ମାର୍ଚ୍ଚ ୧୦ ତାରିଖରୁ ଦ୍ୱିତୀୟ ସମେଟିଭ୍ ଆସେସମେଣ୍ଟ ପରୀକ୍ଷା ଦେବେ ପରୀକ୍ଷାର୍ଥୀ

ମାର୍ଚ୍ଚ ୧୦ ତାରିଖରୁ ଦ୍ୱିତୀୟ ସମେଟିଭ୍ ଆସେସମେଣ୍ଟ ପରୀକ୍ଷା ଦେବେ ପରୀକ୍ଷାର୍ଥୀ

ମାର୍ଚ୍ଚ ୧୦ ତାରିଖରୁ ଦ୍ୱିତୀୟ ସମେଟିଭ୍ ଆସେସମେଣ୍ଟ ପରୀକ୍ଷା ଦେବେ ପରୀକ୍ଷାର୍ଥୀ। ମାର୍ଚ୍ଚ ୧୦ରୁ ଆରମ୍ଭ ହୋଇ ୨୦ ତାରିଖ ପର୍ଯ୍ୟନ୍ତ ଚାଲୁ ରହିବ। ଏଥିନେଇ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପ୍ରସ୍ତୁତି ପର୍ବ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି।

ମାର୍ଚ୍ଚ ୧୦ ତାରିଖରୁ ଦ୍ୱିତୀୟ ସମେଟିଭ୍ ଆସେସମେଣ୍ଟ ପରୀକ୍ଷା ଦେବେ ପରୀକ୍ଷାର୍ଥୀ। ମାର୍ଚ୍ଚ ୧୦ରୁ ଆରମ୍ଭ ହୋଇ ୨୦ ତାରିଖ ପର୍ଯ୍ୟନ୍ତ ଚାଲୁ ରହିବ। ଏଥିନେଇ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପ୍ରସ୍ତୁତି ପର୍ବ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ଚଳିତ ବର୍ଷ ରାଜ୍ୟର ୩୨୧୮ ପରୀକ୍ଷା କେନ୍ଦ୍ରରେ ମୋଟ ୫ ଲକ୍ଷ ୪୧ ହଜାର ୨୪୭ ଜଣ ଛାତ୍ରଛାତ୍ରୀ ଏହି ପରୀକ୍ଷା ଦେବେ।ହବ୍‌ଗୁଡ଼ିକୁ ରବିବାରଠାରୁ ପ୍ରଶ୍ନପତ୍ର ପଠାଇବା ପ୍ରକ୍ରିୟା ଆରମ୍ଭ କରାଯାଇଛି। ପରକ୍ଷା ସାରିବାପରେ ୫୬ଟି ପରୀକ୍ଷା କେନ୍ଦ୍ରରେ ଖାତା ଦେଖା ଆରମ୍ଭ କରାଯିବ ବୋଲି ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି। 

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.