ମନୀଷ ସିସୋଦିଆ ଗିରଫ ପ୍ରତିବାଦରେ ଦେଶବ୍ୟାପୀ ଆନ୍ଦୋଳନ କରିବ ଆପ୍

ମନୀଷ ସିସୋଦିଆ ଗିରଫ ପ୍ରତିବାଦରେ ଦେଶବ୍ୟାପୀ ଆନ୍ଦୋଳନ କରିବ ଆପ୍

ଦିଲ୍ଲୀ ଅବକାରୀ ନୀତି ଦୁର୍ନୀତି ମାମଲାରେ ସିବିଆଇ ଗତକାଲି ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କୁ ଗିରଫ କରିଛି । ଏହାକୁ ନିନ୍ଦା କରିବା ସହ ବିଜେପି ଉପରେ ବର୍ଷିଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ।

ଦିଲ୍ଲୀ ଅବକାରୀ ନୀତି ଦୁର୍ନୀତି ମାମଲାରେ ସିବିଆଇ ଗତକାଲି ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କୁ ଗିରଫ କରିଛି । ଏହାକୁ ନିନ୍ଦା କରିବା ସହ ବିଜେପି ଉପରେ ବର୍ଷିଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ । ରବିବାର 8 ଘଣ୍ଟା ପଚରାଉଚରା କରିବା ପରେ ତଦନ୍ତରେ ସହଯୋଗ ନ କରିବା ନେଇ ସିସୋଦିଆଙ୍କୁ ସିବିଆଇ ଗିରଫ କରିଥିଲା । ମନୀଷ ସିସୋଦିଆଙ୍କ ଗିରଫଦାରୀକୁ ବିରୋଧ କରି ଆଜି ଦେଶବ୍ୟାପୀ ଆନ୍ଦୋଳନ କରିବ ଆମ ଆଦମୀ ପାର୍ଟି । ଦିଲ୍ଲୀ ବିଜେପି ମୁଖ୍ୟାଳୟରେ ବିକ୍ଷୋଭ ପ୍ରଦର୍ଶନ କରିବ ଆପ । ଆପ ସାଧାରଣ ସମ୍ପାଦକ ସନ୍ଦୀପ ପାଠକ ଏନେଇ ସୂଚନା ଦେଇଛନ୍ତି ।

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.