ଆଜିଠୁ ଜୁନ ୬ ଯାଏଁ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା

ଆଜିଠୁ ଜୁନ ୬ ଯାଏଁ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା

ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।

ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ  ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ। ସବଜେକ୍ଟିଭ ଓ ଅବଜେକ୍ଟିଭ ବିଷୟରେ ଯାଞ୍ଚ ଓ ପରୀକ୍ଷା ଖାତା ନକଲ ନେବା ପାଇଁ ଦେୟ ଦେବା ହେବ। ଫି’ ଓ ଆବେଦନପତ୍ର ଦାଖଲ କରିବାର କିଛି ଦିନ ମଧ୍ୟରେ ବୋର୍ଡ କର୍ତ୍ତୃପକ୍ଷ ସଂଶୋଧିତ ମାର୍କସିଟ୍ ପ୍ରଦାନ କରିବେ । ଖାତାର ଅବିକଳ ନକଲ ଆବେଦନକାରୀମାନେ ବୋର୍ଡ ୱେବସାଇଟରୁ ଡାଉନଲୋଡ କରିପାରିବେ । ଅନ୍ୟପଟେ ସଂସ୍କୃତ, ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟର ପରୀକ୍ଷାର୍ଥୀ ବୋର୍ଡରେ ଅଫଲାଇନ ଆବେଦନ କରିବେ ।

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.