ଏଥର ସାଧାରଣତନ୍ତ୍ର ଦିବସ ପରେଡ୍‌ରେ ପ୍ରଦର୍ଶନ ହେବ ୨୩ଟି ପ୍ରଜ୍ଞାପନ ମେଢ଼

ଏଥର ସାଧାରଣତନ୍ତ୍ର ଦିବସ ପରେଡ୍‌ରେ ପ୍ରଦର୍ଶନ ହେବ ୨୩ଟି ପ୍ରଜ୍ଞାପନ ମେଢ଼

ଚଳିତ ବର୍ଷ ସାଧାରଣତନ୍ତ୍ର ଦିବସ ଅବସରରେ ନୂଆଦିଲ୍ଲୀସ୍ଥିତ କର୍ତ୍ତବ୍ୟ ପଥରେ ବିଭିନ୍ନ ରାଜ୍ୟ ଓ ମନ୍ତ୍ରାଳୟର ୨୩ଟି ପ୍ରଜ୍ଞାପନ ମେଢ଼ ପ୍ରଦର୍ଶନ କରାଯିବ।

ଚଳିତ ବର୍ଷ ସାଧାରଣତନ୍ତ୍ର ଦିବସ ଅବସରରେ ନୂଆଦିଲ୍ଲୀସ୍ଥିତ କର୍ତ୍ତବ୍ୟ ପଥରେ ବିଭିନ୍ନ ରାଜ୍ୟ ଓ ମନ୍ତ୍ରାଳୟର ୨୩ଟି ପ୍ରଜ୍ଞାପନ ମେଢ଼ ପ୍ରଦର୍ଶନ କରାଯିବ। ପ୍ରଜ୍ଞାପନ ମେଢ଼ ପ୍ରଦର୍ଶନ କରିବାକୁ ଥିବା ୧୭ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ମଧ୍ୟରେ ଅଛନ୍ତି ପଶ୍ଚିମବଙ୍ଗ, ଆସାମ, ଜମ୍ମୁ ଓ କଶ୍ମୀର। ସେହିପରି ସରକାରଙ୍କର କେତୋଟି ବିଭାଗ ଓ ମନ୍ତ୍ରାଳୟ ମଧ୍ୟ ୬ଟି ପ୍ରଜ୍ଞାପନ ମେଢ଼ ପ୍ରଦର୍ଶନ କରିବେ।ଏ ସଂକ୍ରାନ୍ତରେ ପ୍ରତିରକ୍ଷା ମନ୍ତ୍ରାଳୟ ଜାରି କରିଥିବା ବିବୃତିରେ ଉଲ୍ଲେଖ ଅଛି, ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରୁ ୧୭ଟି ଏବଂ କେତେକ ମନ୍ତ୍ରାଳୟ ଓ ବିଭାଗରୁ ୬ଟି ପ୍ରଜ୍ଞାପନ ମେଢ଼କୁ ମିଶାଇ ସମୁଦାୟ ୨୩ଟି ପ୍ରଜ୍ଞାପନ ମେଢ଼ ପ୍ରଦର୍ଶନ କରାଯିବ। ଏହି ପ୍ରଜ୍ଞାପନ ମେଢ଼ ସବୁ ଦେଶର ସମୃଦ୍ଧ ସାଂସ୍କୃତିକ ଐତିହ୍ୟ, ଅର୍ଥନୈତିକ ଅଗ୍ରଗତି ଏବଂ ବଳିଷ୍ଠ ଅଭ୍ୟନ୍ତରୀଣ ଓ ବାହ୍ୟ ନିରାପତ୍ତା ଉପରେ ଆଧାରିତ।

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.