ପୁଣି ଓଡ଼ିଶାକୁ ବାତ୍ୟା ଭୟ

ପୁଣି ଓଡ଼ିଶାକୁ ବାତ୍ୟା ଭୟ

ବଙ୍ଗୋପସାଗରରେ ଆସୁଛି ପୁଣି ଏକ ବାତ୍ୟା । ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସକ୍ରିୟ ଲଘୁଚାପ କ୍ଷେତ୍ର ସୁଦୃଶ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି । ଆଜି ସଂଧ୍ୟା ସୁଦ୍ଧା ଅବପାତର ରୂପ ନେବା ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ।

ବଙ୍ଗୋପସାଗରରେ ଆସୁଛି ପୁଣି ଏକ ବାତ୍ୟା । ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସକ୍ରିୟ ଲଘୁଚାପ କ୍ଷେତ୍ର ସୁଦୃଶ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି । ଆଜି ସଂଧ୍ୟା ସୁଦ୍ଧା ଅବପାତର ରୂପ ନେବା ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ । ପରବର୍ତୀ ସମୟରେ ଅବପାତ ଆହୁରି ଘନିଭୂତ ହୋଇ ବାତ୍ୟାର ରୂପ ନେବାର ସମ୍ଭାବନା ରହିଛି । ବାତ୍ୟାର ରୂପ ନେବା ପରେ ଏହା ପଶ୍ଚିମ ଉତର-ପଶ୍ଚିମ ଦିଗରେ ଗତି କରି ୮ ତାରିଖ ବେଳକୁ ତାମିଲନାଡୁ ପୁଡୁଚେରୀ ତଥା ଦକ୍ଷିଣ ଆନ୍ଧ୍ର ଉପକୂଳ ଆଡକୁ ମୁହାଁଇବ । ଏହାର ପ୍ରଭାବରେ ତାମିଲନାଡୁ-ପୁଡ଼ୁଚେରୀ ତଥା ଦକ୍ଷିଣ ଆନ୍ଧ୍ର ଉପକୂଳରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ହେଲେ ଏହାର ପ୍ରଭାବ ଓଡିଶା ଉପରେ ପଡିବ ନାହିଁ ବୋଲି ପାଣିପାଗ ବିଭାଗ ତରଫରୁ ସୂଚନା ମିଳିଛି । 

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.