Loading...

ଶିକ୍ଷା ଓ ନିଯୁକ୍ତି

ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସକାଳ ୭ରୁ ଖୋଲିଲା ସ୍କୁଲ

ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସକାଳ ୭ରୁ ଖୋଲିଲା ସ୍କୁଲ

ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଆଜିଠାରୁ ପିଲାଙ୍କର ଆରମ୍ଭ ହୋଇଛି ସକାଳୁଆ ସ୍କୁଲ। ସକାଳ ୭ଟାରୁ ସାଢେ଼ ୧୧ ଟା ଯାଏ ଚାଲିବ କ୍ଲାସ୍ ।

ଦୁଇଟି ପର୍ଯ୍ୟାୟରେ ଆରମ୍ଭ ହେଲା ଯୁକ୍ତ ଦୁଇ ଖାତାଦେଖା

ଦୁଇଟି ପର୍ଯ୍ୟାୟରେ ଆରମ୍ଭ ହେଲା ଯୁକ୍ତ ଦୁଇ ଖାତାଦେଖା

ଆରମ୍ଭ ହେଲା ଯୁକ୍ତ ଦୁଇ ଖାତା ଦେଖା । ଚଳିତ ବର୍ଷ ଦୁଇଟି ପର୍ଯ୍ୟାୟରେ ହେବାକୁ ଯାଉଛି ମୂଲ୍ୟାୟନ। ଆଜିଠୁ ପ୍ରଥମ ପର୍ଯ୍ୟାୟ ଖାତାଦେଖା ଆରମ୍ଭ ହୋଇ ଏପ୍ରିଲ ୨୩ରେ ସରିବ।

ଶିକ୍ଷା ବ୍ୟବସ୍ଥା ନୀତିରେ ବଡ ପରିବର୍ତ୍ତନ, ମାଟ୍ରିକ ବୋର୍ଡ ପରୀକ୍ଷା ଉଠିବା ନେଇ ପ୍ରସ୍ତାବ

ଶିକ୍ଷା ବ୍ୟବସ୍ଥା ନୀତିରେ ବଡ ପରିବର୍ତ୍ତନ, ମାଟ୍ରିକ ବୋର୍ଡ ପରୀକ୍ଷା ଉଠିବା ନେଇ ପ୍ରସ୍ତାବ

ନୂଆ ଜାତୀୟ ଶିକ୍ଷା କରିକୁଲମ୍ ଫ୍ରେମଓ୍ବାର୍କରେ ଆଉ ମାଟ୍ରିକ୍ ବୋର୍ଡ ପରୀକ୍ଷା ଭଳି ଗୋଟିଏ ପରୀକ୍ଷା ନରହିପାରେ ।ଏହି ନୂଆ ନିୟମ ଅନୁସାରେ, ନବମରୁ ଯୁକ୍ତ ଦୁଇ ପର୍ଯ୍ୟନ୍ତ ପରୀକ୍ଷା ବ୍ୟବସ୍ଥାରେ ବ୍ୟାପକ ପରିବର୍ତ୍ତନ ପାଇଁ ପ୍ରସ୍ତାବ ଦେଇଛି ନାସନାଲ୍ କାଉନସିଲ୍ ଫର ଏଜୁକେସନ ରିସର୍ଚ୍ଚ ଆଣ୍ଡ୍ ଟ୍ରେନିଂ ବା ଏନସିଇଆରଟି ।

ଏପ୍ରିଲ ୧୦ରୁ ଯୁକ୍ତ ଦୁଇ ପ୍ରଥମ ପର୍ଯ୍ୟାୟ ଖାତା ଦେଖା

ଏପ୍ରିଲ ୧୦ରୁ ଯୁକ୍ତ ଦୁଇ ପ୍ରଥମ ପର୍ଯ୍ୟାୟ ଖାତା ଦେଖା

ଆସନ୍ତା ୧୦ ତାରିଖରୁ ଆରମ୍ଭ ହେବ ଯୁକ୍ତ ୨ ଖାତା ମୂଲ୍ୟାୟନ ପ୍ରକ୍ରିୟା । ୨ଟି ପ୍ରର୍ୟ୍ୟାୟରେ ଉଭୟ ଅନ୍‌ଲାଇନ୍‌ ଓ ଅଫଲାଇନ୍‌ରେ ଖାତା ମୂଲ୍ୟାୟନ ହେବା ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି ।

ଆଜିଠୁ ଆରମ୍ଭ ହେବ ମାଟ୍ରିକ ଖାତା ମୂଲ୍ୟାୟନ

ଆଜିଠୁ ଆରମ୍ଭ ହେବ ମାଟ୍ରିକ ଖାତା ମୂଲ୍ୟାୟନ

ରାଜ୍ୟର ୫୬ଟି ମୂଲ୍ୟାୟନ କେନ୍ଦ୍ରରେ ପ୍ରାୟ ୧୩ ହଜାର ଶିକ୍ଷକ ଶିକ୍ଷୟିତ୍ରୀ ମୂଲ୍ୟାୟନ ପ୍ରକ୍ରିୟାରେ ସାମିଲ ହେବେ। ପ୍ରାୟ ୧୩ ହଜାର ଶିକ୍ଷକଶିକ୍ଷୟିତ୍ରୀ ଚଳିତ ବର୍ଷ ଖାତା ଦେଖିବେ ବୋଲି ସୂଚନା ମିଳିଛି।

ଏପ୍ରିଲ ୩ରୁ ଆରମ୍ଭ ହେବ ମାଟ୍ରିକ ଖାତା ମୂଲ୍ୟାୟନ

ଏପ୍ରିଲ ୩ରୁ ଆରମ୍ଭ ହେବ ମାଟ୍ରିକ ଖାତା ମୂଲ୍ୟାୟନ

ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ପକ୍ଷରୁ ପରିଚାଳିତ ମାଟ୍ରିକ, ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ ପରୀକ୍ଷାର ଖାତା ମୂଲ୍ୟାୟନ ଏପ୍ରିଲ ୩ରୁ ଆରମ୍ଭ ହେବ।

ଏଣିକି ୬୦ ନୁହେଁ ୧୦୦ ଟଙ୍କା ଦେୟ ଦେଇ ଯୁକ୍ତ ଦୁଇ ସାର୍ଟିଫିକଟେ ନେବେ ଛାତ୍ରଛାତ୍ରୀ

ଏଣିକି ୬୦ ନୁହେଁ ୧୦୦ ଟଙ୍କା ଦେୟ ଦେଇ ଯୁକ୍ତ ଦୁଇ ସାର୍ଟିଫିକଟେ ନେବେ ଛାତ୍ରଛାତ୍ରୀ

ଯୁକ୍ତ୨ ପରୀକ୍ଷାରେ କୃତକାର୍ଯ୍ୟ ହେଉଥିବା ଛାତ୍ରଛାତ୍ରୀଙ୍କୁ ସାର୍ଟିଫିକେଟ୍‌ ନେବା ସମୟରେ କଲେଜ କର୍ତ୍ତୃପକ୍ଷଙ୍କ ନିକଟରେ ୧୦୦ ଟଙ୍କା ଦାଖଲ କରିବାକୁ ପଡ଼ିବ।

>