ଯେ କୌଣସି ସମୟରେ ଗିରଫ ହୋଇପାରନ୍ତି କଣ୍ଠଶିଳ୍ପୀ ସୌରିନ ଭଟ୍ଟ

ଯେ କୌଣସି ସମୟରେ ଗିରଫ ହୋଇପାରନ୍ତି କଣ୍ଠଶିଳ୍ପୀ ସୌରିନ ଭଟ୍ଟ

ଯେ କୌଣସି ସମୟରେ ଗିରଫ ହୋଇପାରନ୍ତି କଣ୍ଠଶିଳ୍ପୀ ସୌରିନ ଭଟ୍ଟ । ଯୌନ ନିର୍ଯାତନା ମାମଲାରେ ସୌରିନଙ୍କ ବିରୋଧରେ ଏନବିଡବ୍ଲୁ ଜାରି କରିବା ଆବେଦନକୁ ଗ୍ରହଣ କରିଛନ୍ତି କୋର୍ଟ।

ଯେ କୌଣସି ସମୟରେ ଗିରଫ ହୋଇପାରନ୍ତି କଣ୍ଠଶିଳ୍ପୀ ସୌରିନ ଭଟ୍ଟ । ଯୌନ ନିର୍ଯାତନା ମାମଲାରେ ସୌରିନଙ୍କ ବିରୋଧରେ ଏନବିଡବ୍ଲୁ ଜାରି କରିବା ଆବେଦନକୁ ଗ୍ରହଣ କରିଛନ୍ତି କୋର୍ଟ। ଏନବିଡବ୍ଲୁ ଜାରି କରିବାକୁ ପୁଲିସ କୋର୍ଟରେ ଆବେଦନ କରିଛି। ତଦନ୍ତରେ ସହଯୋଗ କରୁନଥିବାରୁ ସୌରିନଙ୍କୁ ଯେକୌଣସି ସମୟରେ ପୋଲିସ ଗିରଫ କରିପାରେ।ଗତ ଜୁନ୍ ୧୨ ତାରିଖରେ ମାନସିକ ଓ ଶାରୀରିକ ନିର୍ଯାତନା ଦେଇଥିବା ନେଇ ଜଣେ ଯୁବତୀ କଟକ ମହିଳା ଥାନାରେ ସୌରିନଙ୍କ ବିରୋଧରେ ଅଭିଯୋଗ ଆଣିଥିଲେ। ସୌରିନ ଭଟ୍ଟ ବିବାହିତ ସତ୍ତ୍ୱେ ପୀଡ଼ିତାଙ୍କୁ ବିବାହ କରିବାର ପ୍ରତିଶ୍ରୁତି ଦେଇଥିଲେ। ପୀଡିତା ଏକଥା ଜାଣିବା ପରେ ସୌରିନଙ୍କ ଠାରୁ ଦୁରେଇ ଯିବାକୁ ଚାହିଁଥିଲେ। ପରେ ଯୁବତୀଙ୍କୁ ସୌରିନ ବ୍ଲାକମେଲ କରିଥିଲେ ବୋଲି ଅଭିଯୋଗ ହୋଇଛି। ସୌରିନ ଭଟ୍ଟ କରିଥିବା ଆଗୁଆ ଜାମିନ ଆବେଦନକୁ ନାମଞ୍ଜୁର କରିଥିଲେ ହାଇକୋର୍ଟ ।

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.