ଆଜିଠୁ ଜୁନ ୬ ଯାଏଁ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
Loading...
ଏଥର ଜାନୁଆରୀ ୨୬ ଗଣତନ୍ତ୍ର ଦିବସ ପାଳନ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ହେବେ ଇଜିପ୍ଟର ରାଷ୍ଟ୍ରପତି ଅବଦେଲ ଫତହ ଅଲ ସିସି। ଏନେଇ ରବିବାର ସୂଚନା ଦେଇଛି ବୈଦେଶିକ ବ୍ୟାପାର ମନ୍ତ୍ରାଳୟ। ଏକ ବିବୃତ୍ତି ଜାରି କରି ଏମ୍ଇଏ କହିଛି “ପ୍ରଥମ ଥର ପାଇଁ ଆରବ ରିପବ୍ଲିକ ଅଫ୍ ଇଜିପ୍ଟର ରାଷ୍ଟ୍ରପତି ଗଣତନ୍ତ୍ର ଦିବସରେ ମୁଖ୍ୟ ଅତିଥି ହେବେ। ”

ଗଣତନ୍ତ୍ର ଦିବସରେ ଯୋଗ ଦେବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀ ଇଜିପ୍ଟ ରାଷ୍ଟ୍ରପତିଙ୍କୁ ଅକ୍ଟୋବର ୧୬ ତାରିଖରେ ଔପଚାରିକ ଭାବେ ନିମନ୍ତ୍ରଣ ପତ୍ର ପଠାଇଥିଲେ। ବୈଦେଶିକ ମନ୍ତ୍ରୀ ଏସ୍ ଜୟଙ୍କରଙ୍କ ମାଧ୍ୟମରେ ଏହି ନିମନ୍ତ୍ରଣ ପତ୍ର ପଠାଯାଇଥିଲା। ସଂଯୋଗର କଥା ହେଲା ଉଭୟ ଇଜିପ୍ଟ ଓ ଭାରତ ଚଳିତ ଥର ନିଜର ନିଜର ୭୫ ତମ ଗଣତନ୍ତ୍ର ଦିବସ ପାଳନ କରିବେ।
ଏହା ପୂର୍ବରୁ ଭାରତ ଅଧ୍ୟକ୍ଷତା କରିଥିବା ୨୦୨୨-୨୩ ଜି-୨୦ ବୈଠକରେ ଇଜିପ୍ଟକୁ ଅତିଥି ଦେଶ ଭାବେ ନିମନ୍ତ୍ରଣ କରିଥିଲା। ସଭ୍ୟତା ଓ ଦୁଇ ଦେଶର ଲୋକମାନଙ୍କ ମଧ୍ୟରେ ଥିବା ଉତ୍ତମ ସମ୍ପର୍କ ଯୋଗୁ ଭାରତ- ଇଜିପ୍ଟ ମଧ୍ୟରେ ମୈତ୍ରୀପୂର୍ଣ୍ଣ ସମ୍ପର୍କ ରହିଛି ବୋଲି ଜାରି ବିବୃତ୍ତିରେ କୁହାଯାଇଛି।
୧୯୫୦ରୁ ଗଣତନ୍ତ୍ରି ଦିବସଗୁଡ଼ିକରେ ବିଦେଶୀ ନେତାମାନେ ଯୋଗ ଦେଇଆସୁଛନ୍ତି। କେବଳ ୧୯୫୨,୧୯୫୩,୧୯୬୬ରେ କୌଣସି ବିଦେଶୀ ନେତାଙ୍କୁ ମୁଖ୍ୟ ଅତିଥି ଭାବେ ନିମନ୍ତ୍ରଣ କରାଯାଇ ନଥିଲା।
Shakespeare, in the beautiful garden, among the party. Some of the hall: in fact she was ever to.
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
ବରଯାତ୍ରୀ ସହ ବାଜା, ରୋଷଣି ନେଇ ବର ବେଶରେ ବାହାରିବେ ମହାପ୍ରଭୁ। କେଦାରଗୌରୀ ମନ୍ଦିରରେ ମା’ ପାର୍ବତୀଙ୍କ ସହ ପ୍ରଭୁ ଲିଙ୍ଗରାଜଙ୍କ ହାତଗଣ୍ଠି ପଡ଼ିବ। ଏନେଇ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ।
ପଞ୍ଚମ ଆଇପିଏଲ୍ ଟ୍ରଫିଠାରୁ ମହେନ୍ଦ୍ର ସିଂହ ଧୋନିଙ୍କ ଦଳ ଆଉ ମାତ୍ର ଗୋଟିଏ ବିଜୟ ଦୂରରେ ରହିଛି। ଗୁଜରାଟ ଟାଇଟନ୍ସକୁ ୧୫ ରନ୍ରେ ପରାସ୍ତ କରି ଚେନ୍ନାଇ ସୁପର୍ କିଙ୍ଗ୍ସ ସିଧାସଳଖ ଫାଇନାଲ୍ରେ ପ୍ରବେଶ କରିଛି ଧୋନୀ ବାହିନୀ।