆଉ କୌଣସି ବାହାର ସଂସ୍ଥାଙ୍କୁ ନିଯୁକ୍ତି ଲାଗି ଦାୟିତ୍ବ ଦିଆଯିବ ନାହିଁ ।

ଓଡ଼ିଆରେ OAS ପରୀକ୍ଷା ନିଷ୍ପତି ପରେ ଷ୍ଟଡି ମାଟେରିଆଲ୍‌କୁ ନେଇ ଆଶଙ୍କାରେ ପରୀକ୍ଷାର୍ଥୀ

ଓଡ଼ିଆରେ OAS ପରୀକ୍ଷା ନିଷ୍ପତି ପରେ ଷ୍ଟଡି ମାଟେରିଆଲ୍‌କୁ ନେଇ ଆଶଙ୍କାରେ ପରୀକ୍ଷାର୍ଥୀ

ଏଣିକି ଓଡ଼ିଆ ଭାଷାରେ ଦେଇ ହେବ ଓଏଏସ ପରୀକ୍ଷା ପ୍ରିଲିମ୍, ମେନ୍ ଓ ଇଣ୍ଟଭର୍ୟୁ । ସବୁ କିଛି ଏବେ ଓଡ଼ିଆରେ ହେବ । ଉଭୟ ଓଡିଆ ଏବଂ ଇଂରାଜୀ ଭାଷାରେ ପ୍ରସ୍ତୁତ ହେବ ପ୍ରଶ୍ନପତ୍ର । ଗଲା କ୍ୟାବିନେଟ୍‌ରେ ରାଜ୍ୟ ସରକାରଙ୍କ ଏ ନିଷ୍ପତ୍ତିକୁ ନେଇ ପରୀକ୍ଷାର୍ଥୀ ଉତ୍ସାହିତ ତ ଅଛନ୍ତି, ହେଲେ ଦ୍ୱନ୍ଦ୍ୱ ବି କମ୍ ନାହିଁ ।

ଓଡ଼ିଶା ଟିଚର ଏଲିଜିବିଲିଟି ଟେଷ୍ଟ ପାଇଁ ଆସନ୍ତା ୧୦ରୁ ଆରମ୍ଭ ହେବ ଅନଲାଇନରେ ଆବେଦନ ପ୍ରକ୍ରିୟା

ଓଡ଼ିଶା ଟିଚର ଏଲିଜିବିଲିଟି ଟେଷ୍ଟ ପାଇଁ ଆସନ୍ତା ୧୦ରୁ ଆରମ୍ଭ ହେବ ଅନଲାଇନରେ ଆବେଦନ ପ୍ରକ୍ରିୟା

ଓଡ଼ିଶା ଟିଚର ଏଲିଜିବିଲିଟି ଟେଷ୍ଟ ବା ଓଟିଇଟି ଦ୍ୱିତୀୟ ପରୀକ୍ଷା ପାଇଁ ଆବେଦନ ଆହ୍ଵାନ । ୧୦ ତାରିଖରୁ ଆରମ୍ଭ ହେବ ଅନଲାଇନରେ ଆବେଦନ ପ୍ରକ୍ରିୟା । ଇଚ୍ଛୁକ ଛାତ୍ରଛାତ୍ରୀ www.bseodisha.ac.in େଓ୍ଵବସାଇଟରେ ଆବେଦନ କରିବେ।

ଅବସରପ୍ରାପ୍ତ ଶିକ୍ଷକଙ୍କୁ ପୁନଃ ନିଯୁକ୍ତି ଦେବେ ଯୋଗୀ ସରକାର

ଅବସରପ୍ରାପ୍ତ ଶିକ୍ଷକଙ୍କୁ ପୁନଃ ନିଯୁକ୍ତି ଦେବେ ଯୋଗୀ ସରକାର

ଅବସରପ୍ରାପ୍ତ ଶିକ୍ଷକ, ଶିକ୍ଷୟିତ୍ରୀ ପୁଣି କରିବେ ଚାକିରି। ଏହି ସୁଯୋଗ ଆଣିଛନ୍ତି ଉତ୍ତର ପ୍ରଦେଶର ଯୋଗୀ ସରକାର। ରାଜ୍ୟର ଅବସରପ୍ରାପ୍ତ ଶିକ୍ଷକମାନଙ୍କୁ ବିଭିନ୍ନ ବିଦ୍ୟାଳୟରେ ମେଣ୍ଟର ରୂପେ ନିଯୁକ୍ତ କରାଯିବ।

୨୨୫୦ ମାର୍କର ପରୀକ୍ଷା ବଦଳରେ ୨୦୦୦ ମାର୍କର ପରୀକ୍ଷା ଦେବେ ଓଡ଼ିଶା ସିଭିଲ ସର୍ଭିସ ଆଶୟୀ ଛାତ୍ରଛାତ୍ରୀ

୨୨୫୦ ମାର୍କର ପରୀକ୍ଷା ବଦଳରେ ୨୦୦୦ ମାର୍କର ପରୀକ୍ଷା ଦେବେ ଓଡ଼ିଶା ସିଭିଲ ସର୍ଭିସ ଆଶୟୀ ଛାତ୍ରଛାତ୍ରୀ

ଆଜି ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷାରେ ସଂଶୋଧନକୁ ମିଳିଛି କ୍ୟାବିନେଟ ମଞ୍ଜୁରୀ । ଏଣିକି ୨୨୫୦ ମାର୍କର ପରୀକ୍ଷା ବଦଳରେ ୨୦୦୦ ମାର୍କର ପରୀକ୍ଷା ଦେବେ ପରୀକ୍ଷାର୍ଥୀ।

OAS ଭଳି ଓଡିଆରେ ହେବ OCS ପରୀକ୍ଷା

OAS ଭଳି ଓଡିଆରେ ହେବ OCS ପରୀକ୍ଷା

OCS ପରୀକ୍ଷା ନେଇ ରାଜ୍ୟ କ୍ୟାବିନେଟ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ଏଣିକି OCSରେ ଗୋଟିଏ ଅପ୍ସନାଲ୍। ଓଡ଼ିଶା ସିଭିଲ ସର୍ଭିସେସ୍ ଏକଜାମ୍ ସଂଶୋଧନ ପ୍ରସ୍ତାବକୁ ମଂଜୁରୀ ମିଳିଛି।

ଓଡ଼ିଶାରେ ବୈଧ ଆନ୍ଧ୍ର ବିଏଡ୍‌

ଓଡ଼ିଶାରେ ବୈଧ ଆନ୍ଧ୍ର ବିଏଡ୍‌

ଓଡ଼ିଶାରେ ଶିକ୍ଷକତା ପାଇଁ ଆନ୍ଧ୍ର ବିଏଡ୍‌ ସାର୍ଟିଫିକେଟ୍‌ ଅବୈଧ ନୁହେଁ। ଆନ୍ଧ୍ର ପ୍ରଦେଶ କିମ୍ବା ନାଗାର୍ଜୁନ ବିଶ୍ବବିଦ୍ୟାଳୟରେ ବିଏଡ୍‌ ପାଠ୍ୟକ୍ରମର କୃତୀ ଛାତ୍ରଛାତ୍ରୀ ଓଡ଼ିଶାର ସରକାରୀ ବିଦ୍ୟାଳୟରେ ଚାକିରି କରିପାରିବେ।

>