ରାଜନୀତିରେ ସୁଷମା ସ୍ୱରାଜଙ୍କ ଝିଅ ବାଂସୁରୀ

ରାଜନୀତିରେ ସୁଷମା ସ୍ୱରାଜଙ୍କ ଝିଅ ବାଂସୁରୀ

ସକ୍ରିୟ ରାଜନୀତିରେ ପ୍ରବେଶ କଲେ ପୂର୍ବତନ ବୈଦେଶିକ ମନ୍ତ୍ରୀ ଦିବଂଗତ ସୁଷମା ସ୍ୱରାଜଙ୍କ ଝିଅ ବାଂସୁରୀ ସ୍ୱରାଜ। ଦିଲ୍ଲୀ ବିଜେପି ଆଇନ ସେଲର ସହ-ସଂଯୋଜିକା ଭାବେ ତାଙ୍କୁ ନିଯୁକ୍ତି ଦିଆଯାଇଛି।

ସକ୍ରିୟ ରାଜନୀତିରେ ପ୍ରବେଶ କଲେ ପୂର୍ବତନ ବୈଦେଶିକ ମନ୍ତ୍ରୀ ଦିବଂଗତ ସୁଷମା ସ୍ୱରାଜଙ୍କ ଝିଅ ବାଂସୁରୀ ସ୍ୱରାଜ। ଦିଲ୍ଲୀ ବିଜେପି ଆଇନ ସେଲର ସହ-ସଂଯୋଜିକା ଭାବେ ତାଙ୍କୁ ନିଯୁକ୍ତି ଦିଆଯାଇଛି। ଦଳର ପୂର୍ଣ୍ଣକାଳୀନ ରାଜ୍ୟ ସଭାପତି ଭାବରେ ଦାୟିତ୍ବ ଗ୍ରହଣ କରିବା ପରେ ଦିଲ୍ଲୀ ବିଜେପି ମୁଖ୍ୟ ବିରେନ୍ଦ୍ର ସଚ୍ଚଦେବା ରାଜ୍ୟ ୟୁନିଟରେ ତାଙ୍କର ପ୍ରଥମ ନିଯୁକ୍ତି ଭାବେ ବାଂସୁରୀ ସ୍ୱରାଜଙ୍କୁ ଆଇନ ସେଲର ସହ-ସଂଯୋଜିକା ଭାବରେ ନିଯୁକ୍ତ କରିଛନ୍ତି। ସ୍ୱରାଜଙ୍କ ନିଯୁକ୍ତି ତୁରନ୍ତ କାର୍ଯ୍ୟକାରୀ ହେବ ଏବଂ ସେ ବିଜେପିକୁ ମଜବୁତ କରିବାରେ ସାହାଯ୍ୟ କରିବେ।

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.