Loading...

ଶିକ୍ଷା ଓ ନିଯୁକ୍ତି

ଖାଲି ଖୋଲିବନି ଶିକ୍ଷାନୁଷ୍ଠାନ: ପାଠପଢ଼ାରେ ହୋଇଥିବା କ୍ଷତି ଭରଣା ପାଇଁ ହେବ ଅତିରିକ୍ତ କ୍ଲାସ୍‌

ଖାଲି ଖୋଲିବନି ଶିକ୍ଷାନୁଷ୍ଠାନ: ପାଠପଢ଼ାରେ ହୋଇଥିବା କ୍ଷତି ଭରଣା ପାଇଁ ହେବ ଅତିରିକ୍ତ କ୍ଲାସ୍‌

ପୂର୍ବରୁ ଥିବା ଗାଇଡଲାଇନ୍‌ ଅନୁସାରେ ସ୍କୁଲ, କଲେଜ ଖୋଲିବ । ପାଠପଢ଼ାରେ ହୋଇଥିବା କ୍ଷତି ଭରଣା ପାଇଁ ଅତିରିକ୍ତ କ୍ଲାସ୍‌ ହେବ ।

ସ୍କୁଲ ଖୋଲିବା ନେଇ ୨ମାସ ମଧ୍ୟରେ ନିଷ୍ପତ୍ତି ନେବାକୁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

ସ୍କୁଲ ଖୋଲିବା ନେଇ ୨ମାସ ମଧ୍ୟରେ ନିଷ୍ପତ୍ତି ନେବାକୁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କରୋନା ସଂକ୍ରମଣ ସ୍ଥିତି ଯୋଗୁଁ ସ୍କୁଲ ବନ୍ଦ କରାଯିବା ନିଷ୍ପତ୍ତିକୁ ବିରୋଧ କରି ହାଇକୋର୍ଟରେ ମାମଲା ଦାୟର କରାଯାଇଥିଲା। ଆଜି ଏହାର ଶୁଣାଣି କରିଛନ୍ତି ହାଇକୋର୍ଟ।

ଯୁକ୍ତ ଦୁଇ ପରୀକ୍ଷା ବାତିଲ ଦାବିରେ ଛାତ୍ରଛାତ୍ରୀଙ୍କ ବିକ୍ଷୋଭ

ଯୁକ୍ତ ଦୁଇ ପରୀକ୍ଷା ବାତିଲ ଦାବିରେ ଛାତ୍ରଛାତ୍ରୀଙ୍କ ବିକ୍ଷୋଭ

ସଂକ୍ରମଣକୁ ଦୃଷ୍ଟିରେ ରଖି ଅନ୍ଲାଇନ୍ରେ ପାଠ ପଢ଼ାଯାଉଛି, କିନ୍ତୁ ଅଫ୍‌ଲାଇନ୍‌ରେ ପରୀକ୍ଷା କରାଯିବା ପାଇଁ ପ୍ରସ୍ତୁତି ଚାଲିଛି । ଏହାପଛର ଥିବା ଯୁକ୍ତି ସେମାନେ ଜାଣିପାରୁନାହାନ୍ତି ।

ଆଜିଠୁ ୟୁଟ୍ୟୁବ୍‌ରେ ପାଠ ପଢିବେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀ

ଆଜିଠୁ ୟୁଟ୍ୟୁବ୍‌ରେ ପାଠ ପଢିବେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀ

ସୋମବାରଠାରୁ ଶୁକ୍ରବାର ପର୍ଯ୍ୟନ୍ତ ନିୟମିତ ଭାବେ କ୍ଳାସ କରାଯିବ ।ରାଜ୍ୟରେ ପ୍ରଥମ ପର୍ଯ୍ୟାୟରେ ଆଜିଠୁ ଫେବୃଆରୀ ୧୧ ତାରିଖ ପର୍ଯ୍ୟନ୍ତ କ୍ଳାସର ତଥ୍ୟ ଦିଆଯିବ।

ସଠିକ ସମୟରେ ହେବ ମାଟ୍ରିକ୍ ଓ ଯୁକ୍ତ ଦୁଇ ପରୀକ୍ଷା

ସଠିକ ସମୟରେ ହେବ ମାଟ୍ରିକ୍ ଓ ଯୁକ୍ତ ଦୁଇ ପରୀକ୍ଷା

ମାଟ୍ରିକ୍ ଓ ଯୁକ୍ତ ଦୁଇ ପରୀକ୍ଷା ଯଥା ସମୟରେ ହେବ। ରାଜ୍ୟରେ କରୋନା ସଂକ୍ରମଣ ତଳମୁହାଁ ହୋଇଥିବାରୁ ପରୀକ୍ଷା ଘୁଞ୍ଚାଇବାର ଆବଶ୍ୟକତା ପଡ଼ି ନପାରେ।

୨୭ରୁ ଅନଲାଇନରେ ପାଠପଢିବେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀ

୨୭ରୁ ଅନଲାଇନରେ ପାଠପଢିବେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀ

ପ୍ରଥମରୁ ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ଲାଗି ପୁଣିଥରେ ୟୁ-ଟ୍ୟୁବ୍‌ ପାଠପଢ଼ା ଆରମ୍ଭ ହେବ। ଆସନ୍ତା ୨୭ ତାରିଖଠାରୁ ଛାତ୍ରଛାତ୍ରୀ ପୂର୍ବଭଳି ୟୁ-ଟ୍ୟୁବ୍‌ରେ କ୍ଲାସ କରିପାରିବେ।

କୋଭିଡ କଟକଣାରେ ହେବ ସିଭିଲ ସର୍ଭିସ ପରୀକ୍ଷା

କୋଭିଡ କଟକଣାରେ ହେବ ସିଭିଲ ସର୍ଭିସ ପରୀକ୍ଷା

କୋଭିଡ କଟକଣା ଭିତରେ ହେବ ସିଭିଲ ସର୍ଭିସ ପରୀକ୍ଷା । ଚଳିତ ମାସ ୨୦ ତାରିଖରୁ ସିଭିଲ୍ ସର୍ଭିସ୍ ପରୀକ୍ଷା ଆରମ୍ଭ ହେବାକୁ ଥିବାବେଳେ ୨୩ ତାରିଖ ଦିନ ଆସିଷ୍ଟାଣ୍ଟ ସର୍ଜନ ପଦବୀ ନିମନ୍ତେ ପରୀକ୍ଷା ଅନୁଷ୍ଠିତ ହେବ ।

>