ଆଜିଠୁ ଜୁନ ୬ ଯାଏଁ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
Loading...
ରାଜ୍ୟବାସୀଙ୍କ ଲାଗି ଖୁସି ଖବର । ଚଳିତ ଆର୍ଥିକ ବର୍ଷରେ ମଧ୍ୟ ବଢ଼ିବନି ବିଦ୍ୟୁତ ଦର । 2022-23 ପରି 2023-24 ଆର୍ଥିକ ବର୍ଷରେ ଅପରିବର୍ତ୍ତିତ ରହିବ ବିଜୁଳି ଦର । ଏହା ସହ ଗ୍ରାମାଞ୍ଚଳ ଗ୍ରାହକଙ୍କ ପାଇଁ 10 ପଇସା ରିହାତି ବ୍ୟବସ୍ଥା କରାଯାଇଛି ।
ରାଜ୍ୟବାସୀଙ୍କ ଲାଗି ଖୁସି ଖବର । ଚଳିତ ଆର୍ଥିକ ବର୍ଷରେ ମଧ୍ୟ ବଢ଼ିବନି ବିଦ୍ୟୁତ ଦର । 2022-23 ପରି 2023-24 ଆର୍ଥିକ ବର୍ଷରେ ଅପରିବର୍ତ୍ତିତ ରହିବ ବିଜୁଳି ଦର । ଏହା ସହ ଗ୍ରାମାଞ୍ଚଳ ଗ୍ରାହକଙ୍କ ପାଇଁ 10 ପଇସା ରିହାତି ବ୍ୟବସ୍ଥା କରାଯାଇଛି । ସେହିପରି ଶୀତଳ ଭଣ୍ଡାର ପାଇଁ ୟୁନିଟ ପିଛା 1 ଟଙ୍କା 60 ପଇସା ରିହାତି ବ୍ୟବସ୍ଥା କରାଯାଇଛି । ସାଧାରଣ ଉପଭୋକ୍ତା ଡିଜିଟାଲ ମୋଡ଼ରେ ପେମେଣ୍ଟ କଲେ ୪ ପ୍ରତିଶତ ରିହାତି ମିଳିବ। ପୂର୍ବରୁ ଏହା ୩ ପ୍ରତିଶତ ମିଳୁଥିଲା । ଲଗାତାର ଦ୍ୱିତୀୟ ବର୍ଷ ପାଇଁ ସାଧାରଣ ଉପଭୋକ୍ତାଙ୍କ ନିମନ୍ତେ ଟାରିଫ ବୃଦ୍ଧି ହୋଇନାହିଁ। କମିଶନ ବିଭିନ୍ନ ବିଦ୍ୟୁତ ବିତରଣ କମ୍ପାନୀଙ୍କୁ ନେଇ ଫେବୃଆରୀ ୧୩ ରୁ ମାର୍ଚ୍ଚ ୪ ପର୍ଯ୍ୟନ୍ତ ARR ଏବଂ ଟାରିଫ ଶୁଣାଣି କରିଥିଲେ। ଆସନ୍ତା ଏପ୍ରିଲ ପହିଲାରୁ ଏହି ବ୍ୟବସ୍ଥା ଲାଗୁ ହେବା ନେଇ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ଓଇଆରସି ସଚିବ ପ୍ରିୟବ୍ରତ ପଟ୍ଟନାୟକ ।
Shakespeare, in the beautiful garden, among the party. Some of the hall: in fact she was ever to.
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
ବରଯାତ୍ରୀ ସହ ବାଜା, ରୋଷଣି ନେଇ ବର ବେଶରେ ବାହାରିବେ ମହାପ୍ରଭୁ। କେଦାରଗୌରୀ ମନ୍ଦିରରେ ମା’ ପାର୍ବତୀଙ୍କ ସହ ପ୍ରଭୁ ଲିଙ୍ଗରାଜଙ୍କ ହାତଗଣ୍ଠି ପଡ଼ିବ। ଏନେଇ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ।
ପଞ୍ଚମ ଆଇପିଏଲ୍ ଟ୍ରଫିଠାରୁ ମହେନ୍ଦ୍ର ସିଂହ ଧୋନିଙ୍କ ଦଳ ଆଉ ମାତ୍ର ଗୋଟିଏ ବିଜୟ ଦୂରରେ ରହିଛି। ଗୁଜରାଟ ଟାଇଟନ୍ସକୁ ୧୫ ରନ୍ରେ ପରାସ୍ତ କରି ଚେନ୍ନାଇ ସୁପର୍ କିଙ୍ଗ୍ସ ସିଧାସଳଖ ଫାଇନାଲ୍ରେ ପ୍ରବେଶ କରିଛି ଧୋନୀ ବାହିନୀ।