ଜୁଲାଇରେ UG-PG ଶେଷ ସେମିଷ୍ଟର ପରୀକ୍ଷା, ଅଗଷ୍ଟ 15 ସୁଦ୍ଧା ଫଳ
ଆସନ୍ତା ଜୁଲାଇ ମାସରେ ଆରମ୍ଭ ହେବ 2021-22 ଶିକ୍ଷାବର୍ଷର ୟୁଜି-ପିଜି ଶେଷ ସେମିଷ୍ଟର ପରୀକ୍ଷା । ପାଠ୍ୟକ୍ରମର ଶେଷ ସେମିଷ୍ଟର ପରୀକ୍ଷା ଜୁଲାଇ ସୁଦ୍ଧା ଶେଷ କରିବାକୁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।
Loading...
ଆସନ୍ତା ଜୁଲାଇ ମାସରେ ଆରମ୍ଭ ହେବ 2021-22 ଶିକ୍ଷାବର୍ଷର ୟୁଜି-ପିଜି ଶେଷ ସେମିଷ୍ଟର ପରୀକ୍ଷା । ପାଠ୍ୟକ୍ରମର ଶେଷ ସେମିଷ୍ଟର ପରୀକ୍ଷା ଜୁଲାଇ ସୁଦ୍ଧା ଶେଷ କରିବାକୁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।
ପ୍ରଥମରୁ ସପ୍ତମ ଶ୍ରେଣୀ ସ୍କୁଲ ଖୋଲିବା ନେଇ ପୁଣି ଥରେ ଦ୍ୱନ୍ଦ୍ୱ ଉପୁଜିଛି । କାରଣ ଫେବୃଆରୀ ୨୮ ତାରିଖରୁ ଖୋଲିବାକୁ ଥିବା ପ୍ରଥମରୁ ସପ୍ତମ ଶ୍ରେଣୀ ବିଭିନ୍ନ କାରଣରୁ ଖୋଲିନପାରେ ।
ବାତିଲ ହେବନି ମାଟ୍ରିକ୍ ଓ ଦ୍ୱାଦଶ ବୋର୍ଡ ପରୀକ୍ଷା । ସିବିଏସସି, ଆଇସିଏସସି ଓ ରାଜ୍ୟ ବୋର୍ଡର ମାଟ୍ରିକ୍ ଏବଂ ଦ୍ୱାଦଶ ପରୀକ୍ଷା ମାମଲାରେ ଶୁଣାଣି କରି ଏପରି ନିର୍ଦ୍ଦେଶ ଦେଇଛନ୍ତି ସର୍ବୋଚ୍ଚ ନାୟାଳୟ ।
ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍ଏସ୍ଇ) ଦ୍ବାରା ପରିଚାଳିତ ଯୁକ୍ତ୨ ପରୀକ୍ଷା ଏପ୍ରିଲ ମାସରେ ଅନୁଷ୍ଠିତ ହେବ। ତାରିଖ ଚୂଡ଼ାନ୍ତ ହୋଇ ନ ଥିଲେ ମଧ୍ୟ ଏପ୍ରିଲ ଦ୍ବିତୀୟ କିମ୍ବା ତୃତୀୟ ସପ୍ତାହରେ କରିବାକୁ ପରିଷଦ ପକ୍ଷରୁ ସଜବାଜ ଆରମ୍ଭ ହୋଇଛି।
ରାଜ୍ୟରେ ଚଳିତ ମାସ ୭ରୁ ଅଷ୍ଟମରୁ ଦ୍ୱାଦଶ(+୨) ପର୍ଯ୍ୟନ୍ତ ଛାତ୍ରଛାତ୍ରୀଙ୍କର ଶ୍ରେଣୀଗୃହ ଶିକ୍ଷାଦାନ ଆରମ୍ଭ ହୋଇଛି। ଏଥର ଦ୍ବାଦଶ ଶ୍ରେଣୀ ପରୀକ୍ଷା ଦେବାକୁ ପ୍ରାୟ ୩ ଲକ୍ଷ ୧୦ ହଜାର ଛାତ୍ରଛାତ୍ରୀ ଫର୍ମପୂରଣ କରିଛନ୍ତି।
ଫେବ୍ରୁଆରୀ ୨୮ରୁ ସ୍କୁଲରେ ଫିଜିକାଲ କ୍ଲାସ୍ ଆରମ୍ଭ ହେବ । ତେବେ ପୂର୍ବ ନିର୍ଦ୍ଧାରିତ ତାରିଖ ଅନୁସାରେ ଫେବ୍ରୁଆରୀ ୧୪ରେ କିନ୍ତୁ ଖୋଲିବ ସ୍କୁଲ ।
ଦ୍ୱାଦଶ ଶ୍ରେଣୀ କ୍ବାଟର ଶେଷ ପରୀକ୍ଷା ମାର୍କ ଅପଲୋଡ଼ ପାଇଁ ଅଧ୍ୟକ୍ଷମାନଙ୍କୁ ଚିଠି । ସମସ୍ତ ଅନୁବନ୍ଧିତ ଉଚ୍ଚ ମାଧ୍ୟମିକ ସ୍କୁଲ ଅଧ୍ୟକ୍ଷଙ୍କୁ ଚିଠି ଲେଖିଲା CHSE ।
ଚଳିତ ବର୍ଷ ହେବାକୁ ଥିବା ନିଟ୍ ପିଜି ପରୀକ୍ଷା-୨୦୨୨ ସ୍ଥିଗତି। ସୁପ୍ରିମକୋର୍ଟଙ୍କ ଶୁଣାଣି ପୂର୍ବରୁ ନିଜ ନିଷ୍ପତ୍ତି ବଦଳାଇଲେ କେନ୍ଦ୍ର ସରକାର।